ପଟିଆରେ ‘ବିୟୋର୍ଡ ଷ୍ଟୁଡିଓ ସାଲୁନ୍‌’

ଭୁବନେଶ୍ୱର,୧୨।୧୨: ଦେଶର ଜଣାଶୁଣା ବାଣିଜି୍ୟକ ସଂସ୍ଥା ନିଞ୍ଜା ଗୃମିଂ ଲାଉଞ୍ଜ ପକ୍ଷରୁ ରବିବାର ପଟିଆ ଛକରେ ବିୟୋର୍ଡ଼ ଷ୍ଟୁଡିଓ ସାଲୁନ୍‌ ଉଦଘାଟିତ ହୋଇଯାଇଛି। ଏହି ଅବସରରେ ଉତ୍ତର ବିଧାୟକ ସୁଶାନ୍ତ କୁମାର ରାଉତ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଏହାର ଉଦଘାଟନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଅମିତ କୁମାର ମଲ୍ଲିକ,ମିହିର ରାଉତ ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ।

ଏ ସମ୍ପର୍କରେ ସାଲୁନ୍‌ର ମାଲିକ ମଧୁସ୍ମିତା ସାହୁ କହିଛନ୍ତି, ଉକ୍ତ ସାଲୁନ୍‌ଟି ସ୍ବତନ୍ତ୍ର ଭାବେ ପୁରୁଷଙ୍କ ପାଇଁ ଖୋଲାଯାଇଛି। ଯେଉଁଠାରେ ଆନ୍ତର୍ଜାତୀୟସ୍ତରର ବିଭିନ୍ନ ପ୍ରକାର ସେବା ମିଳିପାରିବ। ଏପରିକି ଉତ୍କୃଷ୍ଟ ଓ ଉତ୍ତମ ଗୁଣବତ୍ତା ସେବା ଯୋଗାଇବା ଲକ୍ଷ୍ୟ ନେଇ ସେଲୁନ୍‌ଟି ସହରର ମଧ୍ୟବର୍ତ୍ତୀ ଅଞ୍ଚଳରେ ଆରମ୍ଭ କରାଯାଇଛି। ଏଠାରେ ବିଭିନ୍ନ ସେବା ଉପଲବ୍ଧ ହେବ, ଯାହାର ପ୍ରାରମ୍ଭିକ ମୂଲ୍ୟ ୨୫୦ରୁ ୧୫୦୦ ଟଙ୍କା ପର୍ଯ୍ୟନ୍ତ ରହିବ।
ସେହିଭଳି ଦିନକୁ ଦିନ ସହରରେ ଲୋକଙ୍କ ସଂଖ୍ୟା ବୃଦ୍ଧି ପାଉଥିବା ବେଳେ ଯୁବପୀଢି ମଧ୍ୟ ଷ୍ଟାଇଲିସ୍‌ ହେବା ପାଇଁ ପସନ୍ଦ କରୁଛନ୍ତି। ଏହାକୁ ନଜରରେ ରଖି ଏଭଳି ଏକ ଜାତୀୟ ବ୍ରାଣ୍ଡର ସାଲୁନ୍‌ର ଶୁଭାରମ୍ଭ କରାଯାଇଛି। ବିଶେଷ କରି ପୁରୁଷମାନଙ୍କୁ ଏଠାରେ ଏକ ନୂଆ ଅନୁଭୂତି ମିଳିବ।


Enter your email to get our daily news in your inbox.

All Right Reserved By Dharitri.Com

କେପ୍‌ ଭର୍ଡିକୁ ଶକ୍ତ ଧକ୍କା: ଅଧିନାୟକଙ୍କ ବିରୋଧରେ ବଳାତ୍କାର ଅଭିଯୋଗ

ସିଆଟେଲ,୨୯ା୬: ଫିଫା ବିଶ୍ୱକପ୍‌ରେ ସଭିଙ୍କୁ ଚକିତ କରି ନକ୍‌ଆଉଟ୍‌ରେ ପ୍ରବେଶ କରିଛି କେପ୍‌ ଭର୍ଡି । କେପ୍‌ ଭର୍ଡି ରାଉଣ୍ଡ ଅଫ୍‌-୩୨ ମ୍ୟାଚ୍‌ରେ ଡିଫେଣ୍ଡିଂ ଚାମ୍ପିୟନ ଆର୍ଜେଣ୍ଟିନାକୁ…

ପାନ ଦୋକାନୀ,ତାଙ୍କ ବାପାଙ୍କୁ ହତ୍ୟା ଉଦ୍ୟମ: ୨ ଗିରଫ

ଦିଗପହଣ୍ଡି,୨୯ା୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଆଙ୍କୋରଡ଼ା ଗାଁ ଛକରେ ପାନ ଦୋକାନ କରିଥିବା ରୁଦ୍ର ପ୍ରଧାନ ଏବଂ ତାଙ୍କ ବାପା ସଞ୍ଜୟ ପ୍ରଧାନଙ୍କୁ…

ଦିଗପହଣ୍ଡି ଛାତ୍ରଙ୍କ ଜାପାନ ଯାତ୍ରା: ବିଭିନ୍ନ ମହଲରୁ ଛୁଟୁଛି ଶୁଭେଚ୍ଛାର ସୁଅ      

ଦିଗପହଣ୍ଡି,୨୯|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ନିମଖଣ୍ଡିପେଣ୍ଠ ଗ୍ରାମର ଛାତ୍ର ଦେବାଶିଷ ମିଶ୍ର ଜାପାନ ଯାତ୍ରା କରିଛନ୍ତି। ସେ ଗାଁ ସ୍କୁଲରୁ ପାଠ ପଢ଼ି…

ଧାନ ମଣ୍ଡି ନିକଟରୁ ମିଳିଲା ରକ୍ତାକ୍ତ ମୃତଦେହ, ପରିବାର ଲୋକେ ଆଣିଲେ ହତ୍ୟା ଅଭିଯୋଗ

କୋକସରା,୨୯ା୬(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ଡାଲଗୁମା ଗ୍ରାମ ଧାନ ମଣ୍ଡି ନିକଟରୁ ଜଣେ ବ୍ୟକ୍ତିଙ୍କ ରକ୍ତ ଜୁଡୁବୁଡୁ ମୃତଦେହ ପୋଲିସ ଜବତ କରିଛି।…

ଥୁଆମୂଳ ରାମପୁରରେ ଜିଲାପାଳଙ୍କ ଅଭିଯୋଗ ଶୁଣାଣି: ୭୮ଟି ଆବେଦନ ଗ୍ରହଣ, ସମାଧାାନକୁ ନେଇ ଉଠିଲା ପ୍ରଶ୍ନ

ଥୁଆମୂଳ ରାମପୁର, ୨୯/୬ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ଥୁଆମୂଳ ରାମପୁର ବ୍ଲକ ପଞ୍ଚାୟତ ସମିତି ସଭାଗୃହରେ ସୋମବାର ବ୍ଲକସ୍ତରୀୟ ସଂଯୁକ୍ତ ଜନଅଭିଯୋଗ ଶୁଣାଣି ଓ ସମାଧାନ…

ସରକାର ନେଲେ ବଡ଼ ନିଷ୍ପତ୍ତି; ୧ ଜୁଲାଇରୁ ପେଟ୍ରୋଲ-ଡିଜେଲ…

ନୂଆଦିଲ୍ଲୀ,୨୯।୬: ୧ ଜୁଲାଇରୁ ପେଟ୍ରୋଲ ଏବଂ ଡିଜେଲ କିଣିବାକୁ ନେଇ ସରକାର ଏକ ବଡ଼ ପରିବର୍ତ୍ତନ କରିବାକୁ ଯାଉଛନ୍ତି। ସରକାର ପ୍ରତି ବ୍ୟକ୍ତି ଏବଂ ପ୍ରତି ଗାଡ଼ି…

ସୁନା ବ୍ୟବସାୟୀଙ୍କ ଘରୁ ଲୁଟ୍‌: ୫ ବର୍ଷ ପରେ ତାମିଲନାଡୁରୁ ଗିରଫ ହେଲେ ଦମ୍ପତି

ମାଲକାନଗିରି,୨୯ା୬(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ସଦର ମହକୁମାର ଏକ ସୁନା ବ୍ୟବସାୟୀଙ୍କ ଘରୁ ଅଳଙ୍କାର ଚୋରି ମାମଲାରେ ତାମିଲନାଡୁର ଏକ ଦମ୍ପତି ଗିରଫ ହୋଇଛନ୍ତି।ଏନେଇ ମାଲକାନଗିରି ଏସ୍‌ପି ବିନୋଦ…

ଭାଜପା ଯୁବମୋର୍ଚ୍ଚା କର୍ମକର୍ତ୍ତା ଘୋଷଣା: ଜାଣନ୍ତୁ କାହାକୁ ମିଳିଲା କେଉଁ ଦାୟିତ୍ୱ

ଭଞ୍ଜନଗର,୨୯।୬(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭାଜପା ଭଞ୍ଜନଗର ସାଂଗଠନିକ ଜିଲାର ନୁତନ ଯୁବ ମୋର୍ଚ୍ଚା କର୍ମକର୍ତ୍ତାଙ୍କ ନାମ ସୋମବାର ଘୋଷଣା ହୋଇଛି। ରାଜ୍ୟ ଯୁବ ମୋର୍ଚ୍ଚା ସଭାପତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri