Posted inଜାତୀୟ

ଛଳନାକାରୀ କଂଗ୍ରେସର ୫ ଗ୍ୟାରେଣ୍ଟି ପ୍ରତି ସତର୍କ ରୁହନ୍ତୁ: ଶିବରାଜ…

ଭୋପାଳ,୨୮।୬ : ମଧ୍ୟପ୍ରଦେଶରେ ବିଧାନସଭା ନିର୍ବାଚନ ପୂର୍ବରୁ ଗ୍ୟାରେଣ୍ଟି ନେଇ ଶାସକ ବିରୋଧୀ ମୁହାଁମୁହିଁ ହୋଇଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପରେ ବର୍ତ୍ତମାନ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନ କଂଗ୍ରେସକୁ କଡ଼ା ସମାଲୋଚନା କରିଛନ୍ତି। ଏକ ଶିବରାଜ କଂଗ୍ରେସକୁ ଛଳନାକାରୀ ବୋଲି କହିଛନ୍ତି।

ଟୁଇଟ କରି ସେ ଲେଖିଛନ୍ତି ଛଳନାକାରୀ କଂଗ୍ରେସର ୫ ଗ୍ୟାରେଣ୍ଟି ପ୍ରତି ସତର୍କ ରହିବା ଜରୁରୀ। ଏସବୁ ମଧ୍ୟରେ ମହିଳାଙ୍କ ଅପମାନର ଗ୍ୟାରେଣ୍ଟି, ଦୁର୍ନୀତିର ଗ୍ୟାରେଣ୍ଟି, ବିଦ୍ୟୁତ ବିଫଳତା ଏବଂ ଇନଭର୍ଟରର ଗ୍ୟାରେଣ୍ଟି, ଧର୍ମାନ୍ତରୀକରଣ ଏବଂ ତୁଷ୍ଟିକରଣର ଗ୍ୟାରେଣ୍ଟି ତଥା ଜାତୀୟ ବିରୋଧୀ ଶକ୍ତିକୁ ପ୍ରୋତ୍ସାହନ ଦେବାର ଗ୍ୟାରେଣ୍ଟି ରହିଛି।

ବର୍ଷ ଶେଷରେ ଅନୁଷ୍ଠିତ ହେବାକୁ ଥିବା ରାଜ୍ୟ ବିଧାନସଭା ନିର୍ବାଚନରେ ଉଭୟ ପ୍ରମୁଖ ଦଳ କ୍ଷମତାକୁ ଆସିବାକୁ ଜୋରଦାର ଚେଷ୍ଟା କରୁଛନ୍ତି। ଉଭୟ ଦଳ ମଧ୍ୟରେ ପୋଷ୍ଟର ଯୁଦ୍ଧ, ବାକ୍‌ ଯୁଦ୍ଧ ସହିତ ଆରୋପପ୍ରତ୍ୟାରୋପ ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

କନିଷ୍ଠ ଯନ୍ତ୍ରୀଙ୍କ ଘରେ ପଶିଲା ଭିଜିଲାନ୍ସ: ଆୟ ବର୍ହିଭୁତ ସମ୍ପତ୍ତି ଠୁଳ ଅଭିଯୋଗ

ଭଦ୍ରକ, ୧୪/୫(ସନାତନ ରାଉତ): ଆୟ ବର୍ହିଭୁତ ସମ୍ପତ୍ତି ଠୁଳ ମାମଲାରେ ଭଦ୍ରକ କାଡା ଡିଭିଜନର ଇଞ୍ଜିନିୟର ବିଜୟ କୁମାର ମହାନ୍ତିଙ୍କ ଘରେ ଭିଜିଲାନ୍ସ ଚଢ଼ାଉ କରିଛି। ଗୁରୁବାର…

ଦିନକ ପରେ ସାବିତ୍ରୀ, ଜମୁଛି ଆମ୍ବ-ପଣସ ଆସର

ଗଞ୍ଜାମ,୧୪।୫(ବିଦ୍ୟାଧର ସାହୁ): ଦିନକ ପରେ ଅର୍ଥାତ ଶନିବାର ସମଗ୍ର ରାଜ୍ୟରେ ପାଳିତ ହେବ ସାବିତ୍ରୀ ଅମାବାସ୍ୟା l କେଉଁ ଆବାହନ କାଳରୁ ବାପାମା’ ଝିଅ ପାଇଁ ଭାର…

ଗୋଟିଏ ବୁନ୍ଦା ନାହିଁ ପେଟ୍ରୋଲ: ସାରା ଦେଶରେ ବ୍ଲାକ୍‌ଆଉଟ୍‌ ଘୋଷଣା କଲେ ସରକାର, ରାଜଧାନୀରେ…

ହାଭାନା,୧୪।୫: କ୍ୟୁବା ବର୍ତ୍ତମାନ ଏକ ଗମ୍ଭୀର ଇନ୍ଧନ ସଙ୍କଟର ସମ୍ମୁଖୀନ ହେଉଛି। ପରିସ୍ଥିତି ଏତେ ଖରାପ ହୋଇଛି ଯେ ଦେଶରେ ପ୍ରାୟ ସମ୍ପୂର୍ଣ୍ଣ ଭାବରେ ଡିଜେଲ ଓ…

LPG-କ୍ଷୀର ପରେ ସାଧାରଣ ଲୋକଙ୍କୁ ବଡ଼ ଝଟ୍‌କା, ଏହି ଜିନିଷର ବଢିଗଲା ଦାମ୍‌…

ନୂଆଦିଲ୍ଲୀ,୧୪।୫: ଏଲପିଜି ଗ୍ୟାସ ସିଲିଣ୍ଡର, ଅମୂଲ ଏବଂ ମଦର ଡେରୀ କ୍ଷୀରର ମୂଲ୍ୟ ବୃଦ୍ଧି ପରେ, ସାଧାରଣ ଲୋକଙ୍କୁ ଆଉ ଏକ ବଡ଼ ଝଟ୍‌କା ଲାଗିଛି। ପ୍ରକୃତରେ,…

ଓ଼୍ବାର୍କ ଫର୍ମ ହୋମ୍‌ ନେଇ ବଡ଼ ଘୋଷଣା କଲେ ରାଜ୍ୟ ସରକାର, କେବଳ ୫୦% କର୍ମଚାରୀ ଯିବେ ଅଫିସ୍‌, ଜାଣନ୍ତୁ କେଉଁଠି…

ନୂଆଦିଲ୍ଲୀ,୧୪।୫: ବିଶ୍ୱ ସଙ୍କଟ ମଧ୍ୟରେ, ପ୍ରଧାନମନ୍ତ୍ରୀ ମୋଦିଙ୍କ ଇନ୍ଧନ ସଂରକ୍ଷଣ ପାଇଁ ଆହ୍ୱାନର ପ୍ରଭାବ ଦେଖାଯିବା ଆରମ୍ଭ ହୋଇଛି। ତ୍ରିପୁରା ସରକାର ଏହାର 50% କର୍ମଚାରୀଙ୍କ ପାଇଁ…

ଟ୍ରମ୍ପଙ୍କୁ ଭେଟି ବଡ଼ ଘୋଷଣା କଲେ ଚାଇନା ରାଷ୍ଟ୍ରପତି: ଚାହିଁ ରହିଗଲା ସାରା ବିଶ୍ୱ

ବେଜିଂ,୧୪।୫: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସେମାନଙ୍କର ଐତିହାସିକ ଶିଖର ସମ୍ମିଳନୀ ପାଇଁ ବେଜିଂରେ ପହଞ୍ଚିଛନ୍ତି। ଗୁରୁବାର ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ ବେଜିଂରେ ଟ୍ରମ୍ପଙ୍କୁ ସ୍ବାଗତ…

ସିବିଏସଇ ଦ୍ୱାଦଶ ପରୀକ୍ଷା ଫଳ: ନିଲମ କଲେଜ ଟପ୍ପର

ଲୋଇସିଂହା,୧୪।୫(ସୁଶାନ୍ତ ବାରୁକ): ସିବିଏସଇ ଦ୍ୱାଦଶ ପରୀକ୍ଷା ଫଳ ବୁଧବାର ପ୍ରକାଶ ପାଇଛି। ବଲାଙ୍ଗୀର ଲୋଇସିଂହା ବ୍ଲକ ଯୋଗୀସର୍ଡା ଗ୍ରାମ ତଥା ବଲାଙ୍ଗୀର ଜେଆଇଟିମ କଲେଜ କଳା ବିଭାଗ…

ପେଟ୍ରୋଲ ଅଭାବ ଭିତରେ ଭୁବନେଶ୍ୱରରେ ବଦଳିଲା ତେଲଦର! ଜାଣନ୍ତୁ କ’ଣ ହୋଇଛି ପରିବର୍ତ୍ତନ

ନୂଆଦିଲ୍ଲୀ,୧୪।୫: ଦେଶରେ ପେଟ୍ରୋଲ ଓ ଡିଜେଲର ନୂଆ ମୂଲ୍ୟ ଜାରି କରାଯାଇଛି । ପ୍ରମୁଖ ସହର ଗୁଡିକରେ ପେଟ୍ରୋଲ ଓ ଡିଜେଲ ମୂଲ୍ୟରେ ପରିବର୍ତ୍ତନ ହୋଇଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri