କରୋନା ସଂକ୍ରମଣ ଭୟ: ବ୍ରହ୍ମପୁର ସୀମା ସିଲ୍‌

ବ୍ରହ୍ମପୁର ଅଫିସ,୧୩।୭-ସାରା ରାଜ୍ୟରେ ଦିନକୁ ଦିନ ବଢି ଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ପ୍ରତିଦିନ ଗଞ୍ଜାମ ଜିଲାରୁ ସର୍ବାଧିକ ଆକ୍ରାନ୍ତ ଚିହ୍ନଟ ହେଉଥିବାବେଳେ ଏହାକୁ ନେଇ ଚିନ୍ତାରେ ପଡ଼ିଛି ଜିଲା ପ୍ରଶାସନ। ଏହାକୁ ଦୃଷ୍ଟିରେ ରଖି ସୋମବାର ବ୍ରହ୍ମପୁର ସହରର ଚାରି ଦିଗକୁ ସିଲ କରି ଦିଆଯାଇଛି। କୌଣସି ଲୋକ ବ୍ରହ୍ମପୁର ଆସିପାରିବେନି କି ଯାଇପାରିବେନି। କେବଳ ଅତ୍ୟାବଶ୍ୟକ ସେବା ପ୍ରଦାନକାରୀ ସାମଗ୍ରୀ ମୁକ୍ତ ରହିବ ବୋଲି ସୋମବାର ଅନୁଷ୍ଠିତ ପ୍ରେସମିଟ୍‌ରେ ବ୍ରହ୍ମପୁର ମହାନଗର ନିଗମ କମିଶନର ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୂଜା ମଣ୍ଡପରେ ଭୟଙ୍କର ଅଗ୍ନିକାଣ୍ଡ

ସମ୍ବଲପୁର,୧୪।୯: ସମ୍ବଲପୁର ବୁଢାରଜା ଅଞ୍ଚଳରେ ଏକ ଗଣେଶ ପୂଜା ମଣ୍ଡପରେ ସୋମବାର ସନ୍ଧ୍ୟାରେ ନିଆଁ ଲାଗିଯାଇଛି। ନିଆଁ ଏତେ ଯୋର ଥିଲା ଯେ, ଅଳ୍ପ ସମୟ ମଧ୍ୟରେ…

ପୋଷ୍ଟ ଅଫିସରେ ଜମାକାରୀଙ୍କ ଟଙ୍କା ହଡ଼ପ ଅଭିଯୋଗ: ପୂର୍ବତନ ପୋଷ୍ଟମାଷ୍ଟର ଫେରାର

ପାଟଣା, ୧୪।୯ (ବୀର କିଶୋର ଦାଶ): ପୋଷ୍ଟ ଅଫିସ ଉପରେ ଭରସା କରି ନିଜର କଷ୍ଟାର୍ଜିତ ଟଙ୍କା ଜମା ରଖିଥିଲେ ଜମାକାରୀ। ହେଲେ ଏବେ ସେହି ଜମା…

ଦୁର୍ଗାପୂଜା ପାଇଁ ଶୁଭ ଖୁଣ୍ଟି ସ୍ଥାପନ

ଦାରିଙ୍ଗବାଡ଼ି, ୧୪।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିଠାରେ ପ୍ରତିବର୍ଷ ଭଳି ଚଳିତବର୍ଷ ମଧ୍ୟ ଗଣେଶ ଚତୁର୍ଥୀ ଅବସରରେ ଆସନ୍ତା ଦଶହରା ପୂଜା ପାଇଁ…

ଗଣେଶ ଚତୁର୍ଥୀରେ ଚଳଚଞ୍ଚଳ ଛତ୍ରପୁର ସହର: ଝଲସୁଛି ବିଭିନ୍ନ ପୂଜାମଣ୍ଡପ

ଛତ୍ରପୁର, ୧୪।୯ (ଦିଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଆଜି ପବିତ୍ର ଶ୍ରୀଗଣେଶ ଚତୁର୍ଥୀ। ଅଗ୍ରପୂଜ୍ୟ ପ୍ରଭୁ ଶ୍ରୀଗଣେଶଙ୍କ ଆବାହନରେ ଚଳଚଞ୍ଚଳ ହୋଇଉଠିଛି ଛତ୍ରପୁର ସହର। ଶ୍ରଦ୍ଧା, ଭକ୍ତି ଓ…

ଗଞ୍ଜାମ ସହରରେ ଧୂମଧାମରେ ଗଣେଶ ପୂଜା: ପୁଇଁତୋଳା ପୂଜା କମିଟି ପକ୍ଷରୁ….

ଗଞ୍ଜାମ, ୧୪/୯ (ବିଦ୍ୟାଧର ସାହୁ): ଗଞ୍ଜାମ ସହରର ବିଭିନ୍ନ ସ୍ଥାନରେ ମହାବିନାୟକ, ଅଗ୍ରପୂଜ୍ୟ ଶ୍ରୀଗଣେଶଙ୍କ ଚତୁର୍ଥୀ ପୂଜା ମହାଆଡ଼ମ୍ବରରେ ପାଳିତ ହେଉଛି। ଏଥିପାଇଁ ଗାଁଠାରୁ ସହର ପର୍ଯ୍ୟନ୍ତ…

ମଦ ଦୋକାନକୁ ନେଇ ବଢୁଛି ଅସନ୍ତୋଷ, ଅନ୍ୟତ୍ର ସ୍ଥାନାନ୍ତର ଦାବି

କେନ୍ଦୁଝର,୧୪ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାପାଳ, ଆରକ୍ଷୀ ଅଧୀକ୍ଷକ, ଡିଏଫ୍‌ଓଙ୍କ କାର୍ଯ୍ୟାଳୟ ସମ୍ମୁଖ ଗୁରୁତ୍ୱପୂର୍ଣ୍ଣ ଟ୍ରାଫିକ ଛକରେ ଏକ ଠିପିବନ୍ଦ ମଦ ଦୋକାନ ପୁଣିଥରେ ଖୋଲିବାକୁ ନେଇ…

କନ୍ଧମାଳ ସମସ୍ୟା ନେଇ ‘ବିଚାର ମନ୍ଥନ’, ସରକାରଙ୍କ ନିକଟରେ ଦାବି ରଖିବାକୁ ନିଷ୍ପତ୍ତି

ଦାରିଙ୍ଗବାଡ଼ି, ୧୪।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ହନୁମାନ ମନ୍ଦିର ପ୍ରାଙ୍ଗଣସ୍ଥିତ ସଭାଗୃହରେ ସୋମବାର ‘ବିଚାର ମନ୍ଥନ’ ନାମରେ ଏକ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। ଜିଲାର…

୧୭ରେ ମୋଦିଙ୍କ ଜନ୍ମଦିନ, ଆଶୀର୍ବାଦର ଦୀପ ଜାଳିବାକୁ ମୁଖ୍ୟମନ୍ତ୍ରୀଙ୍କ ନିବେଦନ

ଭୁବନେଶ୍ୱର,୧୪।୯: ପ୍ରଧାନମନ୍ତ୍ରୀ ମୋଦିଙ୍କ ଜନ୍ମଦିନରେ ‘ଆଶୀର୍ବାଦର ଦୀପ’ ଜାଳିବାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ଭିଡିଓ ବାର୍ତ୍ତା ମାଧ୍ୟମରେ ରାଜ୍ୟବାସୀଙ୍କୁ ନିବେଦନ କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?