Posted inଖେଳ

ପାରାଲିମ୍ପିକ୍ସରେ ରୌପ୍ୟ ନିଶ୍ଚିତ କଲେ ଭାବିନା

ଟୋକିଓ,୨୮।୮: ଚଳିତ ଟୋକିଓ ପାରାଲିମ୍ପିକ୍ସରେ ଭାରତ ପାଇଁ ରୌପ୍ୟ ପଦକ ନିଶ୍ଚିତ କରିଛନ୍ତି ଭାବିନାବେନ ପଟେଲ। ଶନିବାର ଖେଳାଯାଇଥିବା ଟେବୁଲ ଟେନିସ ଇଭେଣ୍ଟର ସେମିଫାଇନାଲରେ ୩-୨ ବ୍ୟବଧାନରେ ଚାଇନାର ମିଆଓ ଝାଙ୍ଗଙ୍କୁ ହରାଇ ଭାବିନା ଫାଇନାଲରେ ପ୍ରବେଶ କରିଛନ୍ତି। ଏଥିସହିତ ରୌପ୍ୟ ପଦକ ନିଶ୍ଚିତ କରିଛନ୍ତି ୩୪ ବର୍ଷୀୟା ଭାବିନା ।

ସେ ୭-୧୧, ୧୧-୭, ୧୧-୪, ୯-୧୧, ୧୧-୮ରେ ବିଶ୍ୱର ୩ୟ ର଼୍ୟାଙ୍କଧାରୀ ଝାଙ୍ଗଙ୍କୁ ହରାଇ ଦେଇଛନ୍ତି। ତାଙ୍କୁ ଏହି କଡ଼ା ସଂଘର୍ଷପୂର୍ଣ୍ଣ ମ୍ୟାଚ୍‌ ଜିତିବା ପାଇଁ ୩୪ ମିନିଟ୍‌ ଲାଗିଥିଲା। ହ୍ବିଲିଚେୟାରରେ ବସି ଟେବୁଲ ଟେନିସ ଖେଳୁଥିବା ଭାବିନା ବିଶ୍ୱର ଶୀର୍ଷ ର଼୍ୟାଙ୍କଧାରୀ ଚାଇନିଜ ଖେଳାଳି ୟିଙ୍ଗ ଝୋଉଙ୍କୁ ରବିବାର ଖେଳାଯିବାକୁ ଥିବା ଫାଇନାଲରେ ଭେଟିବେ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତ-ବାଂଲାଦେଶ ସମ୍ପର୍କରେ ତିକ୍ତତା: ଭାରତୀୟଙ୍କ ପାଇଁ ଭିସା ସେବା ବନ୍ଦ କଲା ବାଂଲାଦେଶ

ନୂଆଦିଲ୍ଲୀ/ଢାକା,୨୨।୧୨: ଭାରତ ଏବଂ ବାଂଲାଦେଶ ମଧ୍ୟରେ ଦ୍ୱିପାକ୍ଷିକ ସମ୍ପର୍କରେ ବଡ଼ ଧରଣର ଅବନତି ଘଟିଛି। ଗୋଟିଏ ପଟେ ଭାରତ ଚଟ୍ଟଗ୍ରାମରେ ଭିସା ସେବା ସ୍ଥଗିତ ରଖିଥିବା...

ହାଇଦ୍ରାବାଦରୁ ଫେରିଲେ ମୁଖ୍ୟମନ୍ତ୍ରୀ, ଚିଠି ଏପରି କହିଲେ ଧର୍ମେନ୍ଦ୍ର

ଭୁବନେଶ୍ୱର,୨୨।୧୨: ଓଡ଼ିଶା ରାଜ୍ୟ ପଛୁଆ ବର୍ଗ କମିଶନ (OSCBC) ର ପୁନର୍ଗଠନ ପାଇଁ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବ୍ୟକ୍ତିଗତ...

ଟି-୨୦ ବିଶ୍ୱକପ ପାଇଁ ଚୟନ ହୋଇଥିବା ଭାରତୀୟ ଦଳ ଉପରେ ପ୍ରଶ୍ନ ଉଠାଇଲେ ୱାସିମ ଜାଫର, କହିଲେ ଇଶାନ-ୱାଶିଂଟନଙ୍କ ବଦଳରେ…

ନୂଆଦିଲ୍ଲୀ,୨୨।୧୨: ୨୦୨୬ ଟି୨୦ ବିଶ୍ୱକପ ପାଇଁ ଭାରତୀୟ ଦଳ ଘୋଷଣା କରାଯାଇଛି। ସୂର୍ଯ୍ୟକୁମାର ଯାଦବଙ୍କ ଅଧିନାୟକତ୍ୱରେ ଇଶାନ କିଷାନ ଦଳକୁ ଫେରିଛନ୍ତି। ଉପ-ଅଧିନାୟକ ଶୁବମନ ଗିଲ...

Asia Cup ବିଜୟୀ ଦଳକୁ ସ୍ୱତନ୍ତ୍ର ପୁରସ୍କାର ଘୋଷଣା କଲେ ଶାହବାଜ

କରାଚୀ,୨୨ା୧୨: ଦୁବାଇରେ ୧୯ବର୍ଷରୁ କମ୍‌ Asia Cup ବିଜୟୀ ପାକିସ୍ତାନ ଦଳର ସଦସ୍ୟମାନଙ୍କ ଲାଗି ଦେଶର ପ୍ରଧାନମନ୍ତ୍ରୀ ଶାହବାଜ ଶରିଫ ୧୦ ନିୟୁତ ପାକିସ୍ତାନୀ ଟଙ୍କା...

ଓଡ଼ିଶା ହେବ ପୁଞ୍ଜିନିବେଶ ହବ୍, ନିଯୁକ୍ତି ପାଇବେ…

ଭୁବନେଶ୍ବର,୨୨।୧୨:  ଓଡ଼ିଶା ହେବ ପୁଞ୍ଜିନିବେଶ ହବ୍ । ଫାର୍ମା ଓ ଡିଫେନ୍ସ ସହ ବୈଠକ ହୋଇଥିବା ବେଳେ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ...

ହୃଦୟ ବିଦାରକ… ଝିଅ ଖୋଲିଦେଲା ଗୁମର, ପୁରୁଷ ବନ୍ଧୁଙ୍କ ସହ ମିଶି ସ୍ବାମୀଙ୍କୁ ହତ୍ୟା ପରେ ଗ୍ରାଇଣ୍ଡିଂ କରିଦେଲେ ସ୍ତ୍ରୀ

ନୂଆଦିଲ୍ଲୀ,୨୨।୧୨: ଉତ୍ତର ପ୍ରଦେଶର ସମ୍ଭାଲ ଜିଲାର ଚନ୍ଦୌସି ଥାନା ଅଞ୍ଚଳରୁ ଏକ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ ସାମ୍ନାକୁ ଆସିଛି । ଜଣେ ମହିଳା ତାଙ୍କ ପ୍ରେମିକ ଏବଂ...

ଟି-୨୦ ବିଶ୍ୱକପ ପୂର୍ବରୁ ସନ୍ୟାସ ନେଇ ଚମକାଇଲେ ଏହି ଖେଳାଳି, ଟିମ ଇଣ୍ଡିଆକୁ ଲାଗିଲା ବଡ଼ ଝଟକା

ନୂଆଦିଲ୍ଲୀ,୨୨।୧୨: ୨୦୨୬ ଟି୨୦ ବିଶ୍ୱକପ ପାଇଁ ଟିମ ଇଣ୍ଡିଆର ଦଳ ଡିସେମ୍ବର ୨୦ ତାରିଖରେ ଘୋଷଣା କରାଯାଇଥିଲା। ୨୦୨୬ ଟି୨୦ ବିଶ୍ୱକପ ଭାରତ ଏବଂ ଶ୍ରୀଲଙ୍କା...

ବ୍ରାହ୍ମଣୀ ନଦୀରେ ବୁଡ଼ି ଯୁବତୀଯୁବକଙ୍କ ମୃତ୍ୟୁ, କାରଣ ଅସ୍ପଷ୍ଟ

ବଣାଇଁ, ୨୨/୧୨(ପ୍ରଦୀପ ତ୍ରିପାଠୀ):- ସୁନ୍ଦରଗଡ ଜିଲ୍ଲା ଚାନ୍ଦିପୋଷ ଥାନାର ବିରତୋଳା ମନ୍ଦିର ନିକଟରେ ବ୍ରାହ୍ମଣି ନଦୀରେ ଅଭାବନୀୟ ଘଟଣା । ବ୍ରାହ୍ମଣି ନଦୀରେ ବୁଡି ଯୁବତୀଯୁବକଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri