ଗ୍ୟାରେଜରେ ଅଗ୍ନିକାଣ୍ଡ: ଜଳିଗଲା ୪ ବସ୍‌ ଓ ସ୍କୋର୍ପିଓ

ଭଦ୍ରକ ଅଫିସ,୧୦।୨: ଗ୍ୟାରେଜରେ ନିଆଁ ଲାଗି ୪ଟି ବସ୍‌ ଓ ଗୋଟିଏ ସ୍କୋର୍ପିଓ ଗାଡି। ଜଳିଯାଇଛି। ଏଥିସହ କ୍ୟାବିନ ମଧ୍ୟ ପୋଡିଯାଇଛି। ଭଦ୍ରକ ଜିଲାରେ ମଙ୍ଗଳବାର ବିଳମ୍ବିତ ରାତିରେ ଘଟିଛି ଏହି ଅଘଟଣ। ଅଗ୍ନିଶମ ବାହିନୀର ଦୀର୍ଘ ଘଣ୍ଟାର ଅକ୍ଲାନ୍ତ ପରିଶ୍ରମ ପରେ ନିଆଁକୁ ଆୟତ୍ତ କରାଯାଇଛି।
ଭଦ୍ରକ ଜିଲା ୧୬ ନ. ଜାତୀୟ ରାଜପଥ ଡାହାଣୀଗଡ଼ିଆ ଛକ ନିକଟ ହରିଶଙ୍କର ଗ୍ୟାରେଜରେ ଏହି ଭୟାବହ ଅଗ୍ନିକାଣ୍ଡ ଘଟିଛି। ୪ଟି ବସ୍‌, ଗୋଟିଏ ସ୍କୋର୍ପିଓ ସମେତ କ୍ୟାବିନ ଜଳୁଥିବା ଦେଖି ସ୍ଥାନୀୟ ଲୋକେ ଅଗ୍ନିଶମ ବାହିନୀକୁ ଖବର ଦେଇଥିଲେ। ଅଗ୍ନିଶମ ବାହିନୀ ର ତିନୋଟି ଗାଡି ଏହି ନିଆଁ ଲିଭା କାର୍ଯ୍ୟରେ ନିୟୋଜିତ ହୋଇ ଦୀର୍ଘ ୩ ଘଣ୍ଟାର ପରିଶ୍ରମ ପରେ ନିଆଁକୁ ଆୟତ କରିଥିଲେ। ନିଆଁ ଆୟତ୍ତ ହୋଇଥିଲେ ମଧ୍ୟ ସେତେବେଳକୁ ୪ଟି ବସ ଓ ଗୋଟିଏ ସ୍କୋର୍ପିଓ ଜଳି ପାଉଁଶ ହୋଇଯାଇଥିଲା। ବସ ଭିତରେ ଶୋଇଥିବା ବସର କର୍ମଚାରୀ ନିଆଁ ଲାଗିବା ଦେଖି ଜୀବନ ବିକଳରେ ବାହାରକୁ ଦୌଡ଼ି ପଳାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

‘ଧରିତ୍ରୀ’ ଖବରର ପ୍ରଭାବ: ତାଲିଯୋଡ଼ି ବ୍ରିଜ୍‌ ଧୋଇଯାଇଥିବା ଦୁର୍ଗମ ଗାଁରେ ପହଞ୍ଚି ସ୍ଥିତି ପରଖିଲେ IIC, ଶୁଖିଲା ଖାଦ୍ୟ ବାଣ୍ଟି…

ଦାରିଙ୍ଗବାଡ଼ି, ୨୯।୧୦ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ି ପଞ୍ଚାୟତର ୩ଟି ଗାଁକୁ ସଂଯୋଗ କରୁଥିବା ତାଲିଯୋଡ଼ି ନଦୀର ବ୍ରିଜ୍‌ ଧୋଇ ହୋଇଯିବା ଘଟଣା…

ଦିଗପହଣ୍ଡିରେ ପ୍ରବଳ ବର୍ଷା: ପୁଣି ଖୋଲାଗଲା ଘୋଡ଼ାହାଡ଼ ଡ୍ୟାମ୍‌ର ୩ ଗେଟ୍, ଫାସିଗୁଡ଼ାରେ ମନ୍ଦିରରେ ଫସିଥିବା ୧୫ ଜଣଙ୍କୁ…

ଦିଗପହଣ୍ଡି, ୨୯।୧୦ (ଅଶେଷ ନାଥ ମିଶ୍ର): ବଙ୍ଗୋପସାଗରରେ ସୃଷ୍ଟ ବାତ୍ୟା ‘ଅର୍ଣ୍ଣବ’ ପ୍ରଭାବରେ ପ୍ରବଳ ବର୍ଷା ଯୋଗୁଁ ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ବନ୍ୟା ବିଭୀଷିକା ଦେଖାଦେଇଛି।…

ନୀତୀଶଙ୍କ ଘନିଷ୍ଠ ସହଯୋଗୀ ଏବେ ହୋଇପାରନ୍ତି ସମ୍ରାଟଙ୍କ ପ୍ରମୁଖ ସଚିବ; ବିହାରକୁ ଫେରିବାକୁ ଯାଉଛନ୍ତି ଓଡ଼ିଶା କ୍ୟାଡରର ଆଇଏଏସ!

