Posted inଖେଳ

ଆଇପିଏଲ୍‌ ମ୍ୟାଚ୍‌ ବେଳେ ବେଟିଂ: ୬ ଜଣ ଗିରଫ

ନୂଆଦିଲ୍ଲୀ, ୭ା୧୦ (ପି.ଟି.)-ଦିଲ୍ଲୀ କ୍ୟାପିଟାଲ୍ସ ଓ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ମଧ୍ୟରେ ଆଇପିଏଲ୍‌ ମ୍ୟାଚ୍‌ ଚାଲିଥିବାବେଳେ ବେଟିଂ ପାଇଁ ୬ଜଣ ଗିରଫ ହୋଇଛନ୍ତି। ଡିସିପି ଅତୁଲ କୁମାର ଠାକୁରଙ୍କ ସୂଚନା ଅନୁସାରେ କୌଣସି ସୂତ୍ରରୁ ଖବର ପାଇ ପୋଲିସ ରାଜପୁର ଖୁର୍ଦ୍ଦର ଏକ ଗ୍ରାମର ଏକ ଘରେ ଚଢାଉ କରିଥିଲା। ସେତେବେଳେ ୬ ଜଣ ଲୋକ ଏକ ଲାପ୍‌ଟପ୍‌ ନିକଟରେ ବସି ବେଟିଂ ପାଇଁ ଏଣ୍ଟ୍ରି କରାଉଥିଲେ। ସେମାନଙ୍କଠାରୁ ୧,୧୯,୭୦୦ ଟଙ୍କା, ୯ ମୋବଇଲ୍‌ ଫୋନ୍‌ ଏବଂ ଗୋଟିଏ ଲାପ୍‌ଟପ୍‌ ଜବତ ହୋଇଥିଲା। ଗିରଫ ବ୍ୟକ୍ତିମାନେ ହେଲେ ଗୌରବ ସିଜଓ୍ବାଲ (୩୦), ସୋନୁ ରାଠୀ (୩୭), ସାହିଲ ଲୁଥ୍ରା (୨୮), ମୋହତ୍‌ ଡାଗର (୨୭), ହେମନ୍ତ ଦଲାଲ (୩୦) ଓ ସଞ୍ଜୟ ରାଠୀ (୩୮)।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଆଇଟିଏଫ ସିନିୟର ଗ୍ରେଡ୍‌-୩: ଟେନିସ ଦିଲୀପଙ୍କୁ ଡବଲ ଟାଇଟଲ

ଭୁବନେଶ୍ୱର, ୩୦।୧୨(କ୍ରୀଡ଼ା ପ୍ରତିନିଧି)- ଛତିଶଗଡ଼ର ଭିଲାଇଠାରେ ଅନୁଷ୍ଠିତ ସେଲ୍‌ ଆଇଟଇଏଫ ସିନିୟର ଗ୍ରେଡ୍‌-୩ ଟେନିସ ଚାମ୍ପିୟନଶିପ୍‌ରେ ଓଡ଼ିଶାର ଦିଲୀପ ମହାନ୍ତି ଡବଲ ଟାଇଟଲ ହାସଲ କରିଛନ୍ତି।...

ଅଲିମ୍ପିକ ସଂହତି ପାଣ୍ଠି କମିଟିରେ ଅଧୀପ

କଟକ ଅଫିସ,୩୦ା୫: ଇଣ୍ଡିଆନ ଅଲିମ୍ପିକ ଆସୋସିଏଶନ(ଆଇଓଏ)ର ଅଲିମ୍ପିକ ସଂହତି ପାଣ୍ଠି କମିଟିର ସଦସ୍ୟ ଭାବେ ମନୋନୀତ ହୋଇଛନ୍ତି ଓଡ଼ିଶାର ବରିଷ୍ଠ କ୍ରୀଡ଼ା ସଙ୍ଗଠକ ଅଧୀପ ଦାସ।...

୯ ବର୍ଷରେ ପ୍ରଥମ ଥର

ନୂଆଦିଲ୍ଲୀ,୭।୧୧: ଚଳିତ ଟି୨୦ ବିଶ୍ୱକପ୍‌ରେ ନ୍ୟୁଜିଲାଣ୍ଡ ତା’ର ଅନ୍ତିମ ଲିଗ୍‌ ମ୍ୟାଚ୍‌ରେ ଆଫଗାନିସ୍ତାନକୁ ହରାଇ ଦେଇଛି। ମ୍ୟାଚ୍‌ର ଏଭଳି ଫଳାଫଳ ଯୋଗୁ ସେମିଫାଇନାଲ ଦୌଡ଼ରୁ ବାଦ୍‌...

ଭାରତକୁ ବଡ଼ ଝଟ୍‌କା

ମୁମ୍ବାଇ,୩।୧୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଦ୍ୱିତୀୟ ଟେଷ୍ଟ ମ୍ୟାଚ ଆଜିଠାରୁ ମୁମ୍ବାଇର ୱାଙ୍ଖେଡେ ଷ୍ଟାଡିୟମରେ ଆରମ୍ଭ ହେଉଛି। ଏହା ହେଉଛି ଦୁଇ ମ୍ୟାଚ ବିଶିଷ୍ଟ...

ଭାରତଠାରୁ ବିଜୟ ଛଡ଼ାଇ ନେଲା ଇଂଲଣ୍ଡ: ପରାଜୟକୁ ନେଇ ଏଭଳି କହିଲେ ଅଧିନାୟକ

ପୁଣେ,୨୭।୩: ଭ୍ରମଣକାରୀ ଇଂଲଣ୍ଡ ଦଳ ପ୍ରଥମ ଦିନିକିଆରେ ପରାଜୟ ପରେ ଜବରଦସ୍ତ ପ୍ରତ୍ୟାବର୍ତ୍ତନ କରିଛି। ମହାରାଷ୍ଟ୍ର କ୍ରିକେଟ ଆସୋସିଏଶନ ଗ୍ରାଉଣ୍ଡରେ ଶୁକ୍ରବାର ଖେଳାଯାଇଥିବା ଦ୍ୱିତୀୟ ଦିକିକିଆରେ...

ୟୁକେରେ ଚିକିତ୍ସିତ ହେବେ ସଙ୍କେତ

ବର୍ମିଂହାମ୍‌,୧ା୮: ବର୍ମିଂହାମ୍‌ ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଭାରତର ପ୍ରଥମ ପଦକ ବିଜେତା ଭାରୋତ୍ତୋଳକ ସଙ୍କେତ ସର୍‌ଗର୍‌ ୟୁନାଇଟେଡ୍‌ କିଙ୍ଗଡମ୍‌ (ୟୁକେ)ରେ ଚିକିତ୍ସିତ ହେବେ। ୫୫କେଜି କାଟାଗୋରିରେ ରୌପ୍ୟପଦକ...

ଭାରତ ବିପକ୍ଷ ଦିନିକିଆ ସିରିଜ୍‌ ପାଇଁ ଅଷ୍ଟ୍ରେଲିଆ ଦଳ ଘୋଷଣା

ସିଡନୀ,୨୩।୨: ଭାରତ ବିପକ୍ଷ ତିନି ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜ ପାଇଁ ଅଷ୍ଟ୍ରେଲିଆ ଦଳ ଘୋଷଣା କରାଯାଇଛି। ଅନେକ ବଡ ଖେଳାଳି ୧୬ ଜଣିଆ ଦଳକୁ...

ମ୍ୟାନ୍‌ ଅଫ୍‌ ଦି ମ୍ୟାଚ୍‌ ପୁରସ୍କାର ବାବଦକୁ ଦିଆଗଲା ୨.୫ କେଜିର ମାଛ

ନୂଆଦିଲ୍ଲୀ, ୨୧।୯: କୌଣସି ମ୍ୟାଚ୍‌ରେ ଶ୍ରେଷ୍ଠ ପ୍ରଦର୍ଶନକାରୀ ଖେଳାଳିଙ୍କୁ ‘ମ୍ୟାନ୍‌ ଅଫ୍‌ ଦି ମ୍ୟାଚ୍‌’ ପୁରସ୍କାର ପ୍ରଦାନ କରାଯାଇଥାଏ। ଏହି ସମୟରେ ଖେଳାଳିଙ୍କୁ ଟ୍ରଫି କିମ୍ବା...

Advertisement
Archives

Model This Week