Posted inଜାତୀୟ

ଚାଇନା ସହ ନା ରହିଛି ଯୁଦ୍ଧର ସ୍ଥିତି ନା ରହିଛି ଶାନ୍ତିର ସ୍ଥିତିି: ବାୟୁସେନା ମୁଖ୍ୟ

ନୂଆଦିଲ୍ଲୀ,୨୯ ।୯: ଚାଇନା ସହ ଲାଗି ରହିଥିବା ସୀମା ବିବାଦ ମଧ୍ୟରେ ଉତ୍ତର ସୀମାରେ ଲାଗି ରହିଥିବା ଉତ୍ତେଜନା କମିବାର ନାଁ ନେଉନି । ଏହାକୁ ନେଇ ଭାରତୀୟ ବାୟୁସେନାର ମୁଖ୍ୟ ଆର୍‌କେଏସ୍ ଭଦୁରିଆ କହିଛନ୍ତି ଏବେ ପରିବେଶ ଓ ସାମ୍ପ୍ରତିକ ସୁରକ୍ଷା ପରିସ୍ଥିତି ଏତେ ସହଜ ଲାଗୁନାହିଁ । ସେଠାରେ ନା ଯୁଦ୍ଧର ପରିସ୍ଥିତି ଅଛି ନା ଶାନ୍ତିର । ସେ କହିଛନ୍ତି ଚିନୁକ, ଆପାଚେ ଓ ଅନ୍ୟ ଯୁଦ୍ଧ ବିମାନ ମଧ୍ୟରେ ରାଫାଲ ବିମାନ ଆସିବା ପରେ ବାୟୁସେନାର ଶକ୍ତି ବୃଦ୍ଧି ହୋଇଛି । ଆମର ସୁରକ୍ଷାବଳ ଯେ କୌଣସି ପରିସ୍ଥିତିର ସାମ୍ନା କରିବାକୁ ପ୍ରସ୍ତୁତ ଅଛନ୍ତି । ବାୟୁସେନା ଯେ କୌଣସି ଦୁଃସାହସର ଜବାବ ଦେବାକୁ ସଂକଳ୍ପବଦ୍ଧ । ଭବିଷ୍ୟତରେ ଯଦି କୌଣସି ସଂଘର୍ଷ ହୁଏ ତେବେ ଏହି ବିଜୟରେ ବାୟୁସେନାର ଭୂମିକା ଗୁରୁତ୍ୱପୂର୍ଣ୍ଣ ହେବ ବୋଲି ସେ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

୨୨.୧୯ ଲକ୍ଷ ଟଙ୍କା ହଡ଼ପ ଅଭିଯୋଗ, ପୂର୍ବତନ PACS ସମ୍ପାଦକଙ୍କୁ ଗିରଫ କଲା ଭିଜିଲାନ୍ସ

ବଲାଙ୍ଗୀର,୭ା୮(ସୁନିଲ କୁମାର ମହାନ୍ତି): ପ୍ରାଥମିକ କୃଷି ସମବାୟ ସମିତି (PACS)ଗୁଡ଼ିକରେ ଆର୍ଥିକ ଅନିୟମିତତା ବିରୋଧରେ ବଡ଼ ଧରଣର ପଦକ୍ଷେପ ନେଇଛି ଓଡ଼ିଶା ଭିଜିଲାନ୍ସ । ବଲାଙ୍ଗୀର ଜିଲା…

ଓ୍ବାଇ.ବି. ଖୁରାନିଆଙ୍କ ପରେ କିଏ ହେବେ ପୋଲିସ ମୁଖିଆ: ବଢୁଛି ଚର୍ଚ୍ଚା

ଭୁବନେଶ୍ୱର,୭।୮(ତ୍ରିନାଥ ମହାନ୍ତି):ପୋଲିସ ଡିଜି ଯୋଗେଶ ବାହାଦୁର ଖୁରାନିଆ ଆସନ୍ତା ୧୬ ତାରିଖରେ ଅବସର ନେବେ। ତାଙ୍କ ପରେ କିଏ ହେବ ପରବର୍ତ୍ତୀ ଡିଜିପି ତାହାକୁ ନେଇ କଳ୍ପନାଜଳ୍ପନା…

ସୋନମ ୱାଙ୍ଗଚୁକଙ୍କ ଚାଞ୍ଚଲ୍ୟକର ଖୁଲାସା: ରାହୁଲ ଗାନ୍ଧୀଙ୍କ ହାତରୁ ପିଇଥାନ୍ତି ଜୁସ୍‌, ହେଲେ…

ନୂଆଦିଲ୍ଲୀ, ୭।୮: ସିଜେପି (CJP) ପ୍ରତିବାଦ ସମୟରେ ଅନଶନ କରିଥିବା ସୋନମ ୱାଙ୍ଗଚୁକ ଏକ ବଡ଼ ଖୁଲାସା କରିଛନ୍ତି। ଏହି ଖୁଲାସା ସହ ସେ ରାହୁଲ ଗାନ୍ଧୀଙ୍କ…

ପ୍ରତିବାଦର ପଦଧ୍ୱନି

ସିଜେପି- କକ୍‌ରୋଚ୍‌ ଜନତା ପାର୍ଟି। ନଁା ନ ଥିଲା କି ଗନ୍ଧ ନ ଥିଲା। ଏହା କୌଣସି ରାଜନୈତିକ ଦଳ ବି ନୁହେଁ। ଜଷ୍ଟିସ୍‌ ସୂର୍ଯ୍ୟକାନ୍ତ ଯୁବ…

ନୂତନ ଫାଣ୍ଡିଧିକାରୀଙ୍କ ଯୋଗଦାନ: ଆସୁ ଆସୁ ନେଲେ ବଡ଼ ପଦକ୍ଷେପ

ରିଷିଡା, ୭।୮ (ସୁଶାନ୍ତ ମଲ୍ଲିକ) : କର୍ଲାମୁଣ୍ଡା ବ୍ଲକ ରିଷିଡା ଫାଣ୍ଡିରେ ନୂତନ ଫାଣ୍ଡଧିକାରୀ ଭାବେ ମକରଧ୍ୱଜ ବିଷୋୟୀ ଯୋଗଦେଇଛନ୍ତି । ଏହା ପୂର୍ବରୁ ସେ ଜୁନାଗଡ…

ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଆକ୍ରମଣ – ପ୍ରତି ଆକ୍ରମଣ ଘଟଣା: ଉଭୟ ପକ୍ଷର ୨ ଅଭିଯୁକ୍ତ ସୂର୍ଯ୍ୟ, ରଘୁନାଥଙ୍କୁ …

ଦିଗପହଣ୍ଡି,୭।୮(ଅଶେଷ ନାଥ ମିଶ୍ର) : ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଆକ୍ରମଣ – ପ୍ରତି ଆକ୍ରମଣ ଘଟଣାରେ ସମ୍ପୃକ୍ତ ସାନଖେମୁଣ୍ଡି ବ୍ଳକ ପଳାସପୁର ନିକଟ ରତ୍ନମଣିପୁର ଗ୍ରାମର…

କୋର୍ଟ ସମ୍ମୁଖରେ ଓକିଲ ସଂଘ ସଭାପତିଙ୍କୁ ଆକ୍ରମଣ: ୩ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ବରଗଡ଼,୭।୮(ପ୍ରେମାନନ୍ଦ ଖମାର):ବରଗଡ଼ କୋର୍ଟ ସମ୍ମୁଖରେ ଗୁରୁବାର ଜିଲା ଓକିଲ ସଂଘ ସଭାପତି ଭୀଷ୍ମଦେବ ସରାଫଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି। ମୁଣ୍ଡରେ ଗଭୀର ଆଘାତ ଲାଗିଥିବାରୁ ସହରାଞ୍ଚଳ ଗୋଷ୍ଠୀ…

ବୃଦ୍ଧଙ୍କୁ ୭ ମାସ ହେଲା ମିଳିନି ଭତ୍ତା; ଥାନାରେ ଦେଲେ ଏତଲା, ତା’ପରେ…

ଦିଗପହଣ୍ଡି,୮।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମର କନ୍ତାରୁ ବକ୍ସି(୮୩) ନାମକ ଜଣେ ବୃଦ୍ଧଙ୍କୁ ଗତ ୭ ମାସ ହେଲା ଭତ୍ତା ଟଙ୍କା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri