ବେସନ ଫେସ୍‌ ପ୍ୟାକ୍‌

ବର୍ତ୍ତମାନ ତ୍ୱଚାର ଯତ୍ନ ପାଇଁ ଅନେକେ ବ୍ୟୁଟି ପାର୍ଲର ଯିବାଠାରୁ ଆରମ୍ଭ କରି ମାର୍କେଟ୍‌ରେ ମିଳୁଥିବା ବିଭିନ୍ନ ପ୍ରକାରର ଫେସ୍‌ପ୍ୟାକ୍‌ ମଧ୍ୟ ବ୍ୟବହାର କରୁଛନ୍ତି। ହେଲେ ଅନେକ ସମୟରେ ଏହା ତ୍ୱଚା ଉପରେ ନକାରାତ୍ମକ ପ୍ରଭାବ ପକାଉଥିବାର ନଜିର ରହିଛି। ତେଣୁ ଆପଣ ଚାହିଁଲେ ଉଜ୍ଜ୍ୱଳ, ବ୍ରଣ ଦାଗ ମୁକ୍ତ ତ୍ୱଚା ପାଇବା ଲାଗି ଘରେ ମଧ୍ୟ ବେସନ ବ୍ୟବହାର କରି ପ୍ରାକୃତିକ ଭାବେ ଫେସପ୍ୟାକ୍‌ ପ୍ରସ୍ତୁତ କରିପାରିବେ…

ବେସନରେ ଗୋଟିଏ ଚାମଚ ମୁଲତାନୀ ମାଟି ମିଶାନ୍ତୁ। ଏହି ପ୍ୟାକ୍‌କୁ ନିଜ ମୁହଁରେ ଲଗାନ୍ତୁ। ୨୦ ମିନିଟ୍‌ ପରେ ଏହାକୁ ଧୋଇ ଦିଅନ୍ତୁ। ଏହା ଆପଣଙ୍କ ତ୍ୱଚାକୁ ନରମ ଓ ସତେଜ ରଖିବ।
୨ଟି କମଳା ନିଅନ୍ତୁ। ସେଥିରୁ ଚୋପା ଛଡ଼ାଇ ରସ ବାହାର କରନ୍ତୁ। ସେଥିରେ ଏକ ଚାମଚ କ୍ଷୀର ଏବଂ ଚିମୁଟାଏ ହଳଦୀ ଏବଂ ଗୋଟେ ଚାମଚ ଲେଖାଏ ବେସନ, ମହୁ ମିଶେଇ ପ୍ୟାକ୍‌ ପ୍ରସ୍ତୁତ କରନ୍ତୁ। ଏହାକୁ ନିଜ ମୁହଁ ଏବଂ ବେକରେ ଭଲଭାବେ ଲଗାଇ ଧୀରେ ଧୀରେ ମସାଜ କରନ୍ତୁ ଏବଂ ୨୦ମିନିଟ୍‌ ପର୍ଯ୍ୟନ୍ତ ଛାଡ଼ିଦିଅନ୍ତୁ। ଏହା ପରେ ପାଣିରେ ଭଲ ଭାବେ ଧୋଇ ଦିଅନ୍ତୁ। ସପ୍ତାହରେ ଥରେ କିମ୍ବା ଦୁଇ ଥର ଏହି ପ୍ୟାକ୍‌ ଲଗାଇଲେ ଆପଣଙ୍କ ମୁହଁ ଉଜ୍ଜ୍ୱଳ ଏବଂ ଗୋରା ଦିଶିବ।
ଯଦି ଆପଣ ବ୍ଳାକ୍‌ହେଡସ୍‌ ଯୋଗୁ ଚିନ୍ତିତ ତେବେ ୨ଚାମଚ ବେସନରେ ଗୋଟେ ଚାମଚ ଲେମ୍ବୁର ରସ ମିଶାଇ ମୁହଁରେ ଲଗାନ୍ତୁ। ଏହି ସ୍କ୍ରବ ପ୍ୟାକ୍‌କୁ ସପ୍ତାହରେ ଦୁଇ ଥର ବ୍ୟବହାର କଲେ ବ୍ଲାକ୍‌ହେଡ୍‌ସ ଲିଭେଇବାରେ ସାହାଯ୍ୟ କରିବ।
ପ୍ରାକୃତିକ ବାଦାମ ଏବଂ ବେସନ ଫେସ୍‌ପ୍ୟାକ୍‌ ଆପଣଙ୍କ ମୁହଁର ଗ୍ଲୋ ବଢାଇ ଆକର୍ଷଣୀୟ ଦେଖାଯିବାରେ ସାହାଯ୍ୟ କରେ। ଏଥିପାଇଁ ୩ ଚାମଚ ବେସନ, ୨ ଚାମଚ ବାଦାମ ପେଷ୍ଟ ଏବଂ କିଛି ବୁନ୍ଦା ଲେମ୍ବୁ ରସ ମିଶାଇ ପ୍ୟାକ୍‌ ପ୍ରସ୍ତୁତ କରନ୍ତୁ। ଏହାକୁ ମୁହଁରେ ଲଗାଇବା ପରେ କିଛି ସମୟ ରଖି ଧୋଇଦିଅନ୍ତୁ।


Enter your email to get our daily news in your inbox.

All Right Reserved By Dharitri.Com

IND VS PAK: ଭାରତ-ପାକ୍‌ ମ୍ୟାଚ୍‌ ପୂର୍ବରୁ ପ୍ରେମଦାସା ଷ୍ଟାଡିୟମରେ ସାପ ଆତଙ୍କ; ପାକିସ୍ତାନ ଡଗ୍‌ଆଉଟ୍‌ରେ…

କଲମ୍ବୋ,୧୫।୨: କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ହେବାକୁ ଥିବା ମହାନ ମୁକାବିଲା ପୂର୍ବରୁ ଏକ ଅଭାବନୀୟ ଚିତ୍ର ସାମ୍ନାକୁ ଆସିଛି। କ୍ରିକେଟର…

ପ୍ରତିଦିନ ଖାଆନ୍ତୁ ଦୁଇ ପାଖୁଡା ରସୁଣ, ରକ୍ତଚାପ ନିୟନ୍ତ୍ରଣ ସହିତ ଭଲ ରହିବ…

ରସୁଣରେ ଆଲିସିନ୍, ମାଙ୍ଗାନିଜ୍, ଭିଟାମିନ୍ ବି୬, ଭିଟାମିନ୍ ସି, ସେଲେନିୟମ୍, ଫାଇବର, କ୍ୟାଲସିୟମ୍, ପୋଟାସିୟମ୍, ଆଇରନ୍ ଏବଂ କପର ସମେତ ଅନେକ ପୁଷ୍ଟିକର ତତ୍ତ୍ୱ ଯଥେଷ୍ଟ ପରିମାଣରେ…

PM Kisan:  ଆସିଲା ବଡ଼ ଅପଡେଟ୍‌: ଏହି ଦିନ ଚାଷୀଙ୍କ ଖାତାକୁ ଆସିବ ୨୦୦୦ ଟଙ୍କା… 

ନୂଆଦିଲ୍ଲୀ,୧୫।୨: ଦେଶର କ୍ଷୁଦ୍ର ଓ ନାମମାତ୍ର ଚାଷୀଙ୍କୁ ଆର୍ଥିକ ସହାୟତା ଯୋଗାଇବା ପାଇଁ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଦ୍ୱାରା ଆରମ୍ଭ କରାଯାଇଥିବା ପିଏମ-କିଷାନ ଯୋଜନାର ପରବର୍ତ୍ତୀ କିସ୍ତି ଖୁବ୍‌ଶୀଘ୍ର…

ପୁରୀ ସମୁଦ୍ର କୂଳରେ ଅଘଟଣ, ସ୍ନାନ ବେଳେ ୫ ପର୍ଯ୍ୟଟକ ବୁଡ଼ି…..

ପୁରୀ,୧୫ା୨(ଅଜିତ୍ କୁମାର ମହାନ୍ତି):  ପୁଣି ପୁରୀ ସମୁଦ୍ରରେ ସ୍ନାନ ବେଳେ ଅଘଟଣ । ସମୁଦ୍ର କୂଳର ସେକ୍ଟର ୨ ଓ ସେକ୍ଟର୧୦ରେ ବୁଡୁବୁଡୁ ପର୍ଯ୍ୟଟକମାନେ ବଞ୍ଚିଯାଇଛନ୍ତି ।…

ଆଖଣ୍ଡଳମଣି ପୀଠରେ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ଭିଡ଼

ଧୂଷୁରୀ,୧୫ା୨(ଦୀପ୍ତି ରଞ୍ଜନ ନାୟକ): ପବିତ୍ର ମହାଶିବରାତ୍ରିରେ ଭଦ୍ରକ ଜିଲାର ପ୍ରସିଦ୍ଧ ଶୈବପୀଠ ଆରଡ଼ି ହୋଇ ଉଠିଛି ଚଳଚଞ୍ଚଳ। ଭୋର୍‌ ୪ଟାରେ ମନ୍ଦିର ପହୁଡ଼ ଖୋଲିବା ପରେ ମଙ୍ଗଳ…

ପାଇପ୍‌ ଫାଟି ଭାସୁଛି ପାଣି, ହେଲେ ଲୋକଙ୍କ ନିକଟରେ ପହଞ୍ଚୁନି

କେନ୍ଦୁଝର,୧୫ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଯୋଡ଼ା ବ୍ଲକ ଅନ୍ତର୍ଗତ ବଳଦା ପଞ୍ଚାୟତର ଖଣି ଖାଦାନ ଦ୍ୱାରା ପ୍ରଭାବିତ ବି ପ୍ଲଟ ଗ୍ରାମରେ ଦୀର୍ଘ ଏକ ମାସ ହେବ ବସୁଧା…

ଜାଗରରେ ବଡ଼ ଅଘଟଣ: ମର୍ଣ୍ଣିଂଓ୍ୱାକ୍ ବେଳେ ଟଳିପଡ଼ିଲେ ଦଶମ ଶ୍ରେଣୀ ଛାତ୍ର

ଖଲ୍ଲିକୋଟ,୧୫।୨(ପ୍ରଶାନ୍ତ କୁମାର ମିଶ୍ର): ମର୍ଣ୍ଣିଂଓ୍ୱାକ୍ ବେଳେ ଟଳିପଡ଼ିଲେ ଦଶମ ଶ୍ରେଣୀ ଛାତ୍ର । ମୃତକ ହେଲେ ଖଲ୍ଲିକୋଟ ଶ୍ରୀଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷା କେନ୍ଦ୍ରର ଦଶମ ଶ୍ରେଣୀ ଛାତ୍ର…

ଶୀତଳ ଭଣ୍ଡାରରେ ଭୟାବହ ଅଗ୍ନିକାଣ୍ଡ: ୧୦ କୋଟିରୁ ଉର୍ଦ୍ଧ୍ବ ଟଙ୍କାର ସମ୍ପତ୍ତି ନଷ୍ଟ, ନିଆଁ ଲିଭାଉଛି ରୋବର୍ଟ

କୁଚିଣ୍ଡା,୧୫।୨(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା ବାମରା ନିକଟସ୍ଥ ନୁଁନୁନିଆମୁଣ୍ଡା ସ୍ଥିତ ଲାଠ ଶୀତଳ ଭଣ୍ଡାରରେ ରଵିବାର ସକାଳେ ସର୍ଟସର୍କିଟ ଯୋଗୁଁ ଅଗ୍ନିକାଣ୍ଡ ହୋଇଛି । ଏଥିରେ କୋଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri