ପୁରୁଣା କଏନ୍‌ ବିକ୍ରି ପ୍ରସ୍ତାବକୁ ସାବଧାନ

ନୂଆଦିଲ୍ଲୀ, ୫।୮: ପୁରୁଣା କଏନ୍‌ ଏବଂ ନୋଟ୍‌ କ୍ରୟ ଏବଂ ବିକ୍ରି କରିବା ନେଇ ଅନ୍‌ଲାଇନରେ ପ୍ରସ୍ତାବ ଆସୁଥିଲେ ସାବଧାନ। ଏ ନେଇ ରିଜର୍ଭ ବ୍ୟାଙ୍କ ଲୋକଙ୍କୁ ସତର୍କ କରାଇଛି। ଏଭଳି ପ୍ରସ୍ତାବ ଆସୁଥିଲେ ଏହାଠାରୁ ବଞ୍ଚିବାକୁ ଲୋକଙ୍କୁ ସତର୍କ କରାଯାଇଛି। କିଛି ନ୍ୟସ୍ତସ୍ବାର୍ଥ ବ୍ୟକ୍ତି ଆର୍‌ବିଆଇର ନାମ ଏବଂ ଲୋଗୋ ବ୍ୟବହାର ସହ ଅନୁବନ୍ଧିତ ସଂସ୍ଥା ବୋଲି କହି ଲୋକଙ୍କୁ ଠକୁଥିବା ନଜରକୁ ଆସିଛି। ପୁରୁଣା ନୋଟ୍‌ କ୍ରୟ ବିକ୍ରୟ ବେଳେ ଲୋକଙ୍କୁ କମିଶନ ମଗାଯାଉଛି। ଏଭଳି କୌଣସି କାମ ଲାଗି ଆର୍‌ବିଆଇ ଅନୁମତି ଦେଇ ନ ଥିବା କହିଛି। ଲୋକଙ୍କଠାରୁ କୌଣସି କମିଶନ କିମ୍ବା ଟିକସ ଆଦାୟ କରିବାକୁ ନିୟମ ଲାଗୁ ହୋଇନାହିଁ। କୌଣସି ସଂସ୍ଥାକୁ ମଧ୍ୟ ଏ ନେଇ ଅଧିକୃତ କରାଯାଇନାହିଁ। ଏଭଳି ଠକେଇଠାରୁ ବଞ୍ଚିବାକୁ କେନ୍ଦ୍ରୀୟ ବ୍ୟାଙ୍କ ସତର୍କ କରାଇଛି।


Enter your email to get our daily news in your inbox.

All Right Reserved By Dharitri.Com

8th Pay Commission: ଚମକିବ ସରକାରୀ କର୍ମଚାରୀଙ୍କ ଭାଗ୍ୟ, ଆଶାଠାରୁ ଅଧିକ ମିଳିବ…

ନୂଆଦିଲ୍ଲୀ,୧୫।୭: ୮ମ ବେତନ ଆୟୋଗକୁ ନେଇ କେନ୍ଦ୍ରୀୟ କର୍ମଚାରୀଙ୍କ ପାଇଁ ଏକ ବଡ଼ ଏବଂ ଆଶ୍ୱାସନାଜନକ ଖବର ସାମ୍ନାକୁ ଆସିଛି। ଆଗାମୀ ଦିନରେ କର୍ମଚାରୀଙ୍କ ହାଉସ ରେଣ୍ଟ…

ଅଧିକ ବ୍ୟାଙ୍କ ଆକାଉଣ୍ଟ ରଖୁଛନ୍ତି କି? ସାବଧାନ! ଆପଣଙ୍କ ପକେଟ୍‌ ଉପରେ ପଡ଼ିପାରେ ଭାରି…

ନୂଆଦିଲ୍ଲୀ, ୧୫।୭: ଆଜିର ଡିଜିଟାଲ ଯୁଗରେ ବ୍ୟାଙ୍କ ଆକାଉଣ୍ଟ ଖୋଲିବା ଅତ୍ୟନ୍ତ ସହଜ ହୋଇଯାଇଛି। ବ୍ୟାଙ୍କକୁ ନଯାଇ ଘରେ ବସି ମୋବାଇଲ୍ ସାହାଯ୍ୟରେ ମିନିଟ୍‌କ ମଧ୍ୟରେ ନୂଆ…

ଗ୍ୟାସ ସିଲିଣ୍ତରକୁ ନେଇ ବଡ଼ ଖବର! ମାତ୍ର ୬୭୩ ଟଙ୍କାରେ ମିଳିବ ସିଲିଣ୍ତର? ଜାଣନ୍ତୁ କିପରି କରିବେ ବୁକିଂ..

ନୂଆଦିଲ୍ଲୀ,୧୪ା୭: LPG ଗ୍ରାହକଙ୍କ ପାଇଁ ଆସିଲା ଖୁସି ଖବର । ଗ୍ୟାସକୁ ନେଇ ଆସିଛି ବଡ଼ ଅପଡେଟ୍ । କିଣିବାକୁ ଚାହୁଁଥିଲେ ଜାଣନ୍ତୁ ପୂରା ଖବର ।…

ଟ୍ରେନରେ ଯିବେ ବରଯାତ୍ରୀ! ବୁକ୍ କରିପାରିବେ ପୂରା କୋଚ୍ କିମ୍ବା ସ୍ପେଶାଲ ଟ୍ରେନ୍: ଜାଣନ୍ତୁ କେମିତି ଓ କେତେ ଖର୍ଚ୍ଚ ହେବ…

ନୂଆଦିଲ୍ଲୀ,୧୪ା୭: ବିବାହ ଋତୁ ହେଉ, କୌଣସି ଧାର୍ମିକ ଯାତ୍ରାରେ ଶତାଧିକ ଲୋକଙ୍କୁ ଏକାଠି ଯିବାର ଥାଉ କିମ୍ବା କୌଣସି ସଂସ୍ଥାର ଏକ ବଡ଼ ଟିମ୍‌କୁ ଗୋଟିଏ ଟ୍ରେନରେ…

ସୁନା-ରୂପା ମୂଲ୍ୟ ହ୍ରାସ ପାଇବ ନା ବୃଦ୍ଧି ପାଇବ? ବିଶେଷଜ୍ଞ କହିଲେ….

ନୂଆଦିଲ୍ଲୀ,୧୨।୭: ନିବେଶକମାନେ ଆମେରିକା-ଇରାନ ମଧ୍ୟରେ ନୂତନ ଉତ୍ତେଜନା, ଅଶୋଧିତ ତୈଳ ମୂଲ୍ୟରେ ହ୍ରାସ ଏବଂ ମୁଦ୍ରାସ୍ଫୀତି ତଥ୍ୟ ଉପରେ ତୀକ୍ଷ୍ଣ ନଜର ରଖିଥିବାରୁ ଆସନ୍ତା ସପ୍ତାହରେ ସୁନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri