ରାଜ୍ୟ ଶ୍ରେଷ୍ଠ କନଷ୍ଟେବଳ ସମ୍ମାନ ପାଇଲେ ସନ୍ତୋଷ ନାୟକ

ପାପଡ଼ାହାଣ୍ଡି,୧।୪(ଡି.ଏନ୍‌.ଏ.): ନବରଙ୍ଗପୁର ଜିଲା ପାପଡ଼ାହାଣ୍ଡିର ସନ୍ତୋଷ ନାୟକ (ବୁଲୁ ) ରାଜ୍ୟର ଶ୍ରେଷ୍ଠ କନଷ୍ଟେବଳ ସମ୍ମାନରେ ସମ୍ମାନିତ ହୋଇ ଜିଲା ପାଇଁ ଗୌରବ ଆଣିଛନ୍ତି। ଗୁରୁବାର କଟକସ୍ଥିତ ୬ଷ୍ଠ ବ୍ୟାଟେଲିଆନ ପଡ଼ିଆରେ ଆୟୋଜିତ ୮୬ତମ ପୋଲିସ ପ୍ରତିଷ୍ଠା ଦିବସରେ ଡିଜି ଅଭୟ ତାଙ୍କୁ ପୁରସ୍କୃତ କରିଛନ୍ତି। ତାଙ୍କୁ ଟଙ୍କା ସହ ଅଭିମନ୍ୟୁ ପ୍ରଧାନ ମେମୋରିଆଲ ଟ୍ରଫି ପ୍ରଦାନ କରିଛନ୍ତି । ରାଜ୍ୟ କନଷ୍ଟେବଳ ର଼୍ୟାଙ୍କରେ ସନ୍ତୋଷ ଏକ ମାତ୍ର କର୍ମଚାରୀ ଏହି ଗୌରବ ପାଇଛନ୍ତି । ନିଜର କର୍ତ୍ତବ୍ୟ ନିଷ୍ଠା ସହ ଗୁରୁଜନ ଓ ହିତାକାଂକ୍ଷୀମାନଙ୍କ ଆଶୀର୍ବାଦ ଯୋଗୁ ସେ ଆଜି ସମ୍ମାନିତ ହୋଇଥିବା କହିଛନ୍ତି।ସନ୍ତୋଷ ବର୍ତ୍ତମାନ ଜିଲା ଏସ୍‌ପି କାର୍ଯ୍ୟାଳୟରେ କାମ କରୁଛନ୍ତି। ଖବର ପାଇବା ପରେ ଜିଲାରେ ଖୁସିର ଲହରି ଖେଳିଯାଇଛି। ସନ୍ତୋଷଙ୍କୁ ଶୁଭେଚ୍ଛାର ସୁଅ ଛୁଟିବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

୧୦ ଦଫା ଦାବି ନେଇ ଡାକ୍ତରଙ୍କ ଧର୍ମଘଟ, ସରକାର ଆମ ଦାବି ପୂରଣ ନ କଲେ…

କେସିଙ୍ଗା,୧ା୭(ତୁମେଶ୍ୱର ସାହୁ): ଜୁଲାଇ ୧ରେ ଡାକ୍ତର ଦିବସରେ ଓଡ଼ିଶା ମେଡିକାଲ ସର୍ଭିସ ଆସୋସିଏଶନର ନିର୍ଦ୍ଦେଶ କ୍ରମେ କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଡାକ୍ତରଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ ବୁଧବାରଠାରୁ ଆରମ୍ଭ…

ପାଟପୁର ଥାନା ପକ୍ଷରୁ ନିଆରା ପ୍ରୟାସ, ନିଶା ଦ୍ରବ୍ୟ ସେବନ ବିରୋଧରେ ନେଲେ ଶପଥ 

ଦିଗପହଣ୍ଡି,୧ା୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଆମ ପୋଲିସ ସମିତି ପକ୍ଷରୁ ବୁଧବାର ନିଶାମୁକ୍ତ ଓଡ଼ିଶା ଅଭିଯାନ ଆନୁକୁଲ୍ୟରେ ସଚେତନତା ସଭା…

ସମ୍ପର୍କରେ କଳଙ୍କ: ନାବାଳିକା ଶାଳୀଙ୍କୁ ଗର୍ଭବତୀ କଲେ ଭିଣୋଇ, ଏମିତି ଧରାପଡିଲା…

ପାରଳାଖେମୁଣ୍ଡି,୧ା୭(ଗିରିଧାରୀ ପରିଛା): ଗଜପତି ଜିଲା ଗାରାବନ୍ଧ ଥାନା ଅନ୍ତର୍ଗତ ରାୟଗଡ଼ ବ୍ଲକର ସାନ ଅନତାରସିଂ ଗ୍ରାମରୁ ଏକ ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି । ଜଣେ ବିବାହିତ…

ଦାୟିତ୍ୱ ଗ୍ରହଣ କଲେ ନୂଆ ଯୋଗାଣ ଅଧିକାରୀ, କହିଲେ ସମସ୍ତ କାର୍ଯ୍ୟକୁ ଦୁର୍ନୀତିମୁକ୍ତ କରିବା ସହ…

ଛତ୍ରପୁର,୧ା୭(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାର ମୁଖ୍ୟ ଜିଲା ଯୋଗାଣ ଅଧିକାରୀ ଭାବେ ବସନ୍ତ କୁମାର ପଣ୍ଡା ବୁଧବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ସେ ପୂର୍ବରୁ କେନ୍ଦୁଝର ମୁଖ୍ୟ…

କ୍ୟାବିନେଟ୍‌ ବୈଠକ ପରେ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ, ଆର୍ଥିକ ସମସ୍ୟା ପାଇଁ କେହି ଶିକ୍ଷାରୁ…

ଭୁବନେଶ୍ବର,୧ା୭: କ୍ୟାବିନେଟ୍‌ରେ ୧୨ଟି ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି । ଏନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୂଚନା ଦେଇଛନ୍ତି । ନାମଲେଖା ପାଇଁ ଛାତ୍ରୀଛାତ୍ରଙ୍କୁ କୌଣସି ଦେୟ…

ଇନ୍‌ଷ୍ଟାଗ୍ରାମରୁ ପ୍ରେମ, ବିବାହ ପାଇଁ ଜିଦ୍‌ କରିବାରୁ ପ୍ରେମିକାଙ୍କୁ ହତ୍ୟା, ପୋଲିସ ଆଗରେ ପ୍ରେମିକ କହିଲେ ପୂରା ଘଟଣା…

ହାଟଡିହୀ/ଛେନାପଦୀ,୧ା୭(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): ପଶ୍ଚିମବଙ୍ଗ ପ୍ରେମିକାକୁ ଓଡ଼ିଶା ଡକାଇ ଝାଡ଼ଖଣ୍ଡ ପ୍ରେମିକ କେନ୍ଦୁଝର ଜିଲା ସୋସୋ ଥାନା ଅଞ୍ଚଳରେ ଗତ ମଙ୍ଗଳବାର ହତ୍ୟା କରିଥିବା ଘଟଣାରେ ପର୍ଦାଫାଶ…

ରେକର୍ଡ ଭାଙ୍ଗିବେ ଆଲିଆ

ମୁମ୍ବାଇ: ଚଳଚ୍ଚିତ୍ର ‘ଆଲ୍‌ଫା’ରେ ଅଭିନେତ୍ରୀ ଆଲିଆ ଭଟ୍ଟ ଏକ ଜବରଦସ୍ତ ଅଭିନୟ କରିଛନ୍ତି। ଏହି ଚଳଚ୍ଚିତ୍ରରେ ଆଲିଆ ଏବଂ ଶର୍ବରୀ ଓ୍ବାଘ୍‌ ଆକ୍ସନ ଭୂମିକାରେ ଅଭିନୟ କରିଛନ୍ତି।…

କର୍ଲାମୁଣ୍ତା କଅଁସିଲ ଗ୍ରାମରେ ଫେଲ୍ ମାରିଛି ବସୁଧା ଯୋଜନା, ବିଡ଼ିଓଙ୍କ ଦ୍ବାରସ୍ଥ ହେଇ ଗ୍ରାମବାସୀ କହିଲେ….

ରିଷିଡା,୧।୭(ସୁଶାନ୍ତ ମଲ୍ଲିକ): ବିଡ଼ିଓଙ୍କ ଦ୍ବାରସ୍ଥ ହେଲେ କଳାହାଣ୍ଡି ଜିଲା କର୍ଲାମୁଣ୍ତା ବ୍ଲକ କଅଁସିଲ ଗ୍ରାମର ଗ୍ରାମବାସୀ। ଲୋକଙ୍କୁ ଶୁଦ୍ଧ ପାନୀୟ ଜଳ ଯୋଗାଇବାକୁ ସରକାରଙ୍କ ‘ବସୁଧା ଯୋଜନା’…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri