ଲାଞ୍ଚ ନେଇ ଧରାପଡ଼ିଲେ ବିଇଓ

କେନ୍ଦୁଝର,୩୦।୮(ସ୍ବ.ପ୍ର.): କେନ୍ଦୁଝର ଜିଲା ଘଟଗାଁ ବିଇଓ ଅଭୟ କୁମାର ବେହେରା ମଙ୍ଗଳବାର ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ବିଭାଗ ତାଙ୍କୁ କାବୁ କରିନେଇଛି। ତଦନ୍ତରୁ ଜଣାପଡ଼ିଛି, କାଶୀସାହି ପ୍ରାଥମିକ ବିଦ୍ୟାଳୟର ଶିକ୍ଷକ କମଳାକାନ୍ତ ପଣ୍ଡାଙ୍କ ବକେୟା ପାଉଣା ଓ ବାର୍ଷିକ ଇନ୍‌କ୍ରିମେଣ୍ଟ କରାଇ ଦେବାକୁ ବିଇଓ ୧୫ ହଜାର ଲାଞ୍ଚ ମାଗିଥିଲେ। ଏ ନେଇ ଶିକ୍ଷକ ପଣ୍ଡା ଭିଜିଲାନ୍ସକୁ ଜଣାଇଥିଲେ। ପୂର୍ବ ଯୋଜନା ମୁତାବକ ବିଇଓ ୧୫ ହଜାର ଲାଞ୍ଚ ନେଉଥିବା ସମୟରେ ଭିଜିଲାନ୍ସ ତାଙ୍କୁ ଧରିଥିଲା ବୋଲି ଅତିରିକ୍ତ ଏସ୍‌ପି ମହେଶ୍ୱର ସେଠୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି: ଯୁକ୍ତ୩ ପରୀକ୍ଷାରେ ସାମାଜିକ ଦୂରତ୍ୱକୁ ଗୁରୁତ୍ୱ ଦେବାକୁ ପରାମର୍ଶ

ଭୁବନେଶ୍ୱର,୮।୫(ବ୍ୟୁରୋ): ରାଜ୍ୟ ଉଚ୍ଚଶିକ୍ଷା ବିଭାଗ ଅଧୀନ ସମସ୍ତ ସ୍ବୟଂଶାସିତ ମହାବିଦ୍ୟାଳୟ ଓ ଡିଗ୍ରୀ କଲେଜର ଯୁକ୍ତ୩ ଶେଷ ତଥା ୬ଷ୍ଠ ସେମିଷ୍ଟର ପରୀକ୍ଷା ଜୁଲାଇ ୨୪...

ଆରମ୍ଭ ହେଲା ଅନ୍‌ଲାଇନ୍‌ ବିଲ୍‌ଡିଂ ପ୍ଲାନ୍‌ ଅନୁମୋଦନ ବ୍ୟବସ୍ଥା

ଭୁବନେଶ୍ୱର,୧୩।୨(ବ୍ୟୁରୋ): ଅନ୍‌ଲାଇନ ବିଲ୍ଡିଂ ପ୍ଲାନ୍‌ ଅନୁମୋଦନ ବ୍ୟବସ୍ଥା(ଓବିପିଏଏସ୍‌)କୁ ଗୃହ ଏବଂ ନଗର ଉନ୍ନୟନ ମନ୍ତ୍ରୀ ପ୍ରତାପ ଜେନା ଶୁକ୍ରବାର ଶୁଭାରମ୍ଭ କରିଛନ୍ତି। ରାଜ୍ୟର ସହରାଞ୍ଚଳରେ ବସବାସ...

ସାଙ୍ଗଙ୍କୁ ଠେଙ୍ଗାରେ ପିଟିପିଟି ହତ୍ୟା କଲେ ସାଙ୍ଗ

ଝାରସୁଗୁଡ଼ା ଅଫିସ,୧୦ା୬: ଝାରସୁଗୁଡ଼ା ଜିଲା ବେଲପାହାଡ଼ ଥାନା ଅନ୍ତର୍ଗତ ଲୁହୁରାପଡ଼ା ପାଣି ଟାଙ୍କି ନିକଟରେ ବୁଧବାର ରାତିରେ ଏକ ହତ୍ୟାକାଣ୍ଡ ଘଟିଛି। ଜଣେ ସାଙ୍ଗ ଅନ୍ୟ...

କଂସବଧ ସହ ସରିଲା ଚନ୍ଦାହାଣ୍ଡି ଧନୁଯାତ୍ରା

ଚନ୍ଦାହାଣ୍ଡି, ୨୨।୫(ଡି.ଏନ୍‌.ଏ.) : ନବରଙ୍ଗପୁର ଜିଲା ଚନ୍ଦାହାଣ୍ଡି ବ୍ଲକ ସଦର ମହକୁମାରେ ୧୨ ଦିନ ଧରି ଚାଲିଥିବା ଧନୁଯାତ୍ରା ଶୁକ୍ରବାର ବିଳମ୍ବିତ ରାତିରେ ସରିଛି। ଅନ୍ତିମ...

ବ୍ରଜରାଜନଗର ଉପନିର୍ବାଚନ:ଆଜିଠୁ ନାମାଙ୍କନ ପ୍ରକ୍ରିୟା ଆରମ୍ଭ

ଭୁବନେଶ୍ୱର,୪।୫(ବ୍ୟୁରୋ): ବ୍ରଜରାଜନଗର ବିଧାନସଭା ଉପନିର୍ବାଚନ ପାଇଁ ତାରିଖ ଘୋଷଣା ହେବା ପରେ ରାଜନୀତି ସରଗରମ ହୋଇଉଠିଛି। ଉପନିର୍ବାଚନ ଆସନ୍ତା ୩୦ରେ ହେବାକୁ ଥିବା ବେଳେ ବୁଧବାର...

ବଳକା କୋଭାକ୍ସିନ ବ୍ୟବହାର ପାଇଁ କେନ୍ଦ୍ରକୁ ଚିଠି

ଭୁବନେଶ୍ୱର, ୨୯।୫(ବ୍ୟୁରୋ): ଭୁବନେଶ୍ୱରରେ କୋଭାକ୍ସିନ ଦିଆଯାଉଥିବା ବେଳେ ଅନ୍ୟସବୁଠି କୋଭିଶିଲ୍ଡ ବ୍ୟବହାର ହେଉଛି। ଏବେ ଭୁବନେଶ୍ୱରରେ ୧୮ରୁ ୪୪ ବର୍ଷର ହିତାଧିକାରୀଙ୍କ ପାଇଁ ଆବଶ୍ୟକ ଟିକା...

ଗାଡ଼ିରେ ପୋଲିସ ଲେଖି ହେଉଥିଲା ଗଞ୍ଜେଇ ଚାଲାଣ, ଧରାପଡ଼ିଲେ ଚାଲାଣକାରୀ

ମାଲକାନଗିରି,୯।୧(ଡି.ଏନ୍‌.ଏ.): ମାଲକାନଗିରି ଜିଲା ଓରକେଲ ପୋଲିସକୁ ମିଳିଛି ବଡ଼ ସଫଳତା। ପୋଲିସର ପୋଷାକ ପିନ୍ଧି ଏବଂ ଗାଡ଼ିରେ ପୋଲିସ ଲେଖି ଅଭିନବ ଉପାୟରେ ହେଉଥିଲା ଗଞ୍ଜେଇ...

ଅସନ୍ତୁଷ୍ଟ କର୍ମୀ, ନେତାଙ୍କ ଉପରେ ବିରୋଧୀଙ୍କ ନଜର

ଜଗତ୍‌ସିଂହପୁର ଅଫିସ, ୩୦ା୧: ଜଗତ୍‌ସିଂହପୁର ଜିଲା ପରିଷଦର ୩ନଂ.ଜୋନ୍‌ରେ ସଭ୍ୟ ପଦ ପାଇଁ ବିଜେଡି, କଂଗ୍ରେସ, ଭାଜପା ଓ ବିଏସ୍‌ପି ପକ୍ଷରୁ ପ୍ରାର୍ଥୀ ଦିଆଯାଇଥିବାବେଳେ ସେଠାରେ...

Advertisement
Archives

Model This Week