ଓୟୋ ରୁମ୍‌ରେ ବେଟିଂ: ୫୦ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ଜବତ, ୪ ଗିରଫ

ଭୁବନେଶ୍ୱର,୨୮।୪(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ ଅପରାଧ ବଢୁଥିବା ବେଳେ ଭୁବନେଶ୍ୱରର ଏୟାରପୋର୍ଟ ଥାନା ଅଞ୍ଚଳରେ ଥିବା ଏକ ଓୟୋ ରୁମରେ ବେଟିଂ (ଅନଲାଇନ ଜୁଆ ଆଡ୍ଡା )ଚାଲିଥିବା ବେଳେ କମିଶନରେଟ୍‌ ପୋଲିସ ପହଞ୍ଚି ଏହାର ପର୍ଦ୍ଦାଫାଶ କରିଛି। ଏଠାରୁ ଗୋଟିଏ କାର୍‌ ସହ ୫୦ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ଜବତ କରିଛି ପୋଲିସ। ଏହି ଘଟଣାରେ ସମ୍ପୃକ୍ତ ଥିବା ୪ଜଣଙ୍କୁ ପୋଲିସ ଗିରଫ କରିଛି।

ଗିରଫ ଅଭିଯୁକ୍ତମାନଙ୍କ ଘର ଝାଡ଼ଖଣ୍ଡ ଏବଂ ଭୁବନେଶ୍ୱର। ଘଟଣାସ୍ଥଳରେ ପୋଲିସ ପହଞ୍ଚି ଅଧିକ ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୋଲିସ କ୍ୱାର୍ଟର୍ସରେ ନାବାଳିକାଙ୍କୁ ଗଣବଳାତ୍କାର :ବହିଷ୍କୃତ ପୋଲିସ କନଷ୍ଟେବଳ ଗିରଫ, ୩ ଅଟକ

ପୁରୀ ଅଫିସ, ୩।୧୨: ଶ୍ରୀକ୍ଷେତ୍ରରେ ଘଟିଛି ପୁଣି ଏକ କଳଙ୍କିତ ଘଟଣା। ସୋମବାର ରାତିରେ ଜଣେ ନାବାଳିକା(୧୭)ଙ୍କୁ ପୋଲିସ କ୍ୱାର୍ଟର୍ସରେ ଗଣବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି।...

ଓଏଏସ୍‌ ସ୍ତରରେ ଅଦଳବଦଳ: ବଦଳିଲେ ୧୪ ବିଡିଓ

ଭୁବନେଶ୍ୱର,୧୦।୧୨(ବ୍ୟୁରୋ):ରାଜ୍ୟ ସରକାର ଓଏଏସ୍‌ ସ୍ତରରେ ଏକ ବଡ ଧରଣର ଅଦଳ ବଦଳ କରିଛନ୍ତି। ୧୪ଜଣ ବିଡିଓଙ୍କୁ ବଦଳି କରି ଅନ୍ୟତ୍ର ନିଯୁକ୍ତି ଦେଇଛନ୍ତି। ଏନେଇ ସୋମବାର...

ଓଡ଼ିଶାର ୧୪ଜଣ ପାଇବେ ପୋଲିସ ମେଡାଲ, ଜାଣନ୍ତୁ ସବିଶେଷ..

ଭୁବନେଶ୍ୱର, ୧୪।୮(ବ୍ୟୁରୋ): ଗୋଟିଏ ଦିନପରେ ସ୍ବାଧୀନତା ଦିବସ। ଏହାର ଅବ୍ୟବହିତ ପୂର୍ବରୁ କେନ୍ଦ୍ର ଗୃହ ମନ୍ତ୍ରାଳୟ ପକ୍ଷରୁ ପୋଲିସ ପଦକ ଘୋଷଣା କରାଯାଇଛି। ଏଥିରେ ଓଡ଼ିଶାର...

ପିସିସି ସଭାପତି ପଦରେ ରହିବାକୁ ଚାହୁଁନାହିଁ, ମୋତେ ମୁକ୍ତି ଦେଇ ପଦବୀ କିଏ ନେବ କୁହନ୍ତୁ: ନିରଞ୍ଜନ

ଭୁବନେଶ୍ୱର, ୩୦।୧୦(ବ୍ୟୁରୋ): ପିସିସି ସଭାପତି ପଦରୁ ହଟାଇବା ଲାଗି କଂଗ୍ରେସ ନେତାଙ୍କ ମେଳି ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଛନ୍ତି ନିରଞ୍ଜନ ପଟ୍ଟନାୟକ। ସେ କହିଛନ୍ତି, ଯେଉଁମାନେ ପିସିସି...

କୋଲ୍‌କାତାରୁ ଆସିବ ସିବିଆଇ ଟିମ୍‌

ଭୁବନେଶ୍ୱର,୨୫।୨(ବ୍ୟୁରୋ):ଅଞ୍ଜନା ମିଶ୍ର ଗଣବଳାତ୍କାର ମାମଲାର ମୁଖ୍ୟ ଅଭିଯୁକ୍ତ ବିବନ ବିଶ୍ୱାଳଙ୍କୁ ଦୋଷୀ ସାବ୍ୟସ୍ତ କରିବା ପାଇଁ ସିବିଆଇ ଜୋରଦାର ପ୍ରୟାସ ଚଳାଇଛି। ଦିନେ କି ଦୁଇଦିନ...

‘ପୁଣି ହସିବ ଓଡ଼ିଶା’ରେ ହେମା ମାଳିନୀଙ୍କ ଓଡ଼ିଶୀନୃତ୍ୟ

ଭୁବନେଶ୍ୱର,୫।୫(ବ୍ୟୁରୋ): କରୋନା ଯୋଦ୍ଧାଙ୍କ ମନୋବଳ ବୃଦ୍ଧି କରିବାକୁ ପ୍ରସ୍ତୁତ ହୋଇଥିବା ‘ପୁଣି ହସିବ ଓଡ଼ିଶା’ ମ୍ୟୁଜିକ୍‌ ଭିଡ଼ିଓ ପୁଣିଥରେ ଭାଇରାଲ ହୋଇଛି। ଏହି ଗୀତର ତାଳେ...

ଆଗୁଆ ସରିଲା ଶୀତ ଅଧିବେଶନ

ଭୁବନେଶ୍ୱର,୨୯-୧୧(ବ୍ୟୁରୋ):ଷୋଡ଼ଶ ବିଧାନସଭାର ଶୀତକାଳୀନ ଅଧିବେଶନ ଆଗୁଆ ଶେଷ ହୋଇଛି। ସରକାରଙ୍କ ଆଉ କୌଣସି ଗୁରୁତ୍ୱପୂର୍ଣ୍ଣ ବିଷୟ କିମ୍ବା ବିଲ୍‌ ନ ଥିବାରୁ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର...

ଭୁବନେଶ୍ୱରରୁ ଆଜି ପୁଣି ୫୨ ପଜିିଟିଭ୍‌ ଚିହ୍ନଟ: ସଂଖ୍ୟା କମିଲେ ବି କମୁନି ଲୋକାଲ କେସ୍‌

ଭୁବନେଶ୍ୱର,୧୬।୧୧(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ରବିବାର ଆଉ ୫୨ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୨୨ ଜଣ ରହିଥିବା ବେଳେ ଲୋକାଲ କେସ୍‌...

Advertisement


Archives

Model This Week

Why Dharitri