ଠକାମି ଏସ୍‌ଏମ୍‌ଏସ୍‌ ପ୍ରତି ସାବଧାନ

ଭୁବନେଶ୍ୱର,୨୩।୮ବିଦ୍ୟୁତ୍‌ ଗ୍ରାହକଙ୍କ ବିରୋଧରେ ଘଟୁଥିବା ସାଇବର ଠକାମିର ବର୍ଦ୍ଧିତ ସଂଖ୍ୟାକୁ ବିଚାରକୁ ନେଇ ଟିପି ସେଣ୍ଟ୍ରାଲ୍‌ ଓଡ଼ିଶା ଡିଷ୍ଟ୍ରିବ୍ୟୁଶନ୍‌ ଲିମିଟେଡ୍‌ (ଟିପିସିଓଡିଏଲ୍‌) ପକ୍ଷରୁ ଏଭଳି ଅସାଧୁ ତତ୍ତ୍ୱଙ୍କ ବିରୋଧରେ ପୁଣି ଥରେ ପରାମର୍ଶବଳୀ ଜାରି କରାଯାଇଛି। ଏହି ଅସାଧୁ ତତ୍ତ୍ୱମାନେ ଏସ୍‌ଏମ୍‌ଏସ୍‌ ଜରିଆରେ ବିଦ୍ୟୁତ୍‌ ସଂଯୋଗ କାଟିବା ଲାଗି ଧମକ ଦେଇ ଗ୍ରାହକମାନଙ୍କୁ ନିଜର ଠକାମି ଜାଲରେ ଫସାଇବାକୁ ଉଦ୍ୟମ କରୁଛନ୍ତି। ବିଦ୍ୟୁତ୍‌ ଯୋଗାଣ କିମ୍ବା ବିଚ୍ଛିନ୍ନକୁ ନେଇ କୌଣସି ସ୍ପଷ୍ଟୀକରଣ ଦରକାର ଥିଲେ ୨୪ଘଣ୍ଟିଆ ଦେୟମୁକ୍ତ ଗ୍ରାହକ ସେବା ନମ୍ବର ୧୯୧୨-୧୮୦୦୩୪୫୭୧୨୨ରେ ଯୋଗାଯୋଗ କରିବାକୁ ଡିସ୍‌କମ୍‌ ପକ୍ଷରୁ ଅନୁରୋଧ କରାଯାଇଛି। ଏହି ସାଇବର୍‌ ଠକମାନେ ପୂର୍ବ ମାସ ବିଦ୍ୟୁତ୍‌ ଦେୟ ପଇଠ ହୋଇ ନ ଥିବା ବାହାନା କରି ସେହିଦିନ ବିଦ୍ୟୁତ୍‌ ଯୋଗାଣ ବିଚ୍ଛିନ୍ନ କରିବା ଲାଗି ଧମକ ଦେଇ ଗ୍ରାହକଙ୍କ ପାଖକୁ ମେସେଜ୍‌ ପଠାଉଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଏକ ରାଷ୍ଟ୍ର, ଏକ ରାଶନ କାର୍ଡ ଲାଗୁ;ରାଜ୍ୟଗୁଡ଼ିକୁ ବର୍ଷେ ମିଳିଲା

ନୂଆଦିଲ୍ଲୀ,୩୦-୬: କେନ୍ଦ୍ର ସରକାର ସାରା ଦେଶରେ ‘ଏକ ରାଷ୍ଟ୍ର, ଏକ ରାଶନ କାର୍ଡ’ ବ୍ୟବସ୍ଥା ଲାଗୁ କରିବାକୁ ଯାଉଛନ୍ତି। ରାଜ୍ୟ ସରକାରଗୁଡ଼ିକୁ ଏଥିପାଇଁ ଆସନ୍ତାବର୍ଷ ଜୁନ୍‌...

ଆଲିବାବା ପ୍ରତିଷ୍ଠାତାଙ୍କୁ ସମନ

ନୂଆଦିଲ୍ଲୀ,୨୬।୭: ଆଲିବାବା ପ୍ରତିଷ୍ଠାତା ଜ୍ୟାକ୍‌ ମାଙ୍କୁ ଗୁରୁଗ୍ରାମର ନ୍ୟାୟାଳୟ ସମନ ଜାରି କରିଛନ୍ତି। ଭାରତରେ କମ୍ପାନୀର ସହାୟକ ସଂସ୍ଥା ୟୁସି ନ୍ୟୁଜର ଜଣେ କର୍ମଚାରୀଙ୍କ ଅଭିଯୋଗ...

ଓ୍ବିପ୍ରୋରେ ଅଜିମ ପ୍ରେମଜୀଙ୍କ ଯୁଗର ଅବସାନ

ନୂଆଦିଲ୍ଲୀ,୭-୬: ଦେଶର ସର୍ବବୃହତ ଦାନବୀର କୁହାଯାଉଥିବା ଅଜିମ ପ୍ରେମଜୀ ଦୀର୍ଘ ୫୩ ବର୍ଷ ଧରି ଓ୍ବିପ୍ରୋର ମୁଖ୍ୟ ଭାବେ ଦାୟିତ୍ୱ ସମ୍ଭାଳିବା ପରେ ଶେଷରେ ଅବସର...

ଭାରତରେ ଲଞ୍ଚ ହେବନି ଫେସ୍‌ବୁକ୍‌ କ୍ରିପ୍ଟୋକରେନ୍ସି

ନୂଆଦିଲ୍ଲୀ,୨୧-୬: ସୋସିଆଲ ମିଡିଆ କମ୍ପାନୀ ଫେସ୍‌ବୁକ ଭାରତରେ ନିଜର କ୍ରିପ୍ଟୋକରେନ୍ସି ‘ଲିବ୍ରା’କୁ ଲଞ୍ଚ କରିବ ନାହିଁ। ରିଜର୍ଭ ବ୍ୟାଙ୍କ ଓ କେନ୍ଦ୍ର ସରକାର ପୂର୍ବରୁ ଦେଶରେ...

ୟୁଟ୍ୟୁବ୍‌ରୁ କରେନ୍ସି ଟ୍ରେଡିଂ ଶିଖି ୧୬ବର୍ଷର ବାଳକ କମାଇଲେ ଲକ୍ଷାଧିକ ଟଙ୍କା

ବ୍ରିଟେନ,୨୨।୪: ଅଳ୍ପ ବୟସର ଏମିତି କେତେ ପିଲା ଅଛନ୍ତି, ଯେଉଁମାନେ ବୟସ୍କଙ୍କୁ ମଧ୍ୟ ପଛରେ ପକାଇଦେଇଛନ୍ତି। ସମୟ ପୂର୍ବରୁ ଏମାନେ ପାଇଛନ୍ତି ସଫଳତା। କିଛି ଏଭଳି...

ଅସନ୍ତୁଳିତ ଆର୍ଥିକ ପୁନରୁଦ୍ଧାର ଚିନ୍ତାଜନକ

ନୂଆଦିଲ୍ଲୀ: ରିଜର୍ଭ ବ୍ୟାଙ୍କର ପୂର୍ବତନ ଗଭର୍ନର ଡି. ସୁବାରାଓ ଦେଶ ମଧ୍ୟରେ ଅସନ୍ତୁଳିତ ଆର୍ଥିକ ପୁନରୁଦ୍ଧାରକୁ ନେଇ ଚିନ୍ତାପ୍ରକଟ କରିଛନ୍ତି। କରୋନା ମହାମାରୀ ଯୋଗୁ ଦେଶରେ...

ରେପୋ ରେଟ୍‌ ଅପରିବର୍ତ୍ତିତ ରହିପାରେ

ମୁମ୍ବାଇ:  ଦେଶ ମଧ୍ୟରେ କୋଭିଡ ସଂକ୍ରମଣ ବଢିଚାଲିଛି। ଏଭଳି ସ୍ଥିତିରେ ଖୁଚୁରା ମୁଦ୍ରାସ୍ଫୀତିକୁ ୪% ସ୍ତରରେ ରଖିବା ଲାଗି ସରକାର ଆର୍‌ବିଆଇକୁ ନିର୍ଦ୍ଦେଶ ଦେଇଛି। ସୋମବାର ଠାରୁ...

ବିଲିୟନ ଡଲାର କମ୍ପାନୀ ଗଢ଼ିଲେ ଓଡ଼ିଆ ପୁଅ

ଭୁବନେଶ୍ୱର,୭।୧୦(ବ୍ୟୁରୋ): ଆଇଆଇଟି ମାଡ୍ରାସରେ ପଢ଼ାପରେ ବିଦେଶରେ ଏକ ଭଲ ପ୍ୟାକେଜରେ ଚାକିରି ପାଇଥିଲେ। ହେଲେ ନିଜେ କିଛି କରି ଦେଖାଇବାର ଇଚ୍ଛା ତାଙ୍କ ମନକୁ ସବୁବେଳେ...

Advertisement
Archives

Model This Week