ପାଟନା,୨୯।୧୦: ଓଡ଼ିଶା କ୍ୟାଡରର ଭାରତୀୟ ପ୍ରଶାସନିକ ସେବା (IAS) ଅଧିକାରୀ ସଞ୍ଜୟ କୁମାର ସିଂହ, ଯିଏ ମୂଳତଃ ବିହାରର ବାସିନ୍ଦା, ତାଙ୍କୁ ମୁଖ୍ୟମନ୍ତ୍ରୀ ସମ୍ରାଟ ଚୌଧୁରୀଙ୍କ ପ୍ରମୁଖ…

ବାତ୍ୟା ଅର୍ଣ୍ଣବ ପ୍ରଭାବ, ଉପୁଡ଼ି ପଡ଼ିଲା ଗଛ, ଛିଣ୍ଡିଲା ବିଦ୍ୟୁତ୍‌ ତାର

ଲାଞ୍ଜିଗଡ଼, ୨୯ା୧୦(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକର ବିଭିନ୍ନ ସ୍ଥାନରେ ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଗଛ ପଡି ରାସ୍ତା ଅବରୋଧ ହୋଇଥିବା ବେଳେ ବିଦ୍ୟୁତ…

ତପ୍ତପାଣି ଘାଟିରେ ପ୍ରଳୟଙ୍କରୀ ରୂପ: ପାହାଡ଼ ଧସି ଭାସିଗଲା କଲଭର୍ଟ, ୩୨୬ ନମ୍ବର NHରେ ଗାଡ଼ି ଚଳାଚଳ ଠପ୍

ଦିଗପହଣ୍ଡି, ୨୯।୧୦ (ଅଶେଷ ନାଥ ମିଶ୍ର): ଲଗାଣ ବର୍ଷା ଯୋଗୁ ଗଞ୍ଜାମ-ଗଜପତି ସୀମାନ୍ତ ତପ୍ତପାଣି ଘାଟିର ବେଲଗଡ଼ ନିକଟରେ ଥିବା ଏକ କଲଭର୍ଟ ପାହାଡ଼ିଆ ପାଣିର ପ୍ରବଳ…

ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କୁ ନେଇ ଚାଞ୍ଚଲ୍ୟକର ବୟାନ ଦେଲେ ୟୁସୁଫ ପଠାନ

ନୂଆଦିଲ୍ଲୀ,୨୯।୧୦: ପଶ୍ଚିମବଙ୍ଗର ମୁର୍ସିଦାବାଦରେ ସିଇସି ଜ୍ଞାନେଶ କୁମାରଙ୍କ ବିରୋଧରେ ବିକ୍ଷୋଭ ପ୍ରଦର୍ଶନ କରି ଏନସିପି ସାଂସଦ ୟୁସୁଫ ପଠାନ କହିଛନ୍ତି ଯେ ଏହି ଦେଶର ଯୁବକ ଏବଂ…

ସମୁଦ୍ରକୁ ଶଙ୍ଖେ: ଶ୍ରୀବଣା ଗ୍ରାମରେ ଭୋକରେ ଛଟପଟ ବନ୍ୟା ବିପନ୍ନ, ପ୍ରଶାସନିକ ଅବହେଳା ଭିତରେ ସହାୟତା…

ଗଞ୍ଜାମ,୨୯।୧୦ (ବିଦ୍ୟାଧର ସାହୁ): ବାତ୍ୟା ‘ଅର୍ଣ୍ଣବ’ ପ୍ରଭାବରେ ସମଗ୍ର ବ୍ଲକର ପ୍ରାୟ ୧୫ଟି ପଞ୍ଚାୟତ ପ୍ରଭାବିତ ହୋଇଥିବା ବେଳେ ମଲାଡ଼ ପଞ୍ଚାୟତର ଶ୍ରୀବଣା ଗ୍ରାମ ବେଶ୍ କ୍ଷତିଗ୍ରସ୍ତ…

ଇଚ୍ଛାପୁର ବ୍ରିଜ୍‌ରେ ବନ୍ୟାଜଳ: ଛତ୍ରପୁର ଷ୍ଟେଶନରେ ଅଟକିଲା ଯଶୋବନ୍ଦପୁର-ହାୱଡ଼ା ଟ୍ରେନ୍, ଫସିଲେ ହଜାର ହଜାର…

ଛତ୍ରପୁର, ୨୯।୧୦ (ଦିଲ୍ଲୀପ ସାମଲ): ଇଚ୍ଛାପୁର ବ୍ରିଜ୍‌ ଉପରେ ବନ୍ୟାଜଳ ପ୍ରବାହିତ ହେବା ଯୋଗୁ ରେଳ ଚଳାଚଳ ଗୁରୁତର ଭାବେ ବାଧାପ୍ରାପ୍ତ ହୋଇଛି। ଏହାର ପ୍ରଭାବରେ ଯଶୋବନ୍ଦପୁର-ହାୱଡ଼ା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?