ବ୍ରହ୍ମପୁରରେ ପ୍ରଦୀପଙ୍କୁ ଟକ୍କର ଦେବେ ଭୃଗୁ ବକ୍ସି ପାତ୍ର

ଭୁବନେଶ୍ୱର,୩।୪: ବୁଧବାର ବିଜେଡିର ଦ୍ୱିତୀୟ ପର୍ଯ୍ୟାୟ ବିଧାନସଭା ଓ ତୃତୀୟ ପର୍ଯ୍ୟାୟ ପ୍ରାର୍ଥୀ ଘୋଷଣା କରିଛି। ୨୭ ବିଧାନସଭା ଏବଂ ୫ ଲୋକସଭା ଆସନରେ ଆସନରେ ପ୍ରାର୍ଥୀ ଘୋଷଣା କରିଛି ଦଳ। ଏଥିରେ ସବୁଠୁ ଚର୍ଚ୍ଚିତ ନାଁ ରହିଛି ଭୃଗୁ ବକ୍ସି ପାତ୍ର। ବୁଧବାର ସେ ଭାରତୀୟ ଜନତା ପାଟିରୁ ଇସ୍ତଫା ଦେବା ପରେ ବିଜେଡିରେ ଯୋଗ ଦେଇଥିଲେ। ଆଉ ସନ୍ଧ୍ୟାରେ ତାଙ୍କୁ ବ୍ରହ୍ମପୁର ଲୋକସଭା ଆସନରୁ ପ୍ରାର୍ଥୀ ଘୋଷଣା କରିଛି।

ଭୃଗୁ ୨୦୧୯ ରେ ବ୍ରହ୍ମପୁର ଲୋକ ସଭା ଆସନରୁ ଚନ୍ଦ୍ରଶେଖର ସାହୁଙ୍କ ସହ ପ୍ରତିଦ୍ୱନ୍ଦ୍ୱିତା କରିଥିଲେ ଏବଂ ପ୍ରାୟ ୯୪,୦୦୦ ଭୋଟ୍ ବ୍ୟବଧାନରେ ହାରି ଯାଇଥିଲେ। ୨୦୧୯ ରେ ଭୃଗୁଙ୍କୁ ବ୍ରହ୍ମପୁରରୁ ୩.୪୯ ଲକ୍ଷ ଭୋଟ୍ ମିଳିଥିଲା।

ଅନ୍ୟପଟେ ଗୋପାଳପୁର ବିଧାୟକ ତଥା ବିଜେଡିରୁ ବହିଷ୍କାର ପରେ ଭାଜପା ଆସିଥିବା ପ୍ରଦୀପ ପାଣିଗ୍ରାହୀଙ୍କୁ ଦଳ ବ୍ରହ୍ମପୁରରୁ ଲୋକ ସଭା ପ୍ରାର୍ଥୀ କରିଛି। ବର୍ତ୍ତମାନ ସୁଦ୍ଧା ପ୍ରଦୀପଙ୍କ ପଲା ଭାରି ଲାଗୁଥିବା ବେଳେ ଭୃଗୁ ଦଳ ପରିବର୍ତନ କରିବା ପରେ ସମୀକରଣ ବଦଳିବା ଆଶଙ୍କା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ସେକ୍ସ ଓ୍ବାର୍କର ପାଇଁ ମନା କରିବାରୁ ପ୍ରେମିକାଙ୍କୁ ମା’ ଭାଇଙ୍କ ସାମ୍ନାରେ ଏମିତି କଲେ ପ୍ରେମିକ

ବିଜୟଓ୍ବାଡା,୧୯।୭: ଆନ୍ଧ୍ରପ୍ରଦେଶର ବିଜୟୱାଡାରୁ ଏକ ଲୋମଟାଙ୍କୁରା ଖବର ଆସିଛି, ଯେଉଁଠାରେ ଜଣେ ପୁରୁଷ ତାଙ୍କ ଲିଭ-ଇନ ପାର୍ଟନରଙ୍କୁ ହତ୍ୟା କରିଛନ୍ତି। କୁହାଯାଉଛି ଯେ ମହିଳା ପାର୍ଟନର...

ଉପମୁଖ୍ୟମନ୍ତ୍ରୀଙ୍କ ବାସଭବନ ଘେରାଉ ଉଦ୍ୟମ

ଭୁବନେଶ୍ୱର,୧୯।୭: ପୁରୀ ଜିଲା ବଳଙ୍ଗା ଥାନା ବାୟାବର ଗାଁରେ ଜଣେ ନାବାଳିକାଙ୍କ ଦେହରେ ଦୁର୍ବୃତ୍ତମାନେ ନିଆଁ ଲଗାଇ ଦେଇଛନ୍ତି। ଫଳରେ ନାବାଳିକା ଜଣକ ଗୁରୁତର ଅବସ୍ଥାରେ...

ଆପକୁ ଲାଗିଲା ଜବରଦସ୍ତ ଝଟକା, ସୋସିଆଲ ମିଡିଆରେ ପୋଷ୍ଟ କରି ଏହି ନେତା କହିଲେ…

ଚଣ୍ଡିଗଡ଼,୧୯।୭: ପଞ୍ଜାବ ଖରାର ବିଧାନସଭା ନିର୍ବାଚନମଣ୍ଡଳୀର ବିଧାୟକ ଅନମୋଲ ଗଗନ ମାନ, ଯାହାଙ୍କୁ ପୂର୍ବରୁ ମନ୍ତ୍ରୀ ପଦରୁ ହଟାଯାଇଥିଲା, ସେ ଏବେ ତାଙ୍କ ବିଧାୟକ ପଦରୁ...

ମା’ କାଳୀଙ୍କ ନାଁ ନେବାରୁ ମୋଦିଙ୍କ ଉପରେ ବର୍ଷିଲେ ମହୁଆ

ନୂଆଦିଲ୍ଲୀ,୧୯।୭: ପଶ୍ଚିମବଙ୍ଗର ଏକ ରାଲିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେବୀ କାଳୀଙ୍କ ନାମ ନେବାରୁ ତ୍ରୁଣଣମୂଳ କଂଗ୍ରେସ (ଟିଏମସି) ଏମପି ମହୁଆ ମୋଇତ୍ରା ଏହାକୁ କଟାକ୍ଷ...

ଭତ୍ତା ଆତ୍ମସାତ ଘଟଣାରେ ବଢ଼ିଲା ଯନ୍ତ୍ରୀଙ୍କ ଅଡ଼ୁଆ, କାର୍ଯ୍ୟାନୁଷ୍ଠାନ ପାଇଁ ଥାନାରେ ସରପଞ୍ଚଙ୍କ ଏତଲା  

ନିଶ୍ଚିନ୍ତକୋଇଲି,୧୯।୭(ଅଶୋକ କୁମାର ମହାପାତ୍ର): କଟକ ଜିଲା ମାହାଙ୍ଗା ବ୍ଲକ ଅଞ୍ଚଳରେ ଭତ୍ତା ଟଙ୍କା ଆତ୍ମସାତ ଘଟଣାରେ  ସହକାରୀ ଯନ୍ତ୍ରୀଙ୍କ ଅଡ଼ୁଆ ବଢଛି। ଏହି ଘଟଣାକୁ ନେଇ...

କେସିଙ୍ଗାର ଦୁଇ ପଞ୍ଚାୟତକୁ ମନ୍ତ୍ରୀ ରବିନାରାୟଣ ନାଏକଙ୍କ ଭେଟି: ଉଦ୍‌ଘାଟିତ ହେଲା…

କେସିଙ୍ଗା,୧୯।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ଦୁଇଟି ପଞ୍ଚାୟତକୁ ଗ୍ରାମ ଉନ୍ନୟନ, ପଞ୍ଚାୟତ ରାଜ ଓ ପାନୀୟଜଳ ବିଭାଗ ମନ୍ତ୍ରୀ ରବିନାରାୟଣ ନାଏକ ଭେଟି...

ପ୍ରେମ ଘଟଣାରୁ ଭଉଣୀ ସହ ଆସିଥିବା ଭାଇଙ୍କୁ ଡାକିନେଇ ଛୁରାମାଡ

ଖଲ୍ଲିକୋଟ,୧୯।୭(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା କହ୍ନେଇପୁର ରାହାଣଦେବୀ ଛକରେ ଦୁଇ ଯୁବକଙ୍କ ମଧ୍ୟରେ ଛୁରାମାଡ଼ ହୋଇଛି । ସୂଚନା ଅନୁଯାୟୀ, କହ୍ନେଇପୁର...

ଦାଦା-ପୁତୁରାଙ୍କ ହେବ ମିଳନ! ମହାରାଷ୍ଟ୍ର ରାଜନୀତି ପୁଣି ହଲଚଲ

ମୁମ୍ବାଇ,୧୯।୭: ପ୍ରାୟ ୨ ଦଶନ୍ଧି ପରେ ମହାରାଷ୍ଟ୍ରରେ ଠାକରେ ଭାଇମାନଙ୍କୁ ଏକାଠି ହେଉଥିବାର ଦେଖାଯାଉଛି। କଳ୍ପନାଜଳ୍ପନା ଆରମ୍ଭ ହୋଇଛି ଯେ, ଦାଦା-ପୁତୁରା ଅର୍ଥାତ୍‌ ଶରଦ ପାୱାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri