Posted inଜାତୀୟ

ଜେଏସ୍‌ପିକୁ ଶ୍ରେଷ୍ଠ ସିଏସ୍‌ଆର୍‌ ସମ୍ମାନ

ନୂଆଦିଲ୍ଲୀ,୯।୯:କର୍ପୋରେଟ୍‌ ସାମାଜିକ ଦାୟିତ୍ୱବୋଧ (ସିଏସ୍‌ଆର୍‌) କାର୍ଯ୍ୟକ୍ରମ କ୍ଷେତ୍ରରେ ଉଲ୍ଲେଖନୀୟ କାର୍ଯ୍ୟ ପାଇଁ ଜିନ୍ଦଲ ଷ୍ଟିଲ୍‌ ଆଣ୍ଡ ପାୱାର (ଜେଏସ୍‌ପି)କୁ ସମ୍ମାନିତ କରାଯାଇଛି। ଗୁରୁବାର କୋଲକାତାରେ ଆୟୋଜିତ ଇଷ୍ଟର୍ନ ଇଣ୍ଡିଆ ଲିଡରଶିପ୍‌ ପୁରସ୍କାର କାର୍ଯ୍ୟକ୍ରମରେ ଜେଏସ୍‌ପିର ସଭାପତି ତଥା ଗ୍ରୁପ୍‌ ସିଏସ୍‌ଆର୍‌ ମୁଖ୍ୟ ପ୍ରଶାନ୍ତ ହୋତା ଯୋଗ ଦେଇ ଉପରୋକ୍ତ ପୁରସ୍କାର ଗ୍ରହଣ କରିଛନ୍ତି। ଏପରିକି ଟାଇମ୍ସ ଆସେଣ୍ଟ ସହଭାଗିତା ହୋଇଥିବା ପୁରସ୍କାରକୁ ୱାଲର୍‌ଡ ସିଏସ୍‌ଆର୍‌ ଫେଡେରେଶନ ଦ୍ୱାରା ପ୍ରମାଣିତ କରାଯାଇଛି। ଏ ସମ୍ପର୍କରେ ହୋତା କହିଛନ୍ତି, ଜେଏସ୍‌ପିରେ ଆମେ ଆମର କାରଖାନା ଆଖପାଖରେ ତଥା ସାରା ଦେଶରେ ଲୋକଙ୍କ ଜୀବନରେ ଗୁଣାତ୍ମକ ପରିବର୍ତ୍ତନ ଆଣିବା ପାଇଁ ବିଭିନ୍ନ କାର୍ଯ୍ୟ କରୁଛୁ। ଜେଏସ୍‌ପି ଫାଉଣ୍ଡେଶନ ଦ୍ୱାରା ଏହାର ଚେୟାରପର୍ସନ ଶାଲୁ ଜିନ୍ଦଲଙ୍କ ନେତୃତ୍ୱରେ କରାଯାଉଥିବା ଆମର ସମସ୍ତ ସିଏସ୍‌ଆର୍‌ କାର୍ଯ୍ୟକ୍ରମ ଜାତିସଂଘର ସ୍ଥାୟୀ ବିକାଶ ଲକ୍ଷ୍ୟ ସହ ସମାନ୍ତରାଳ, କାରୋନା ମହାମାରୀ ମୁକାବିଲାରେ ଦେଶର ବିଭିନ୍ନ ଡାକ୍ତରଖାନାକୁ ମେଡିକାଲ ଅକ୍ସିଜେନ ଯୋଗାଇବାରେ ଜେଏସ୍‌ପିର ଚେୟାରମ୍ୟାନ୍‌ ନବୀନ ଜିନ୍ଦଲଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ ରହିଥିଲା।
ସେହିଭଳି ଉକ୍ତ କାର୍ଯ୍ୟକ୍ରମରେ ହୋତା ଏକ ପ୍ୟାନେଲ ଆଲୋଚନାରେ ମଧ୍ୟ ଅଧ୍ୟକ୍ଷତା କରିଥିଲେ। ଯେଉଁଠାରେ ସସ୍‌ଟେନବିଲିଟିି ଷ୍ଟଲୱାର୍ଟ, ଷ୍ଟାର୍ଟଅପ୍‌ ଏବଂ ଏନ୍‌ଜିଓ କ୍ଷେତ୍ରରେ କାର୍ଯ୍ୟକରୁଥିବା ବିଭିନ୍ନ କାର୍ଯ୍ୟକର୍ତ୍ତା ଅଂଶଗ୍ରହଣ କରିଥିଲେ। ବିଶେଷକରି ସ୍ବାସ୍ଥ୍ୟ, ଶିକ୍ଷା,ମହିଳା ସଶକ୍ତୀକରଣ, କୃଷି, ଦକ୍ଷତା ଶିକ୍ଷା ଏବଂ ଅନ୍ୟାନ୍ୟ କ୍ଷେତ୍ରରେ ବହୁମୁଖୀ ସାମାଜିକ ବିକାଶ କାର୍ଯ୍ୟକ୍ରମ ଦ୍ୱାରା ଜେଏସ୍‌ପି ୩ଲକ୍ଷରୁ ଅଧିକ ଲୋକଙ୍କ ନିକଟରେ ପହଞ୍ଚତ୍ଛି।


Enter your email to get our daily news in your inbox.

All Right Reserved By Dharitri.Com

ବଦଳିଲା ଦେଶ ବିଭାଜନ ଇତିହାସ, ବାଦ୍‌ ପଡ଼ିଲେ ହିଟ୍‌ଲର

ନୂଆଦିଲ୍ଲୀ,୯ା୭ (ପି.ଟି.):ପୁରୁଣା ବହିରେ ଉଲ୍ଲେଖ ଥିଲା ଯେ ମହାତ୍ମା ଗାନ୍ଧୀ ଏବଂ କଂଗ୍ରେସ ନେତାମାନେ ବିଭାଜନକୁ ବିରୋଧ କରୁଥିଲେ ମଧ୍ୟ ଶେଷରେ ଏହାକୁ ଏକମାତ୍ର ବିକଳ୍ପ ଭାବେ…

ଫିଫା ବିଶ୍ୱକପ୍‌: ଆଜିଠୁ କ୍ୱାର୍ଟର ଫାଇନାଲ

ନ୍ୟୁୟର୍କ, ୯ା୭(ଏପି):ଚଳିତ ଫିଫା ବିଶ୍ୱକପ୍‌ର ପ୍ରି-କ୍ୱାର୍ଟର ଫାଇନାଲ ପର୍ଯ୍ୟାୟ ଶେଷ ହୋଇଛି। ଏଥର ପ୍ରଥମଥର ପାଇଁ ପ୍ରତିଯୋଗିତାରେ ୪୮ଟି ଦଳ ଅଂଶଗ୍ରହଣ କରିଥିବାବେଳେ ସେଥିରୁ ୮ଟି ଦଳ…

ଓଡ଼ିଶା ମାଟିରେ ଇତିହାସ ରଚିଲା DRDO: LRGRର ସଫଳ ପରୀକ୍ଷଣ, ୬୦ କିମି ଦୂର ଲକ୍ଷ୍ୟକୁ…

ନୂଆଦିଲ୍ଲୀ/ବାଲେଶ୍ୱର, ୮।୭: ଭାରତ ସ୍ୱଦେଶୀ ପ୍ରତିରକ୍ଷା ଜ୍ଞାନକୌଶଳ କ୍ଷେତ୍ରରେ ଆଉ ଏକ ବଡ଼ ସଫଳତା ହାସଲ କରିଛି। ପ୍ରତିରକ୍ଷା ଅନୁସନ୍ଧାନ ଏବଂ ବିକାଶ ସଂଗଠନ (DRDO) ବୁଧବାର…

ସିଙ୍ଗଡ଼ା କିଣିବା ପାଇଁ ଟ୍ରେନ୍‌ ଅଟକାଇଲେ ଲୋକୋ ପାଇଲଟ୍‌, ଭାଇରାଲ ହେଉଛି ଭିଡିଓ

ଇନ୍ଦୋର,୮ା୭: ମଧ୍ୟପ୍ରଦେଶର ଇନ୍ଦୋରରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଜଣେ ଲୋକୋ ପାଇଲଟ୍‌ ଟ୍ରେନ୍‌ ଅଟକାଇ ରାସ୍ତାପାର୍ଶ୍ୱ ଦୋକାନରୁ ସିଙ୍ଗଡ଼ା କିଣୁଥିବାର ଭିଡିଓ ସୋସିଆଲ…

ଅନ୍ୟମାନଙ୍କ ପାଇଁ ଦୃଷ୍ଟାନ୍ତ: ମାଁ ଶ୍ୟାମାକାଳୀ ମନ୍ଦିରରେ ବିବାହ ବନ୍ଧନରେ ବାନ୍ଧିହେଲେ ୨ ଦିବ୍ୟାଙ୍ଗ ଯୋଡ଼ି

ବରଗଡ଼,୮।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସହରରେ ଅବସ୍ଥିତ ମାଁ ଶ୍ୟାମାକାଳୀ ମନ୍ଦିର ସର୍ବେଶ୍ୱର କଲ୍ୟାଣ ମଣ୍ଡପରେ ବୁଧବାର ଆଦର୍ଶ ବିବାହ ହୋଇଥିଲା। ପାୱାର ଅଫ୍‌ ଦିବ୍ୟାଙ୍ଗ ଅନୁଷ୍ଠାନ ତତ୍ତ୍ୱାବଧାନରେ…

ସୋସିଆଲ ମିଡିଆରେ ଭାଇରାଲ କରିଦେବି… ଯୁବତୀଙ୍କୁ ବଳାତ୍କାର ଅଭିଯୋଗ, ଜେଲ୍ ଗଲେ ଅଭିଯୁକ୍ତ ରାଜମିସ୍ତ୍ରୀ

ଦିଗପହଣ୍ଡି,୮।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧିନ ଏକ ଗାଁର ଜଣେ ୨୬ ବର୍ଷୀୟା ଯୁବତୀଙ୍କୁ ବଳାତ୍କାର କରିଥିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ବୁଧବାର…

ବୋରପଦର ଗ୍ରାମ ପଞ୍ଚାୟତରେ ମନରେଗା ଦୁର୍ନୀତି ଅଭିଯୋଗ, ଜିଲାପାଳଙ୍କୁ ଫେରାଦ ହେଲେ ଗ୍ରାମବାସୀ

କର୍ଲାମୁଣ୍ଡା,୮।୭(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକରେ ମନରେଗା ଦୁର୍ନୀତି ନେଇ ବିଭିନ୍ନ ସମୟରେ ଲୋକେ ଅଭିଯୋଗ କରି ଆସୁଥିଲେ ମଧ୍ୟ ପ୍ରଶାସନ ପକ୍ଷରୁ କୌଣସି…

ଛାତି ପର୍ଯ୍ୟନ୍ତ ପାଣି, ତଥାପି ବନ୍ୟାର ପ୍ରଖର ସ୍ରୋତରେ ନିଜ କାର୍‌କୁ ଛାଡ଼ିଲେନି ମାଲିକ..Viral Video ଦେଖିଲେ…

ଥରେ ଭାବନ୍ତୁ ଆପଣ କାର୍‌ରେ ଥିବେ, ବନ୍ୟାଜଳ ମାଡ଼ି ଆସିବ। କାର୍‌ଟି ବନ୍ୟାଜଳରେ ବୁଡ଼ିଯିବ, ଆପଣ କରିବେ କ’ଣ? କାରକୁ ଛାଡ଼ି ନିଜ ଜୀବନ ବଞ୍ଚାଇବେ ନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri