Posted inଜାତୀୟ

ନାମାଙ୍କନ ପତ୍ର ଦାଖଲ କଲେ ଟିବ୍ରେୱାଲ

କୋଲକାତା,୧୩।୯: ଭାରତୀୟ ଜନତା ପାର୍ଟି (ଭାଜପା) ପ୍ରାର୍ଥୀ ପ୍ରିୟଙ୍କା ଟିବ୍ରେୱାଲ ସୋମବାର ଭବନୀପୁର ବିଧାନସଭା ଆସନରେ ହେବାକୁ ଥିବା ଉପ-ନିର୍ବାଚନ ପାଇଁ ନାମାଙ୍କନପତ୍ର ଦାଖଲ କରିଛନ୍ତି। ସେ ଅଲିପୋରର ସର୍ଭେ ଭବନରେ ନାମାଙ୍କନପତ୍ର ଦାଖଲ କରିଥିଲେ। ତାଙ୍କ ସହ ବିରୋଧୀଦଳର ନେତା ଶୁଭେନ୍ଦୁ ଅଧିକାରୀ, ଭାଜପା ଏମ୍‌ପି ଅର୍ଜୁନ ସିଂ ଏବଂ ଅନ୍ୟ ବରିଷ୍ଠ ନେତାମାନେ ଉପସ୍ଥିତ ଥିଲେ।
ତୃଣମୂଳ କଂଗ୍ରେସ ପ୍ରାର୍ଥୀ ତଥା ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ବିପକ୍ଷରେ ଟିବ୍ରେୱାଲ ନିର୍ବାଚନ ଲଢୁଛନ୍ତି। ୩୦ ସେପ୍ଟେମ୍ବରରେ ଭବାନୀପୁରରେ ମତଦାନ ଅନୁଷ୍ଠିତ ହେବ ଏବଂ ଫଳାଫଳ ୨ ଅକ୍ଟୋବରରେ ଘୋଷଣା କରାଯିବ। କଂଗ୍ରେସ ଏହି ଉପ-ନିର୍ବାଚନରେ ଭାଗ ନେଉନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ମଣିପୁର ହିଂସାରେ ମୃତକଙ୍କ ପରିବାରକୁ ମିଳିବ ୧୦ ଲକ୍ଷ ଟଙ୍କାର ଅନୁକମ୍ପା ରାଶି

ଇମ୍ଫାଲ,୩୦।୫: ମଣିପୁରରେ ଶାନ୍ତି ଫେରାଇ ଆଣିବାକୁ ଯଥା ସମ୍ଭବ ଚେଷ୍ଟା କରାଯାଉଥିବା ବେଳେ ପୁଣି କେତେକ ସ୍ଥାନରେ ହିଂସା ହେଉଥିବା ଖବର ଆସୁଛି। ଏହି ହିଂସାରେ...

କମୁଛି ସଂକ୍ରମଣ

ନୂଆଦିଲ୍ଲୀ,୨୯।୩: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧,୨୫୯ ନୂଆ କରୋନା...

୪ ବର୍ଷ ପୂରିଲା ରାଷ୍ଟ୍ରପତି କୋବିନ୍ଦଙ୍କ କାର୍ଯ୍ୟକାଳ

ନୂଆଦିଲ୍ଲୀ,୨୫ା୭: ରାଷ୍ଟ୍ରପତି ରାମନାଥ କୋବିନ୍ଦ(୭୬)ଙ୍କ କାର୍ଯ୍ୟକାଳକୁ ରବିବାର ୪ ବର୍ଷ ପୂରିଛି। ୪ ବର୍ଷରେ ସେ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ୬୩ ବିଧେୟକକୁ ମଞ୍ଜୁରୀ...

ପରୀକ୍ଷା ସ୍ଥଗିତ ରଖିବାକୁ ସମସ୍ତ ବିଶ୍ୱବିଦ୍ୟାଳୟକୁ କହିଲା ୟୁଜିସି

ନୂଆଦିଲ୍ଲୀ,୧୯।୩ : ଦେଶରେ କରୋନା ସଂକ୍ରମଣ ବୃଦ୍ଧି ପାଉଥିବାରୁ ବିଭିନ୍ନ ବିଶ୍ୱବିଦ୍ୟାଳୟ ପରୀକ୍ଷାକୁ ସ୍ଥଗିତ ରଖିବା ଲାଗି ୟୁଜିସି ପକ୍ଷରୁ ଏକ ସର୍କୁଲାର ଜାରି କରାଯାଇଛି।...

ଚିରାଗଙ୍କ ଦଳକୁ ‘ଭୋଟ କଟର’ପାର୍ଟି ବୋଲି କହିଲେ ଜାଭେଡକର

ନୂଆଦିଲ୍ଲୀ,୧୬ ।୧୦: ବିହାର ବିଧାନସଭା ନିର୍ବାଚନକୁ ନେଇ ରାଜନୈତିକ ଦଳ ମଧ୍ୟରେ ଆରୋପ ପ୍ରତ୍ୟାରୋପ ଲାଗି ରହିଛି । ରାଜ୍ୟରେ ଏବେ ରାଜନୈତିକ ଉଷ୍ମତା ଚରମ...

ଆସିଲା ହୋମ୍‌ କିଟ୍‌, ଏବେ ଘରେ କରିହେବ କରୋନା ଟେଷ୍ଟ୍‌…

ନୂଆଦିଲ୍ଲୀ,୧୩।୭: ଏବେ ଘରେ ବସି ସହଜରେ କରୋନା ଟେଷ୍ଟ୍‌ କରିହେବ। ସ୍ବାସ୍ଥ୍ୟ ସେବା କ୍ଷେତ୍ରରେ କାର୍ଯ୍ୟ କରୁଥିବା ପ୍ରମୁଖ କମ୍ପାନୀ ଏବୋଟ୍‌ ପକ୍ଷରୁ ହୋମ୍‌ କିଟ୍‌...

ପରିଚୟ ପତ୍ର ନ ଥିଲେ ବି ଦିଆଯିବ କରୋନା ଟିକା: ସ୍ବାସ୍ଥ୍ୟ ମନ୍ତ୍ରଣାଳୟ…

ନୂଆଦିଲ୍ଲୀ,୨୪।୫: ଦେଶରେ କରୋନା ମହାମାରୀ ସଂକ୍ରମଣକୁ ରୋକିବା ଲାଗି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କ ପକ୍ଷରୁ ସାର୍ବଜନୀକ ଟିକାକରଣ ଅଭିଯାନ ଜାରି ରହିଛି। ଟିକାକରଣ ପାଇଁ...

ମନେପଡେ ରାବଣ ପୋଡିରେ ରେଳ ଦୁର୍ଘଟଣା

ଅମୃତସର,୮।୧୦: ଅକ୍ଟୋବର ୧୯, ୨୦୧୮। ପଞ୍ଜାବର ଅମୃତସରରେ ରେଲ ଧାରଣା ଉପରେ ଠିଆ ହୋଇ ରାବଣ ପୋଡିର ମଜା ନେଉଥିଲେ ପିଲାଠାରୁ ବୟସ୍କ ପ୍ରାୟ ୭୦ରୁ...

Advertisement
Archives

Model This Week