ଗେରୁଆ ରଙ୍ଗରେ ସଜେଇ ହୋଇଛି ଭଦ୍ରକ

ଭଦ୍ରକ ଅଫିସ,୩୦ା୩: ଭଦ୍ରକ ସହରରେ ଚାଲିଥିବା ଐତିହାସିକ ଶ୍ରୀରାମ ନବମୀ ମହାଯଜ୍ଞର ଗୁରୁବାର ପୂର୍ଣ୍ଣାହୁତି ଥିବାବେଳେ ନଗର ସଂକୀର୍ତ୍ତନ ପାଇଁ ଗେରୁଆ ରଙ୍ଗରେ ସଜେଇ ହୋଇଛି ଭଦ୍ରକ ସହର। ସହରର ପୋଷ୍ଟ ଅଫିସ ଛକ, ଅପର୍ତ୍ତିବିନ୍ଧା ଛକ, ଟାଉନହଲ ଛକ, ବନ୍ତ ଛକ ଆଦି ପ୍ରମୁଖ ଛକରେ ଶ୍ରୀରାମ ଓ ହନୁମାନଙ୍କ ତୈଳ ଚିତ୍ର ସାଙ୍ଗକୁ ଗେରୁଆ କପଡ଼ାରେ ଟାଓ୍ବାର ନିର୍ମାଣ କରାଯାଇଛି। ଅପରାହ୍ନରେ ୧୦୦ରୁ ଊର୍ଦ୍ଧ୍ୱ ମେଢ଼ ନଗର ସଂକୀର୍ତ୍ତନରେ ସହର ପରିକ୍ରମା କରିବ।


Enter your email to get our daily news in your inbox.

All Right Reserved By Dharitri.Com

ବୟଫ୍ରେଣ୍ଡଙ୍କ କାର୍‌ରେ ୩୪୦୦ ଚୁମ୍ବନ ଦେଲେ ଗର୍ଲଫ୍ରେଣ୍ଡ: ଶେଷରେ ଭୋଗିବାକୁ ପଡ଼ିଲା…

ଗ୍ବାଲିୟର, ୨୬।୮:ସୋସିଆଲ ମିଡିଆରେ ଭାଇରାଲ ହେବା ପାଇଁ ପ୍ରେମ ପ୍ରକାଶର ଏକ ଅଜବ ଉପାୟ ଜଣେ ଯୁବକଙ୍କୁ ମହଙ୍ଗା ପଡ଼ିଛି। ଗ୍ବାଲିୟରରେ ଜଣେ ଯୁବତୀ ନିଜ ପ୍ରେମିକଙ୍କ…

ରକ୍ଷାବନ୍ଧନରେ ହେଉଛି ଅଦ୍ଭୁତ ତ୍ରିବେଣୀ ସଂଗମ: ଏହି ଶୁଭ ମୁହୂର୍ତ୍ତରେ ରାକ୍ଷୀ ବାନ୍ଧିଲେ ଚମକିବ ଭାଇଙ୍କ ଭାଗ୍ୟ!

ରକ୍ଷାବନ୍ଧନ ଭାଇ-ଭଉଣୀଙ୍କ ପବିତ୍ର ସମ୍ପର୍କର ପ୍ରତୀକ। ଏହି ପର୍ବରେ ଯେତେବେଳେ ଶୁଭ ଯୋଗ ଗଠିତ ହୁଏ, ସେତେବେଳେ ଏହାର ମହତ୍ତ୍ୱ ଆହୁରି ବଢ଼ିଯାଏ। ଚଳିତ ବର୍ଷ ଅଗଷ୍ଟ…

ସରକାରଙ୍କ ବଡ଼ ଘୋଷଣା: ଇଣ୍ଟରକାଷ୍ଟରେ ବିବାହ କଲେ ମହିଳାଙ୍କୁ ମିଳିବ ଅଢ଼େଇ ଲକ୍ଷ!

ନୂଆଦିଲ୍ଲୀ,୨୬।୮: ବିହାରର ମୁଖ୍ୟମନ୍ତ୍ରୀ ସମ୍ରାଟ ଚୌଧୁରୀ ରାଜ୍ୟର ମହିଳା, ବିଶେଷକରି ଅନୁସୂଚିତ ଜାତି (SC) ଓ ଅନୁସୂଚିତ ଜନଜାତି (ST) ବର୍ଗର ମହିଳାଙ୍କ ପାଇଁ ବଡ଼ ଘୋଷଣା…

ସୁନ୍ଦରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନାରୁ ହତ୍ୟା ଅଭିଯୁକ୍ତ ଫେରାର

ସୁନ୍ଦରଗଡ଼, ୨୬।୮ (ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ଜଣେ ହତ୍ୟା ଅଭିଯୁକ୍ତ ମଙ୍ଗଳବାର ରାତିରେ ଫେରାର ହୋଇଯାଇଛନ୍ତି। ପରିସ୍ରା ଯିବା…

ହସ୍ପିଟାଲରେ ଭୀଷଣ ଅଗ୍ନିକାଣ୍ଡ: ଜୀଅନ୍ତା ଜଳିଗଲେ ୧୫ ନବଜାତ ଶିଶୁ

ଇସଲାମାବାଦ,୨୬।୮: ଇସଲାମାବାଦର ପାକିସ୍ତାନ ଇନଷ୍ଟିଚ୍ୟୁଟ ଅଫ ମେଡିକାଲ ସାଇନ୍ସର ସ୍ତ୍ରୀ ରୋଗ ୱାର୍ଡରେ ଭୀଷଣ ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ୧୫ ନବଜାତ ଶିଶୁଙ୍କ ମୃତ୍ୟୁ ହୋଇଛଇ। ୱାର୍ଡରେ…

ମୁଁ ଆଶା କରୁଛି ଯେ…ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ମୋଦି

ନୂଆଦିଲ୍ଲୀ,୨୬।୮:ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମିଲାଦ-ଉନ-ନବି (ଇଦ) ଅବସରରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ବୁଧବାର ସମାଜକୁ ଏକ ବାର୍ତ୍ତା ଦେଇ, ସେ କରୁଣା ଏବଂ ସମ୍ପ୍ରଦାୟ ପ୍ରତି ଅବଦାନର…

ସେପ୍ଟେମ୍ବରରେ ଶୁକ୍ରଙ୍କ ନକ୍ଷତ୍ର ପରିବର୍ତ୍ତନ ଆଣିବ ବଡ଼ ସଫଳତା: ଏହି ୩ ରାଶିଙ୍କ ଉପରେ ଧନବର୍ଷା, ଲଭ ଲାଇଫ୍‌ରେ…

ଶୁକ୍ର ଗ୍ରହ ୨୫ ଅଗଷ୍ଟରେ ଚିତ୍ରା ନକ୍ଷତ୍ରରେ ପ୍ରବେଶ କରିଛନ୍ତି। ଏବେ ଶୁକ୍ର ସ୍ବାତୀ ନକ୍ଷତ୍ରରେ ପ୍ରବେଶ କରିବେ। ଜ୍ୟୋତିଷ ଅନୁସାରେ, ଶୁକ୍ର ଗ୍ରହ ସୁଖ, ସୌନ୍ଦର୍ଯ୍ୟ,…

ଯୁବ ରେଡକ୍ରସ ସଚେତନତା କାର୍ଯ୍ୟକ୍ରମ: ସମାଜରୁ ଅନ୍ଧବିଶ୍ୱାସ ଦୂର କରିବାକୁ ଆହ୍ବାନ

ଦିଗପହଣ୍ଡି,୨୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମକୋଇ ଗ୍ରାମସ୍ଥିତ ଚିଦାନନ୍ଦ ସରସ୍ବତୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ୨୦୨୬-୨୭ ଶିକ୍ଷାବର୍ଷର ଯୁବ ରେଡକ୍ରସ ୟୁନିଟର ଇଣ୍ଡକ୍ସନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri