ଗ୍ୟାରେଜରେ ଅଗ୍ନିକାଣ୍ଡ: ଜଳିଗଲା ୪ ବସ୍‌ ଓ ସ୍କୋର୍ପିଓ

ଭଦ୍ରକ ଅଫିସ,୧୦।୨: ଗ୍ୟାରେଜରେ ନିଆଁ ଲାଗି ୪ଟି ବସ୍‌ ଓ ଗୋଟିଏ ସ୍କୋର୍ପିଓ ଗାଡି। ଜଳିଯାଇଛି। ଏଥିସହ କ୍ୟାବିନ ମଧ୍ୟ ପୋଡିଯାଇଛି। ଭଦ୍ରକ ଜିଲାରେ ମଙ୍ଗଳବାର ବିଳମ୍ବିତ ରାତିରେ ଘଟିଛି ଏହି ଅଘଟଣ। ଅଗ୍ନିଶମ ବାହିନୀର ଦୀର୍ଘ ଘଣ୍ଟାର ଅକ୍ଲାନ୍ତ ପରିଶ୍ରମ ପରେ ନିଆଁକୁ ଆୟତ୍ତ କରାଯାଇଛି।
ଭଦ୍ରକ ଜିଲା ୧୬ ନ. ଜାତୀୟ ରାଜପଥ ଡାହାଣୀଗଡ଼ିଆ ଛକ ନିକଟ ହରିଶଙ୍କର ଗ୍ୟାରେଜରେ ଏହି ଭୟାବହ ଅଗ୍ନିକାଣ୍ଡ ଘଟିଛି। ୪ଟି ବସ୍‌, ଗୋଟିଏ ସ୍କୋର୍ପିଓ ସମେତ କ୍ୟାବିନ ଜଳୁଥିବା ଦେଖି ସ୍ଥାନୀୟ ଲୋକେ ଅଗ୍ନିଶମ ବାହିନୀକୁ ଖବର ଦେଇଥିଲେ। ଅଗ୍ନିଶମ ବାହିନୀ ର ତିନୋଟି ଗାଡି ଏହି ନିଆଁ ଲିଭା କାର୍ଯ୍ୟରେ ନିୟୋଜିତ ହୋଇ ଦୀର୍ଘ ୩ ଘଣ୍ଟାର ପରିଶ୍ରମ ପରେ ନିଆଁକୁ ଆୟତ କରିଥିଲେ। ନିଆଁ ଆୟତ୍ତ ହୋଇଥିଲେ ମଧ୍ୟ ସେତେବେଳକୁ ୪ଟି ବସ ଓ ଗୋଟିଏ ସ୍କୋର୍ପିଓ ଜଳି ପାଉଁଶ ହୋଇଯାଇଥିଲା। ବସ ଭିତରେ ଶୋଇଥିବା ବସର କର୍ମଚାରୀ ନିଆଁ ଲାଗିବା ଦେଖି ଜୀବନ ବିକଳରେ ବାହାରକୁ ଦୌଡ଼ି ପଳାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କରୋନା କଟକଣାକୁ ଫୁ: ୪ ଦୋକାନକୁ ୮୫ ହଜାର ଜରିମାନା

କେସିଙ୍ଗା,୩୧।୫(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କେସିଙ୍ଗା ସହରରେ କୋଭିଡ୍‌ ଗାଇଡ୍‌ଲାଇନ୍‌ ଉଲ୍ଲଂଘନ ନେଇ ସୋମବାର ୪ଟି ଦୋକାନକୁ ସିଲ କରାଯାଇଛି। ଏହି ୪ଟି ଦୋକାନରୁ ୮୫ ହଜାର...

ଅଙ୍ଗନୱାଡି କେନ୍ଦ୍ର, ଛତୁଆ ୟୁନିଟ୍‌ରେ ଚଢ଼ାଉ

ବାଲେଶ୍ୱର ଅଫିସ,୩୦ା୫: ବାଲେଶ୍ୱର ଜିଲାପରିଷଦ ଅଧ୍ୟକ୍ଷ ନାରାୟଣ ପ୍ରଧାନ ଶନିବାର ସଦର ବ୍ଲକ ଅଧୀନ ବିଭିନ୍ନ ଅଙ୍ଗନୱାଡ଼ି କେନ୍ଦ୍ର ପରିଦର୍ଶନ କରିବା ସହ ପରିଖି ପଞ୍ଚାୟତରେ ଥିବା...

ପୁଅକୁ ହତ୍ୟା କଲେ ବାପା

ନବରଙ୍ଗପୁର,୧୧ା୭(ବି.ପ୍ର.): ନିଜର ଏକମାତ୍ର ପୁଅକୁ ହତ୍ୟା ଜଣେ ମଦ୍ୟପ ବାପା ହତ୍ୟା କରିବା ଘଟଣା ନବରଙ୍ଗପୁର ଜିଲା ତେନ୍ତୁଳିଖୁଣ୍ଟି ବ୍ଲକର ଖାତିଗୁଡ଼ା ଥାନା ଅନ୍ତର୍ଗତ ଗୋଡ଼ିଗାଁ...

ବନ୍ଧୁକ କାରବାରରେ କେବିଏନ୍‌ ଗ୍ୟାଙ୍ଗ

ଭୁବନେଶ୍ୱର, ୨୮।୧୧(ବ୍ୟୁରୋ): ଅପରାଧ ଘଟାଇ ଭିଡିଓ ଭାଇରାଲ କରି ରାଜଧାନୀରେ ଆତଙ୍କ ଖେଳାଇଥିବା ବୁବୁ ଜେନାଙ୍କ କେବିଏନ୍‌ ଗ୍ୟାଙ୍ଗ ସମ୍ପର୍କରେ ତଦନ୍ତବେଳେ କମିଶନରେଟ ପୋଲିସକୁ ସଫଳତା...

ଗୋଦାମ ଅଭାବରୁ ଅବ୍ୟବସ୍ଥା: ସ୍ବାଭାବିକ ହୋଇପାରୁନି ଧାନ ସଂଗ୍ରହ

ଯାଜପୁର ଅଫିସ,୨୮।୨: ରାଜ୍ୟରେ ୨୦୨୦-୨୧ ଖରିଫ ବର୍ଷର ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। ତେବେ ଧାନସଂଗ୍ରହ ଠିକ୍‌ ଭାବେ ହେଉ ନ ଥିବାରୁ ବିଭିନ୍ନ ମଣ୍ଡିରେ...

ପୂର୍ବ ଉପକୂଳବର୍ତ୍ତୀ ସମୁଦ୍ରରେ ୨ ମାସିଆ କଟକଣା

ପାରାଦୀପ,୧୫ା୪(ସ୍ବ.ପ୍ର.): ଓଡ଼ିଶାର ୪୮୦ କିମି ପୂର୍ବ ଉପକୂଳ ସମୁଦ୍ରରେ ଶୁକ୍ରବାରଠାରୁ ୨ ମାସିଆ ସାମୁଦ୍ରିକ କଟକଣା ଲାଗୁ ହୋଇଛି। ଜୁନ୍‌ ୧୪ ପର୍ଯ୍ୟନ୍ତ ଏହି କଟକଣା...

ଭୁବନେଶ୍ୱରରେ ସୁଲୋଚନା, କଟକରେ ସୁବାସ; ବ୍ରହ୍ମପୁରରେ ସଂଘମିତ୍ରା

ଭୁବନେଶ୍ୱର,୨୬ା୩(ବ୍ୟୁରୋ): ପୌର ନିର୍ବାଚନର ଫଳାଫଳ ଶନିବାର ପ୍ରକାଶ ପାଇଥିବା ବେଳେ ୩ ମହାନଗର ନିଗମର ମେୟର ପଦବୀ ବିଜେଡି ହାତକୁ ଯାଇଛି। ଭୁବନେଶ୍ୱରରୁ ବିଜେଡିର ସୁଲୋଚନା...

ଅଧିକ ସଂଖ୍ୟାରେ କ୍ଷୁଦ୍ର ଖାଦ୍ୟ ପ୍ରକ୍ରିୟାକରଣ ଉଦ୍ୟୋଗ ପ୍ରତିଷ୍ଠା ହେବ

ଭୁବନେଶ୍ୱର, ୨୨।୬(ବ୍ୟୁରୋ):ଓଡ଼ିଶାର ବିଭିନ୍ନ ଜିଲାରେ ଅଧିକ କ୍ଷୁଦ୍ର ଖାଦ୍ୟ ପ୍ରକ୍ରିୟାକରଣ ଉଦ୍ୟୋଗ ପ୍ରତିଷ୍ଠା ଲାଗି ପିଏମ୍‌ଏଫ୍‌ଏମ୍‌ଇ ରାଜ୍ୟ କୋର୍‌ ଗ୍ରୁପ୍‌ ବୈଠକରେ ନିଷ୍ପତ୍ତି ହୋଇଛି। ଅଣୁ,...

Advertisement
Archives

Model This Week