ବିଏଫ୍‌ଏଏମ୍‌ର ନୂଆ ଇକ୍ୱିଟି ଫଣ୍ଡ୍‌

ଭୁବନେଶ୍ୱର,୧୨।୨: ବଜାଜ ଫିନ୍‌ସର୍ଭ ଆସେଟ ମ୍ୟାନେଜମେଣ୍ଟ (ବିଏଫ୍‌ଏଏମ୍‌)ର ନୂଆ ଇକ୍ୱିଟି ଫଣ୍ଡ ‘ବଜାଜ ଫିନସର୍ଭ ଲାର୍ଜ ଆଣ୍ଡ ମିଡକ୍ୟାପ ଫଣ୍ଡ ’ର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ଯାହା ପ୍ରତିସ୍ପର୍ଦ୍ଧାତ୍ମକ ନିବେଶ (ମୋଟ ଇନଭେଷ୍ଟିଂ)ଜରିଆରେ ନିବେଶଙ୍କ ସମ୍ପତ୍ତିରେ ବୃଦ୍ଧି ଘଟାଇବାକୁ ରଣକାୈଶଳାମତ୍କ ଭାବରେ ଡିଜାଇନ କରାଯାଇଛି।

ଏହି ଫଣ୍ଡ ଏକ ଓପନ ଏଣ୍ଡେଡ ଇକ୍ୱିଟି ସ୍କିମ, ଯାହା ଉଭୟ ଲାର୍ଜ-କ୍ୟାପ ଏବଂ ମିଡ-କ୍ୟାପରେ ନିବେଶ କରିବାକୁ ଲକ୍ଷ୍ୟ ରଖୁଛି ଏବଂ ଦୀର୍ଘାବଧି ନିରନ୍ତରତା ଏବଂ ଲାଭଉପାର୍ଜନ ସୁନିଶ୍ଚିତ କରିବାକୁ ଅର୍ଥନୈତିକ ପ୍ରତିସ୍ପର୍ଦ୍ଧା ଚିନ୍ତାଧାରା ଉପରେ ଗୁରୁତ୍ୱ ଦେଉଛି। ଏ ସମ୍ପର୍କରେ ବିଏଫଏଏମର ସିଇଓ ଗଣେଶ ମୋହନ କହିଥିଲେ,ଏହି ନୂଆ ଅଫର ବଜାର ଗତିଶୀଳତା ସମ୍ପର୍କରେ ଆମର ରଣକାୈଶଳାମତ୍କ ଦୂରଦୃଷ୍ଟି ଏବଂ ଗଭୀର ହୃଦୟଙ୍ଗମର ଏକ ନିଦର୍ଶନ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭଟାପଲାକୁ ନୂତନ ଗ୍ରାମ ପଞ୍ଚାୟତ ମାନ୍ୟତା ଦାବି ଜୋରଦାର: ଲିଖିତ ଦାବିପତ୍ର ଦାଖଲ

କର୍ଲାମୁଣ୍ଡା,୨୨।୭(ପ୍ରଦୀପ କୁମାର ସାହୁ):କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ଭଟାପଲାକୁ ସୱତନ୍ତ୍ର ଗ୍ରାମ ପଞ୍ଚାୟତର ମାନ୍ୟତା ପ୍ରଦାନ କରିବା ଦାବିରେ ଅଞ୍ଚଳବାସୀଙ୍କ ସୱର ଦିନକୁ ଦିନ ଜୋରଦାର ହେଉଛି। ଦୀର୍ଘଦିନ…

ଆନ୍ଦୋଳନକୁ ନେଇ କଂଗ୍ରେସ କଲା ବଡ଼ ପ୍ଲାନ! ଛାନିଆ ହେଲେ କେନ୍ଦ୍ର ସରକାର, ରାଜନୀତିରେ ଚହଳ…

ନୂଆଦିଲ୍ଲୀ,୨୨।୭: ଦିଲ୍ଲୀରେ ନିଟ୍ (NEET) ପେପର୍ ଲିକ୍ ବିରୋଧରେ ଛାତ୍ରଛାତ୍ରୀଙ୍କ ଆନ୍ଦୋଳନ ବିରୋଧୀ ଦଳଗୁଡ଼ିକ ମଧ୍ୟରେ ଏକ ନୂଆ ଜୀବନ ସଞ୍ଚାର କରୁଛି। ଜୁଲାଇ ୨୦ ତାରିଖରେ…

CJPର ଆନ୍ଦୋଳନ ପରେ ସୋସିଆଲ ମିଡିଆରେ ବଡ଼ ଘୋଷଣା କଲେ ଧର୍ମେନ୍ଦ୍ର ପ୍ରଧାନ, ରାହୁଲଙ୍କୁ ନେଇ କହିଲେ…

ନୂଆଦିଲ୍ଲୀ,୨୨।୭: CJP (ସିଜେପି)ର ‘ଚଲୋ ସଂସଦ’ ପ୍ରଦର୍ଶନ ପରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପ୍ରଥମ ଥର ପାଇଁ ସାର୍ବଜନୀନ ପ୍ରତିକ୍ରିୟା ରଖିଛନ୍ତି। ସେ କଂଗ୍ରେସ ନେତା…

ରାହୁଲ ଗାନ୍ଧୀଙ୍କ ପିଏମ ଆବାସ ସମ୍ମୁଖରେ ଆନ୍ଦୋଳନ ପରେ ପଡିଲା ପ୍ରଭାବ: ସରକାରଙ୍କ ପକ୍ଷରୁ…

ନୂଆଦିଲ୍ଲୀ,୨୨।୭: NEET ପରୀକ୍ଷା ବିବାଦକୁ ନେଇ ବିରୋଧୀଙ୍କ ପ୍ରଦର୍ଶନ ଏବଂ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି ଭିତରେ ସରକାରଙ୍କ ପକ୍ଷରୁ ଏକ ବଡ଼ ଜବାବ…

ବିପଦରେ ବୈଭବ ସୂର୍ଯ୍ୟବଂଶୀଙ୍କ ସ୍ଥାନ! ଜିମ୍ବାୱେ ମ୍ୟାଚରେ ବିଫଳ ହେଲେ…

ନୂଆଦିଲ୍ଲୀ,୨୨।୭: ବୈଭବ ସୂର୍ଯ୍ୟବଂଶୀ ୧୫ ବର୍ଷ ବୟସରେ ନିଜର ଝଡ଼ ବ୍ୟାଟିଂ ବଳରେ ଟିମ ଇଣ୍ଡିଆରେ ସ୍ଥାନ ପାଇଛନ୍ତି। ସେ ଇଂଲଣ୍ଡ ବିପକ୍ଷ ଟି-ଟେଣ୍ଟି ଅନ୍ତର୍ଜାତୀୟ (T20I)…

ଅଧରାତିରେ ହଠାତ୍‌ ୱାଙ୍ଗଚୁକଙ୍କୁ ଭେଟିବାକୁ ଗଲେ ଜେପି ନଡ୍ଡା: ବଢିଲା…

ନୂଆଦିଲ୍ଲୀ,୨୨।୭: ଜଳବାୟୁ କର୍ମୀ ଏବଂ ବୈଜ୍ଞାନିକ ସୋନମ ୱାଙ୍ଗଚୁକଙ୍କୁ ଦିଲ୍ଲୀର ସଫଦରଜଙ୍ଗ ହସ୍ପିଟାଲରୁ ଗୁରୁଗ୍ରାମର ମେଦାନ୍ତ ହସ୍ପିଟାଲକୁ ସ୍ଥାନାନ୍ତରିତ କରାଯାଇଛି। କେନ୍ଦ୍ର ମନ୍ତ୍ରୀ ଜେପି ନଡ୍ଡା ଏବଂ…

ଅଟକରୁ ମୁକ୍ତ ହେବା ପରେ ୪ ବଡ଼ ସର୍ତ୍ତ ରଖିଲେ ରାହୁଲ ଗାନ୍ଧୀ, ସରକାରଙ୍କୁ ପଶିଲା ଭୟ

ନୂଆଦିଲ୍ଲୀ,୨୨।୭: NEET-UG ପରୀକ୍ଷାରେ ଅନିୟମିତତା ଏବଂ ଛାତ୍ରୀଛାତ୍ରଙ୍କ ଉପରେ ହୋଇଥିବା ପୋଲିସ କାର୍ଯ୍ୟାନୁଷ୍ଠାନକୁ ନେଇ ଦେଶର ରାଜଧାନୀରେ ରାଜନୈତିକ ପାରା ଚଢ଼ିବାରେ ଲାଗିଛି। ଲୋକ ସଭାର ବିରୋଧୀ…

ବ୍ୟବସାୟୀଙ୍କ ଘରୁ ଲକ୍ଷାଧିକ ଟଙ୍କା ଚୋରି: ସୁନା-ରୁପା ବି ଛାଡ଼ିଲେନି

କେସିଙ୍ଗା,୨୨।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବସହର ୱାର୍ଡ ନ.୩ରେ ଅମ୍ବାଜି ଏଜେନ୍ସି ବ୍ୟବସାୟୀ ପୁନମ ଜୈନଙ୍କ ଘରୁ ଗତକାଲି ରାତିରେ ତାଲା ଭାଙ୍ଗି ଲକ୍ଷ ଲକ୍ଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri