Posted inUncategorized

୨୦ ଲକ୍ଷ ଟଙ୍କା ହଡ଼ପ କରିନେଲେ ବିଇଓ

ଦାରିଙ୍ଗବାଡି,୨୦।୩(ଅରୁଣ ସାହୁ): ଶିକ୍ଷକ ନ୍ୟାଶନାଲ ପେନସନ ସିଷ୍ଟମର ୨୦ ଲକ୍ଷ ହଡପ କରି ବିଇଓ ରସାନନ୍ଦ କର ଏବେ ଭିଜିଲାନ୍ସ ମାମଲାରେ ଛନ୍ଦି ହୋଇଯାଇଛନ୍ତି। ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ କାର୍ଯ୍ୟରତ ଶିକ୍ଷକମାନଙ୍କ ନ୍ୟାଶନାଲ ପେନସନ ସ୍କିମର ୨୦ ଲକ୍ଷ ଟଙ୍କା ବେଆଇନ ଭାବେ ଉଠାଣ କରି ବିଇଓ ନିଜ ଆକାଉଣ୍ଟକୁ ନେଇଥିଲେ ଏବଂ ଉକ୍ତ ଅର୍ଥକୁ ଏକ ଶେୟାର ମାର୍କେଟରେ ବିନିଯୋଗ କରିଥିଲେ। ସରକାରୀ ଅର୍ଥ ତୋଷାରପାତ ହୋଇଥିବା ଭିଜିଲାନ୍ସ ଜାଣିପାରି ତାଙ୍କ ବିରୋଧରେ ଏକ ମାମଲା (୬/୨୪)ରୁଜୁ କରିଥିଲା। ଦାରିଙ୍ଗବାଡି ବିଇଓ ରସାନନ୍ଦ କରଙ୍କୁ ଭିଜିଲାନ୍ସ ଅଟକ ରଖି ପଚରା ଉଚରା କରୁଛି ବୋଲି ଭିଜିଲାନ୍ସ ଇନ୍ସପେକ୍ଟର କୁମୁଦୁନୀ ସାହୁ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଧାମନଗରରେ ସ୍ବାସ୍ଥ୍ୟ ସମୀକ୍ଷା କଲେ ସ୍ବାସ୍ଥ୍ୟ ମନ୍ତ୍ରୀ, ବନ୍ୟା ବିପନ୍ନଙ୍କ ସହ କଲେ ଆଲୋଚନା

ଧାମନଗର,୬।୮( ସନ୍ତୋଷ କୁମାର ମହାପାତ୍ର): ଚଳିତ ବର୍ଷ ପ୍ରଥମ କରି ବନ୍ୟାରେ ଭଦ୍ରକ ଜିଲା ସମେତ ଧାମନଗର ଅଞ୍ଚଳରେ କ୍ଷୟକ୍ଷତି ହୋଇଥିଲା । ଏହି ବନ୍ୟାରେ ଲୋକଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri