ଲାଲଚାନ୍ଦରେ ସର୍ବୋତ୍କୃଷ୍ଟ ବ୍ରାଇଡାଲ କଲେକ୍ସନ

ଭୁବନେଶ୍ୱର,୨୪।୫: ରାଜ୍ୟର ପ୍ରମୁଖ ଅଳଙ୍କାର ପ୍ରତିଷ୍ଠାନ ଲାଲଚାନ୍ଦ ଜୁଏଲେରି ପକ୍ଷରୁ ଭାରତର ସର୍ବୋତ୍କୃଷ୍ଟ ବ୍ରାଇଡାଲ କଲେକ୍ସନ ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷ କରି ଚଳିତ ବିବାହ ଋତୁ ପାଇଁ ଲାଲଚାନ୍ଦ ଜୁଏଲେରିର ସୁନା, ରୁପା ଓ ହୀରା ଗହଣାର ଗଢ଼ା ମୂଲ୍ୟ ଉପରେ ଆକର୍ଷଣୀୟ ରିହାତି ସହିତ ‘ଭାରତର ସର୍ବୋତ୍କୃଷ୍ଟ ବ୍ରାଇଡାଲ ଜୁଏଲେରି ଏବେ ଆପଣଙ୍କର’ ଅଫର ଆରମ୍ଭ କରାଯାଇଛି। ସେହିଭଳି ଲାଲଚାନ୍ଦ ଜୁଏଲେରି ପକ୍ଷରୁ ଏଚ୍‌ୟୁଆଇଡି ହଲ୍‌ମାର୍କ ଯୁକ୍ତ ସୁନା ଏବଂ ସାର୍ଟିଫାଏଡ୍‌ ହୀରା ଓ ପ୍ଲାଟିନମ୍‌ ସହିତ ଶୁଦ୍ଧ ରୁପା ଗହଣାର ବ୍ରାଇଡାଲ କଲେକ୍ସନ ଉପରେ ବିଶେଷ ରିହାତି ରହିଛି। ଅପରପକ୍ଷରେ ଏଚ୍‌ୟୁଆଇଡି ହଲ୍‌ମାର୍କ ଯୁକ୍ତ ସୁନା ଗହଣା କ୍ରୟ ଉପରେ ଲାଲଚାନ୍ଦ ଜୁଏଲେରି ସର୍ବନିମ୍ନ ଗଢ଼ା ମୂଲ୍ୟ ପ୍ରଦାନ କରୁଛି, ଏପରିକି ଗଢ଼ା ମୂଲ୍ୟ ଉପରେ ଗ୍ରାମ୍‌ ପିଛା ଫ୍ଲାଟ୍‌ ୮୭୫ ଟଙ୍କା ଧାର୍ଯ୍ୟ କରାଯାଇଥିବା ବେଳେ ହୀରା ମୂଲ୍ୟ ଉପରେ ୨୦% ରିହାତି ରହିଛି। ସେହିପରି ରୁପା ଗହଣାର ଗଢ଼ା ମୂଲ୍ୟ ଉପରେ ଫ୍ଲାଟ ୫୦% ରିହାତି ରହିଥିବା ବେଳେ ମନୋନୀତ ଅନ୍ତର୍ଜାତୀୟ ବ୍ରାଣ୍ଡେଡ୍‌ ଘଣ୍ଟା ଉପରେ ଗ୍ରାହକଙ୍କୁ ଫ୍ଲାଟ ୧୦% ରିହାତି ପ୍ରଦାନ କରାଯାଇଛି। ଏହି ଅଫର୍‌ ଓଡ଼ିଶାର ସମସ୍ତ ଲାଲଚାନ୍ଦ୍‌ ଶୋ’ରୁମ୍‌ରେ ଉପଲବ୍ଧ।
ଉଲ୍ଲେଖଯୋଗ୍ୟ, ଲାଲଚାନ୍ଦ୍‌ ଶତପ୍ରତିଶତ ଏଚ୍‌ୟୁଆଇଡି ହଲ୍‌ମାର୍କଯୁକ୍ତ ଏକକ ପରିଚୟ ପତ୍ର ନିୟମ ଅନୁପାଳନ କରିବା ସହ ଗ୍ରାହକଙ୍କୁ ସର୍ବୋତ୍ତମ ସପିଂର ଅଭିଜ୍ଞତା ପ୍ରଦାନ କରୁଛି। ଲାଲଚାନ୍ଦ୍‌ର ସମସ୍ତ ଅଫର୍‌ ବିନା କୌଣସି ଲୁକ୍କାୟିତ ସର୍ତ୍ତ ଉପରେ ପର୍ଯ୍ୟବସିତ ରହିଥିବା ବେଳେ ଲାଲଚାନ୍ଦ୍‌ରୁ ଗହଣା କିଣିବା ଗ୍ରାହକଙ୍କ ପାଇଁ ବେଶ୍‌ ଲାଭଦାୟକ ହୋଇଥାଏ ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ତରେ କାଳବୈଶାଖୀର ତାଣ୍ଡବ; ଉଜୁଡ଼ିଲା ଫସଲ, ମୁଣ୍ଡରେ ହାତଦେଲେ ଚାଷୀ

ବନ୍ତ,୮।୪(କିଶୋର କୁମାର ସେଠୀ ): ଗତ ମଙ୍ଗଳବାର ଦିନ କାଳବୈଶାଖୀ ପ୍ରଭାବରେରେ ଭଦ୍ରକ ଜିଲା ବନ୍ତ ବ୍ଲକର ବିଭିନ୍ନ ପଞ୍ଚାୟତରେ ବ୍ୟାପକ ପନି ପରିବା ଏବଂ ଡାଲି…

ଇରାନକୁ ଅସ୍ତ୍ରଶସ୍ତ୍ର ଯୋଗାଉଥିବା ଦେଶ ଉପରେ ଲାଗିବ ୫୦% ଟାରିଫ, ଯୁଦ୍ଧବିରତି ପରେ ଟ୍ରମ୍ପଙ୍କ ଘୋଷଣା

ଓ୍ବାଶିଂଟନ୍‌,୮।୪:  ଯୁଦ୍ଧବିରତି ପରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି । ସେ ଦୃଢ଼ତାର ସହିତ କହିଛନ୍ତି ଯେ ଇରାନରେ ନେତୃତ୍ୱର ଏକ…

ଯୁଦ୍ଧବିରତିର ସତ କହିଦେଲା ରୁଷିଆ, ଟ୍ରମ୍ପ କରିଥିଲେ…

ନୂଆଦିଲ୍ଲୀ,୮।୪: ମଧ୍ୟପ୍ରାଚ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ପାଇଁ ଆମେରିକା ଏବଂ ଇରାନ ରାଜି ହୋଇଛନ୍ତି, ଯାହା ଉଭୟ ପକ୍ଷ ଦ୍ୱାରା ଘୋଷଣା କରାଯାଇଛି। ଡୋନାଲ୍ଡ ଟ୍ରମ୍ପଙ୍କ…

ଯୁବକଙ୍କୁ ମରଣାନ୍ତକ ଆକ୍ରମଣ କରି ବନ୍ଧା ହେଲେ ଯୁବକ

ଆନନ୍ଦପୁର,୮ା୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ରାମଚନ୍ଦ୍ରପୁରୁ ଥାନା ଅଧୀନ କଡ଼ରାପlଳ ଗ୍ରାମର ପ୍ରଦୋଷ ବରାଳ (୨୮) ଗତ ମଙ୍ଗଳବାର କୌଣସି କାରଣରୁ ରାମଚନ୍ଦ୍ରପୁରୁ ଥାନା ଅଧୀନ…

MI ବିପକ୍ଷରେ ଆଉଟ୍ ହୋଇ କାନ୍ଦିଲେ ବୈଭବ ସୂର୍ଯ୍ୟବଂଶୀ! ଭାଇରାଲ୍ ହେଉଛି ଭିଡିଓ

ମୁମ୍ବାଇ,୮।୪: ଆଇପିଏଲ ୨୦୨୬ର ୧୩ତମ ଲିଗ୍ ମ୍ୟାଚ୍, ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ଏକ ଚମତ୍କାର ଇନିଂସ ଖେଳିଥିଲେ । ମାତ୍ର ୧୪ ବଲ୍‌ରେ ୩୯ ରନ୍…

ପୋଲତଳୁ ମିଳିଲା ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ…

ବଲାଙ୍ଗୀର/ଲାଠୋର,୮ା୪(ସୁନିଲ କୁମାର ମହାନ୍ତି/ଭୁବନେଶ୍ୱର ବାରିକ): ବଲାଙ୍ଗୀର ଜିଲା ଲାଠୋର ଥାନା ଅଧୀନ କରୁଆଁଝର କୋଉ ପୋଲତଳୁ ପୋଲିସ ବୁଧବାର ଏକ ମୃତଦେହ ଜବତ କରିଛି। ମୃତକ ଜଣକ…

ସାବଧାନ! ସୋସିଆଲ ମିଡିଆରେ ଅଶ୍ଳୀଳ ଭାଷା ବ୍ୟବହାର କଲେ କଡ଼ା କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୮ା୪: ଏଣିକି ସୋସିଆଲ ମିଡିଆ ୟୁଜର୍ସ ସାବଧାନ! ସୋସିଆଲ ମିଡିଆରେ କୌଣସି ଅଶ୍ଳୀଳ କିମ୍ବା ଅପଶବ୍ଦ ବ୍ୟବହାର କଲେ ଏହା ଉପରେ ଲଗାମ ଲାଗିବ। ଏନେଇ ସରକାର…

ଭୁବନେଶ୍ବରରେ ଛାତିଥରା ହତ୍ୟାକାଣ୍ଡ, ସ୍ତ୍ରୀର ତଣ୍ଟି କାଟି ବୀଭତ୍ସ ହତ୍ୟା କଲେ ସ୍ବାମୀ

ଭୁବନେଶ୍ବର,୮।୪: ରାଜଧାନୀ ଭୁବନେଶ୍ବରରେ ବୀଭତ୍ସ ହତ୍ୟାକାଣ୍ଡ ହୋଇଛି । ସ୍ତ୍ରୀକୁ ଧାରୁଆ ଅସ୍ତ୍ରରେ ହାଣି ହତ୍ୟା କରିଛନ୍ତି ସ୍ବାମୀ । ଭୁବନେଶ୍ୱର ଏୟାରଫିଲ୍ଡ ଥାନା ସ୍ୱସ୍ତି ନଗର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri