ପଟିଆରେ ‘ବିୟୋର୍ଡ ଷ୍ଟୁଡିଓ ସାଲୁନ୍‌’

ଭୁବନେଶ୍ୱର,୧୨।୧୨: ଦେଶର ଜଣାଶୁଣା ବାଣିଜି୍ୟକ ସଂସ୍ଥା ନିଞ୍ଜା ଗୃମିଂ ଲାଉଞ୍ଜ ପକ୍ଷରୁ ରବିବାର ପଟିଆ ଛକରେ ବିୟୋର୍ଡ଼ ଷ୍ଟୁଡିଓ ସାଲୁନ୍‌ ଉଦଘାଟିତ ହୋଇଯାଇଛି। ଏହି ଅବସରରେ ଉତ୍ତର ବିଧାୟକ ସୁଶାନ୍ତ କୁମାର ରାଉତ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଏହାର ଉଦଘାଟନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଅମିତ କୁମାର ମଲ୍ଲିକ,ମିହିର ରାଉତ ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ।

ଏ ସମ୍ପର୍କରେ ସାଲୁନ୍‌ର ମାଲିକ ମଧୁସ୍ମିତା ସାହୁ କହିଛନ୍ତି, ଉକ୍ତ ସାଲୁନ୍‌ଟି ସ୍ବତନ୍ତ୍ର ଭାବେ ପୁରୁଷଙ୍କ ପାଇଁ ଖୋଲାଯାଇଛି। ଯେଉଁଠାରେ ଆନ୍ତର୍ଜାତୀୟସ୍ତରର ବିଭିନ୍ନ ପ୍ରକାର ସେବା ମିଳିପାରିବ। ଏପରିକି ଉତ୍କୃଷ୍ଟ ଓ ଉତ୍ତମ ଗୁଣବତ୍ତା ସେବା ଯୋଗାଇବା ଲକ୍ଷ୍ୟ ନେଇ ସେଲୁନ୍‌ଟି ସହରର ମଧ୍ୟବର୍ତ୍ତୀ ଅଞ୍ଚଳରେ ଆରମ୍ଭ କରାଯାଇଛି। ଏଠାରେ ବିଭିନ୍ନ ସେବା ଉପଲବ୍ଧ ହେବ, ଯାହାର ପ୍ରାରମ୍ଭିକ ମୂଲ୍ୟ ୨୫୦ରୁ ୧୫୦୦ ଟଙ୍କା ପର୍ଯ୍ୟନ୍ତ ରହିବ।
ସେହିଭଳି ଦିନକୁ ଦିନ ସହରରେ ଲୋକଙ୍କ ସଂଖ୍ୟା ବୃଦ୍ଧି ପାଉଥିବା ବେଳେ ଯୁବପୀଢି ମଧ୍ୟ ଷ୍ଟାଇଲିସ୍‌ ହେବା ପାଇଁ ପସନ୍ଦ କରୁଛନ୍ତି। ଏହାକୁ ନଜରରେ ରଖି ଏଭଳି ଏକ ଜାତୀୟ ବ୍ରାଣ୍ଡର ସାଲୁନ୍‌ର ଶୁଭାରମ୍ଭ କରାଯାଇଛି। ବିଶେଷ କରି ପୁରୁଷମାନଙ୍କୁ ଏଠାରେ ଏକ ନୂଆ ଅନୁଭୂତି ମିଳିବ।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଟ୍ରେନ୍‌ ଟିକେଟ ବୁକିଂ ନିୟମ ବଦଳାଇଲା IRCTC, ଯାତ୍ରା କରିବାକୁ ଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ରେଳବାଇ ଆଧାର-ଯାଞ୍ଚ ହୋଇଥିବା IRCTC ଆକାଉଣ୍ଟ୍ ଧାରୀମାନଙ୍କ ପାଇଁ ବଡ଼ ରାହତ ଘୋଷଣା କରିଛି। ଆଡ଼ଭାନ୍ସ ରିଜର୍ଭେସନ୍ ପିରିଅଡ୍ (ARP)ର ପ୍ରଥମ ଦିନରେ...

ମହିଳାକୁ ହତ୍ୟା ଅଭିଯୋଗ, ପୋଲିସର ତନାଘନା

ଗୋପାଳପୁର,୩୦ା୧୨(ନବୀନ ରାଜ ଆଚାରୀ): ଗୋଳନ୍ଥରା ଥାନା ଅଞ୍ଚଳରେ ସୋମବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ତାଙ୍କ ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଫାସୀନୂଆପଡା ଗ୍ରାମରେ...

ସୁରୁଖୁରୁରେ ଧାନକିଣାକୁ ଗୁରୁତ୍ୱ ଚାଷୀ, ସମବାୟ ଓ ଯୋଗାଣ ବିଭାଗ ଅଧିକାରୀଙ୍କୁ ନେଇ ବୈଠକ

ଛତ୍ରପୁର,୩୦ା୧୨(ଦିଲୀପ ସାମଲ): ଚଳିତ ବର୍ଷ ଜିଲାରେ ଧାନକିଣା ସୁରୁଖୁରୁରେ କରିବା ପାଇଁ ମଙ୍ଗଳବାର ଚାଷୀ, ସମବାୟ ଓ ଯୋଗାଣ ବିଭାଗର ଅଧିକାରୀମାନଙ୍କୁ ନେଇ ତ୍ରିପାକ୍ଷିକ ବୈଠକ...

ବିଶ୍ୱର ୪ର୍ଥ ବୃହତ୍ ଅର୍ଥନୀତି ପାଲଟିଲା ଭାରତ; ୨୦୩୦ ସୁଦ୍ଧା ଜର୍ମାନୀକୁ ଟପିବା ଲକ୍ଷ୍ୟ

ନୂଆଦିଲ୍ଲୀ,୩୦।୧୨: ବିଶ୍ୱ ଅର୍ଥନୀତି ମାନଚିତ୍ରରେ ଭାରତର ଦବଦବା ଜାରି ରହିଛି। ଜାପାନକୁ ଟପି ଭାରତ ଏବେ ବିଶ୍ୱର ଚତୁର୍ଥ ବୃହତ୍ତମ ଅର୍ଥନୈତିକ ଶକ୍ତି ଭାବେ ଉଭା...

ଆର୍‌ସିବିକୁ ବଡ଼ ଝଟ୍‌କା, ଏହି କାରଣରୁ ଖେଳିବେ ନାହିଁ…

ନୂଆଦିଲ୍ଲୀ, ୩୦।୧୨: ମହିଳା ପ୍ରିମିଅର୍ ଲିଗ୍ (WPL) ୨୦୨୬ ଆରମ୍ଭ ହେବାକୁ ମାତ୍ର କିଛି ଦିନ ବାକି ଥିବାବେଳେ ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗଲୁରୁ (RCB) ଟିମ୍‌କୁ...

ରାଜ୍ୟସ୍ତରୀୟ ଟାଏକୋଣ୍ଡୋରେ ସଫଳତା: ଛୁଟୁଛି ଶୁଭେଚ୍ଛାର ସୁଅ

ରାଇକିଆ,୩୦ା୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ସେଣ୍ଟ କ୍ୟାଥରିନ ବିଦ୍ୟାଳୟରଛାତ୍ରୀଛାତ୍ରମାନେ ରାଜ୍ୟସ୍ତରୀୟ ଟାଏକୋଣ୍ଡୋ କ୍ରୀଡ଼ାରେ ସଫଳତା ଅର୍ଜନ କରିଛନ୍ତି। ଭଦ୍ରକ ଠାରେ ଅନୁଷ୍ଠିତ ୩ଦିନିଆ...

ଟିମ୍‌ ଇଣ୍ଡିଆକୁ ଫେରିପାରନ୍ତି ମହମ୍ମଦ ସାମି: ବିଶ୍ୱକପ୍ ପୂର୍ବରୁ ବଦଳିପାରେ ଚୟନକର୍ତ୍ତାଙ୍କ ନିଷ୍ପତି

ମୁମ୍ବାଇ,୩୦।୧୨: ଅଭିଜ୍ଞ ଦ୍ରୁତ ବୋଲର ମହମ୍ମଦ ସାମିଙ୍କୁ ନେଇ ବିସିସିଆଇ ଚୟନକର୍ତ୍ତା ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛନ୍ତି। ଫିଟ୍‌ନେସ୍‌ ଏବଂ ବୟସକୁ ନେଇ ଚାଲିଥିବା...

ଦେଶର GDP’କୁ ଅତିକ୍ରମ କଲା ଭାରତୀୟ ପରିବାର ପାଖରେ ଥିବା ସୁନା ମୂଲ୍ୟ

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ପରିବାରଗୁଡ଼ିକ ପାଇଁ ସୁନା କେବଳ ଏକ ଅଳଙ୍କାର ନୁହେଁ, ବରଂ ଏହା ଭାବପ୍ରବଣତା ଏବଂ ଆର୍ଥିକ ସୁରକ୍ଷାର ଏକ ପ୍ରତୀକ। ବିଶ୍ୱ ବଜାରରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri