କରୋନା ସଂକ୍ରମଣ ଭୟ: ବ୍ରହ୍ମପୁର ସୀମା ସିଲ୍‌

ବ୍ରହ୍ମପୁର ଅଫିସ,୧୩।୭-ସାରା ରାଜ୍ୟରେ ଦିନକୁ ଦିନ ବଢି ଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ପ୍ରତିଦିନ ଗଞ୍ଜାମ ଜିଲାରୁ ସର୍ବାଧିକ ଆକ୍ରାନ୍ତ ଚିହ୍ନଟ ହେଉଥିବାବେଳେ ଏହାକୁ ନେଇ ଚିନ୍ତାରେ ପଡ଼ିଛି ଜିଲା ପ୍ରଶାସନ। ଏହାକୁ ଦୃଷ୍ଟିରେ ରଖି ସୋମବାର ବ୍ରହ୍ମପୁର ସହରର ଚାରି ଦିଗକୁ ସିଲ କରି ଦିଆଯାଇଛି। କୌଣସି ଲୋକ ବ୍ରହ୍ମପୁର ଆସିପାରିବେନି କି ଯାଇପାରିବେନି। କେବଳ ଅତ୍ୟାବଶ୍ୟକ ସେବା ପ୍ରଦାନକାରୀ ସାମଗ୍ରୀ ମୁକ୍ତ ରହିବ ବୋଲି ସୋମବାର ଅନୁଷ୍ଠିତ ପ୍ରେସମିଟ୍‌ରେ ବ୍ରହ୍ମପୁର ମହାନଗର ନିଗମ କମିଶନର ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡି ଶିଶୁ ବିଦ୍ୟାମନ୍ଦିରର ରଜତ ଜୟନ୍ତୀ ସମାରୋହ: କଳସ ଶୋଭାଯାତ୍ରା, ସାଧୁସନ୍ଥ ସମ୍ମିଳନୀ ଅନୁଷ୍ଠିତ

ଦିଗପହଣ୍ଡି,୨୨ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ୨୫ ତମ ପ୍ରତିଷ୍ଠା ଦିବସ ଅବସରରେ ତିନି ଦିନିଆ ରଜତ ଜୟନ୍ତୀ...

ମହିଳା କ୍ରିକେଟରଙ୍କ ପାଇଁ ଖୁସି ଖବର: ଅଢେଇଗୁଣା ମ୍ୟାଚ୍ ଫି’ ବଢ଼ାଇଲା BCCI

ମୁମ୍ବାଇ,୨୨ା୧୨: ଦେଶର ମହିଳା କ୍ରିକେଟରଙ୍କ ପାଇଁ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ଏକ ବଡ଼ ଉପହାର ଦେଇଛି। ସୋମବାର, ଡିସେମ୍ବର ୨୨ ତାରିଖରେ ଅନୁଷ୍ଠିତ...

ସ୍ପୋର୍ଟ୍ସ କ୍ୟାପିଟାଲରୁ ଟ୍ରେନ୍ ଟଏଲଟ୍: ଓଡ଼ିଶା ଖେଳାଳିଙ୍କ କଦର୍ଯ୍ୟ ଯାତ୍ରାକୁ ନେଇ ସାରା ଦେଶରେ ହଇଚଇ

ଭୁବନେଶ୍ୱର,୨୨।୧୨: ଓଡ଼ିଶାର କ୍ରୀଡ଼ା ଭବିଷ୍ୟତ କୁହାଯାଉଥିବା ଯୁବ କୁସ୍ତି ପ୍ରତିଭାମାନଙ୍କ ଅପମାନଜନକ ଯାତ୍ରାର ଏକ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଉତ୍ତରପ୍ରଦେଶର...

ସୃଷ୍ଟି ହେଲା ୨୪ ନୂଆ NAC , ୫ ମ୍ୟୁନିସିପାଲିଟି: ଯୋଡି ହେବ ଏସବୁ ଅଞ୍ଚଳ

ଭୁବନେଶ୍ୱର,୨୨।୧୨: ୨୪ ନୂଆ NAC ଓ ୫ ମ୍ୟୁନିସିପାଲିଟି ନେଇ ସୋମବାର ସରକାରୀ ବିଜ୍ଞପ୍ତି ପ୍ରକାଶ ପାଇଛି। ୧୪ ଜିଲାରେ ୨୪ ନୂଆ NAC ନେଇ...

ମୋହନ ସରକାରଙ୍କ ଅମଳରେ ପଛେଇଗଲା ଓଡ଼ିଶା, ବେକାରୀ ବୃଦ୍ଧି: ବିଜେଡିର ସାଂଘାତିକ ଅଭିଯୋଗ

ଭୁବନେଶ୍ୱର,୨୨।୧୨: ଓଡ଼ିଶାରେ ଶାସନ କରୁଥିବା ଭାଜପା ସରକାରଙ୍କୁ ଅର୍ଥନୈତିକ ବିଫଳତା ପ୍ରସଙ୍ଗରେ ଘେରିଛି ବିରୋଧୀ ବିଜୁ ଜନତା ଦଳ (ବିଜେଡି)। ରାଜ୍ୟର ଅଭିବୃଦ୍ଧି ହାର କମିବା...

ଗାଁକୁ ଫେରୁଥିବାବେଳେ ଟ୍ରେନରୁ ଖସି ଦାଦନ ଶ୍ରମିକଙ୍କ ମୃତ୍ୟୁ

ପାତ୍ରପୁର, ୨୨।୧୨(ଉମା ଚରଣ ନେପାକ): ପାତ୍ରପୁର ବ୍ଳକ ବାଦପୁର ପଞ୍ଚାୟତ ତିନିଘରିଆ ଗ୍ରାମର ନରସିଂହ ନାଇକ (୨୮) ନେଲୁରୁ ସ୍ଥିତ ଦିଶା ନାମକ ଏକ କମ୍ପାନୀରେ...

ଭାରତ-ବାଂଲାଦେଶ ସମ୍ପର୍କରେ ତିକ୍ତତା: ଭାରତୀୟଙ୍କ ପାଇଁ ଭିସା ସେବା ବନ୍ଦ କଲା ବାଂଲାଦେଶ

ନୂଆଦିଲ୍ଲୀ/ଢାକା,୨୨।୧୨: ଭାରତ ଏବଂ ବାଂଲାଦେଶ ମଧ୍ୟରେ ଦ୍ୱିପାକ୍ଷିକ ସମ୍ପର୍କରେ ବଡ଼ ଧରଣର ଅବନତି ଘଟିଛି। ଗୋଟିଏ ପଟେ ଭାରତ ଚଟ୍ଟଗ୍ରାମରେ ଭିସା ସେବା ସ୍ଥଗିତ ରଖିଥିବା...

MGNREGA ନାମ ବଦଳାଇବା ବିବାଦ: ରାଜରାସ୍ତାକୁ ଓହ୍ଲାଇଲା କଂଗ୍ରେସ, କେନ୍ଦ୍ର ସରକାରଙ୍କୁ ଦେଲା ଚେତାବନୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା ନାମକୁ କେନ୍ଦ୍ର ସରକାର ଇତିମଧ୍ୟରେ ବଦଳାଇଛନ୍ତି। ଏଥିସହ ନୂଆ ଯୋଜନାରେ ବ୍ୟାପକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri