ହୋଇଯାନ୍ତୁ ସାବଧାନ: ହ୍ବାଟ୍ସଆପ୍‌ରେ ସର୍ବାଧିକ ଠକେଇ

ନୂଆଦିଲ୍ଲୀ, ୨।୧:ସାଇବର ଅପରାଧୀମାନଙ୍କ ପାଇଁ ହ୍ବାଟ୍ସଆପ୍‌ ସବୁଠୁ ଅଧିକ ପସନ୍ଦଯୋଗ୍ୟ ପ୍ଲାଟଫର୍ମ ହୋଇଥିବା ନେଇ ବୁଧବାର ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ପ୍ରକାଶିତ ୨୦୨୩-୨୪ର ବାର୍ଷିକ ରିପୋର୍ଟରୁ ଜଣାପଡ଼ିଛି। ଉକ୍ତ ରିପୋର୍ଟ ଅନୁଯାୟୀ, ହ୍ବାଟ୍ସଆପ୍‌ ପରେ ଯଥାକ୍ରମେ ଟେଲିଗ୍ରାମ ଏବଂ ଇନ୍‌ଷ୍ଟାଗ୍ରାମ ହେଉଛି ସାଇବର ଅପରାଧୀମାନଙ୍କ ଦ୍ୱିତୀୟ ଏବଂ ତୃତୀୟ ପସନ୍ଦଯୋଗ୍ୟ ପ୍ଲାଟ୍‌ଫର୍ମ। ୨୦୨୪ର ପ୍ରଥମ ୩ ମାସ ମଧ୍ୟରେ କେବଳ ହ୍ବାଟ୍ସଆପ୍‌ ଯୋଗେ ସାଇବର ଅପରାଧ ହୋଇଥିବା ନେଇ ୪୩,୭୯୭ ଅଭିଯୋଗ ଗ୍ରହଣ କରାଯାଇଥିଲା। ସେହିପରି ଯଥାକ୍ରମେ ଟେଲିଗ୍ରାମ ଓ ଇନ୍‌ଷ୍ଟାଗ୍ରାମ ମାଧ୍ୟମରେ ସାଇବର ଅପରାଧ ହୋଇଥିବା ନେଇ ୨୨,୬୮୦ ଏବଂ ୧୯,୮୦୦ ଅଭିଯୋଗ ଗ୍ରହଣ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କରୁଣ ନାୟାରଙ୍କୁ ଅଣଦେଖା କଲା BCCI!

ନୂଆଦିଲ୍ଲୀ,୬।୧୨: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ହେଉଛି ଭାରତର ସର୍ବୋଚ୍ଚ ପ୍ରଶାସକ ସଂସ୍ଥା। କୁହାଯାଏ ଯେ ଏହି ଦେଶର ପ୍ରତ୍ୟେକ କ୍ରିକେଟର୍‌ BCCI ସହ...

ଭାରତର ୫ ମହଙ୍ଗା ମହିଳା ପ୍ରବଚକ, ଯିଏ କଥା କହି ନେଇଯାଆନ୍ତି ଏତେ ଫି

ନୂଆଦିଲ୍ଲୀ,୬।୧୨: ବୃନ୍ଦାବନର ପ୍ରସିଦ୍ଧ କାହାଣୀକାର ଇନ୍ଦ୍ରେଶ ଉପାଧ୍ୟାୟ ଏବଂ ପୂର୍ୱତନ ଡିଏସପିଙ୍କ ଝିଅ ଶିପ୍ରା ଶର୍ମା ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି। ଶୁକ୍ରବାର, ଡିସେମ୍ୱର 5...

ଇଣ୍ଡିଗୋ ସଙ୍କଟ ମଧ୍ୟରେ ବଡ଼ ଆକ୍ସନ ନେଲେ କେନ୍ଦ୍ର ସରକାର

ନୂଆଦିଲ୍ଲୀ,୬।୧୨: ଗତ ପାଞ୍ଚ ଦିନ ଧରି ଇଣ୍ଡିଗୋ ବିମାନ ଚଳାଚଳ ବନ୍ଦ ହେବା ଏବଂ ଯାତ୍ରୀଙ୍କ ସଂଖ୍ୟା ବୃଦ୍ଧି ପାଇବା ଯୋଗୁ, ଅନ୍ୟ ବିମାନ କମ୍ପାନୀଗୁଡ଼ିକର...

ଫିକା ପଡ଼ିଲା ଖ୍ରୀଷ୍ଟମାସ ସେଲିବ୍ରେଶନ, ୧୦ ମୃତ ୧୯ ଆହତ

ପ୍ୟାରିସ,୬।୧୨: ଫ୍ରାନ୍ସର ଗୁଆଡେଲୁପର ସେଣ୍ଟ-ଆନରେ ଏକ ଖ୍ରୀଷ୍ଟମାସ କାର୍ଯ୍ୟକ୍ରମରେ ଏକ ବଡ଼ ଦୁର୍ଘଟଣା ଘଟିଛି। ଏକ ଗାଡ଼ି କାର୍ଯ୍ୟକ୍ରମ ପାଇଁ ପ୍ରସ୍ତୁତ ହେଉଥିବା ଲୋକଙ୍କୁ ଚାପି...

ଇଣ୍ଡିଗୋ ବିମାନ ରଦ୍ଦ ପରେ ବି କେମିତି ଧଡାଧଡ ବିକ୍ରି ହେଉଛି ଟିକେଟ! ୩ ଗୁଣା ଅଧିକ ଦାମରେ ବି କିଣୁଛନ୍ତି ଲୋକେ

ନୂଆଦିଲ୍ଲୀ,୬।୧୨: ଇଣ୍ଡିଗୋ ଏୟାରଲାଇନ୍ସ ଅନେକ ଦିନ ଧରି ସଂଘର୍ଷ କରୁଛି। ଡିସେମ୍ବର ୨ରୁ ବିମାନ ବାତିଲ ଚାଲିଛି। ଇଣ୍ଡିଗୋ ପ୍ରତିଦିନ ୫୦୦ରୁ ଅଧିକ ବିମାନ ବାତିଲ...

ଶେଷରେ ଟସ୍‌ ଜିତିଲା ଭାରତ: ଖୁସିକୁ ରୋକି ନ ପାରି ରାହୁଲ କରିଦେଲେ…

ନୂଆଦିଲ୍ଲୀ,୬।୧୨: ଦକ୍ଷିଣ ଆଫ୍ରିକା ବିପକ୍ଷରେ ତୃତୀୟ ଦିନିକିଆରେ ଭାରତୀୟ ଅଧିନାୟକ କେଏଲ ରାହୁଲ ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲେ। ଭାରତ ୨୦...

ଏହିସବୁ ଭାରତୀୟ ଖାଦ୍ୟ ଖାଇଲେ ପୁଟିନ୍‌: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୧୨।୬: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସମ୍ମାନାର୍ଥେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଦ୍ୱାରା ଆୟୋଜିତ ରାଜ୍ୟ ଭୋଜିରେ କଶ୍ମୀର ଅଖରୋଟ ଗୁଚ୍ଚି ଦୁନ ଚେଟିନ ଏବଂ...

ପୁଟିନ ଫେରୁ ଫେରୁ ପୂରଣ ହେଲା ଭାରତର ବଡ଼ ଇଚ୍ଛା, ପ୍ରମାଦ ଗଣିବେ ଚାଇନା-ପାକିସ୍ତାନ

ନୂଆଦିଲ୍ଲୀ,୬।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଭାରତ ଛାଡିବା ପରେ ଏକ ବଡ଼ ଖବର ଆସିଛି। ଏହି ନୂତନ ବିକାଶ ସ୍ବଦେଶୀ ଯୁଦ୍ଧ ବିମାନ କାର୍ଯ୍ୟକ୍ରମକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri