ଦୁଇ ଝିଅର ବାପାଙ୍କୁ ହୃଦୟ ଦେଇ ବସିଥିଲେ ଏହି ଅଭିନେତ୍ରୀ: ଏବେ ସାଜିଛନ୍ତି ‘ଗୋରୀ ମେମ୍‌’

ବମ୍ବେ: ବଡ ପରଦାରେ ନାଁ କମାଇବା ପରେ ଏବେ ଛୋଟ ପରଦା ମୋହରେ ଅଭିନେତ୍ରୀ ନେହା ପେନ୍‌ଡସେ। ଲୋକପ୍ରିୟ ଧାରାବାହିକ ‘ଭାବିଜୀ ଘର ପେ ହେ’ରେ ସେ ଗୋରି ମେମ୍‌ ଭୂମିକାରେ ଆସୁଛନ୍ତି ନଜର। ପୂର୍ବରୁ ଏହି ଭୂମିକା ନିର୍ବାହ କରୁଥିଲେ ସୋମ୍ୟା ଟଣ୍ଡନ। ହେଲେ ହଠାତ୍‌ ଶୋ’କୁ ଛାଡ଼ିବା ପରେ ନେହାଙ୍କୁ ମିଳିଛି ସୁଯୋଗ। ‘ମେ ଆଇ କମ୍‌ ଇନ୍‌ ମ୍ୟାଡାମ’ ଶୋ’ରେ କାମ କରିଥିଲେ ନେହା। ଏହା ତାଙ୍କୁ ବେଶ୍‌ ପ୍ରସିଦ୍ଧି ଦେଇଥିଲା। ହେଲେ ଓଜନ ଯୋଗୁ ତାଙ୍କୁ ଶୋ’ରୁ ବାହାର କରିଦିଆଯାଇଥିଲା।

ଅଭିନୟକୁ ଛାଡ଼ିଦେଲେ ନେହା ବିବାହକୁ ନେଇ ଚର୍ଚ୍ଚାକୁ ଆସିଥିଲେ। ଗତ ବର୍ଷ ଜାନୁୟାରୀ ୫ରେ ପ୍ରେମିକ ଶାର୍ଦ୍ଦୁଳ ସିଂହଙ୍କ ହାତ ଧରିଥିଲେ ସେ। ନେହା ହେଉଛନ୍ତି ଶାର୍ଦ୍ଦୁଳଙ୍କ ତୃତୀୟ ପତ୍ନୀ। ପୂର୍ବରୁ ବିବାହିତ ଶାର୍ଦ୍ଦୁଳଙ୍କ ଦୁଇଟି ଝିଅ ମଧ୍ୟ ଅଛନ୍ତି। ସେତେବେଳେ ଏହା ଜଣାପଡ଼ିବା ପରେ ଖୁବ୍‌ ଟ୍ରୋଲ ହୋଇଥିଲେ ନେହା। ହେଲେ ସେ ଏହାର ଦୃଢ଼ ଜବାବ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କେବେ ବିବାହ କରିବେ ପ୍ରଭାସ, ନିଜେ ଦେଲେ ଉତ୍ତର

‘ବାହୁବଳୀ’ ଫେମ୍‌ ପ୍ରଭାସଙ୍କ ଲଭ୍‌ ଲାଇଫ୍‌ ବିଷୟରେ ଜାଣିବାକୁ ତାଙ୍କ ପ୍ରଶଂସକ ବେଶ୍‌ ଆଗ୍ରହୀ। ପ୍ରଭାସ କେବେ ଏବଂ କାହାକୁ ବିବାହ କରିବେ ତାହା ଏବେ...

୫ ଅତିଥିଙ୍କ ଉପସ୍ଥିତିରେ ବିବାହ କଲେ ଏହି କଳାକାର

ଛୋଟପରଦାର ସଫଳ କଳାକାର ମନୀଷ ରାୟସିଂଘମ ଏବଂ ସଂଗୀତା ଚୌହାନ ଜୁନ୍‌ ୩୦ରେ ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି। ମୁମ୍ବାଇର ଅନ୍ଧେରୀସ୍ଥିତ ଏକ ଗୁରୁଦ୍ୱାରରେ ମାସ୍କ...

ଫିଲ୍ମ ପାଇଁ ରିୟଲରେ କ୍ୟାମେରା ସମ୍ମୁଖରେ ପ୍ରସବ କରିଥିଲେ ଏହି ଅଭିନେତ୍ରୀ

ଫିଲ୍ମକୁ ସୁପରହିଟ୍‌ କରିବା ପାଇଁ କଳାକାରଙ୍କଠାରୁ ଆରମ୍ଭ କରି ନିର୍ମାତା, ନିର୍ଦ୍ଦେଶକଙ୍କ ପର୍ଯ୍ୟନ୍ତ ସମେସ୍ତ କଠିନ ପରିଶ୍ରମ କରିଥାନ୍ତି। ତେବେ ୯୦ ଦର୍ଶକର ଅଭିନେତ୍ରୀ ଶ୍ୱେତା...

ଟଏଲେଟ୍‌ ସଫା କଲେ ସଲମାନ ଖାନ୍‌

‘ବିଗ ବସ-୧୩’ ଏବେ ଦେଖିବାକୁ ଜବରଦସ୍ତ ହଙ୍ଗାମା। ଚଳିତ ସପ୍ତାହର ସବୁଠୁ ହାଇଭୋଲଟେଜ୍‌ ପାର୍ଟ ଥିଲା ରଶ୍ମି ଦେଶାଇ ଓ ସିଦ୍ଧାର୍ଥ ଶୁକ୍ଲାଙ୍କ ବିଗ ଫାଇଟ।...

କରନ୍‌ଙ୍କ ସହ ବ୍ରେକ୍‌ଅପ୍‌ ପରେ ଅନୁଷାଙ୍କ ଜୀବନରେ ନୂଆ ପ୍ରେମିକଙ୍କ ଏଣ୍ଟ୍ରି: ଏହି ଅଭିନେତାଙ୍କୁ କରୁଛନ୍ତି ଡେଟ୍‌

ବମ୍ବେ: ଗତ ଡିସେମ୍ବରରେ ପ୍ରେମିକ କରନ କୁନ୍ଦ୍ରାଙ୍କଠାରୁ ଅଲଗା ହୋଇଥିଲେ ଭିଜେ ତଥା ଅଭିନେତ୍ରୀ ଅନୁଷା ଦାଣ୍ଡେକର। ଉଭୟଙ୍କ ସମ୍ପର୍କ ତୁଟିବା ପଛର କାରଣ ପ୍ରତାରଣା...

ଗୋଲଡେନ ଫିଲ୍ମ ଆୱାର୍ଡ ଜିତିଲା ‘ଦ କଶ୍ମୀର ଫାଇଲ୍ସ’

ମୁମ୍ବାଇ: ବଲିଉଡ ଫଲ୍ମ ନିର୍ମାତା ବିବେକ ରଞ୍ଜନ ଅଗ୍ନିହୋତ୍ରଙ୍କ ଫିଲ୍ମ ‘ଦ କଶ୍ମୀର ଫାଇଲ୍ସ’ର ନାଁରେ ଆଉ ଏକ ସଫଳତା ଯୋଡି ହୋଇ ଯାଇଛି ।...

ଚଙ୍କି ପାଣ୍ଡେ କରିପାରି ନ ଥିବା କାମ କରି ଦେଖାଇଲେ ଝିଅ ଅନନ୍ୟା

ଅଭିନୟ କ୍ୟାରିୟରରେ ବଲିଉଡ୍‌ ଅଭିନେତା ଚଙ୍କି ପାଣ୍ଡେ ଯେଉଁ କାମ କରିପାରି ନାହାନ୍ତି ତାହା ତାଙ୍କ ଝିଅ ଅନନ୍ୟା କରି ଦେଖାଇଛନ୍ତି। ଏ କଥା ନିଜେ...

ଏହି ଅଭିନେତ୍ରୀଙ୍କ ସହ ବଳାତ୍କାର ସିନ୍‌ ଶୁଟିଂ କରିବାକୁ ସିଧାସିଧା ମନା କରିଦେଇଥିଲେ ଖଳନାୟକ, କାରଣ ଜାଣିଲେ

୮୦ ଦଶକରେ ଫିଲ୍ମକୁ ଦର୍ଶକ ବହୁତ ପସନ୍ଦ କରୁଥିଲେ। ସେହି ସମୟରେ ଏପରି ଅନେକ ଫିଲ୍ମ ଥିଲା ଯେଉଁଥିରେ ଅଭିନେତା ନୁହନ୍ତି ବରଂ ଅଭିନେତ୍ରୀ ଲିଡ୍‌...

Advertisement
Archives

Model This Week