କାଳୀପୂଜା ପାଇଁ ଭଦ୍ରକ ଚଳଚଞ୍ଚଳ: ସାତ ଦିନ ଧରି ସପ୍ତମାତୃକା ବେଶରେ ଦର୍ଶନ ଦେବେ ମା’ ଭଦ୍ରକାଳୀ

ଭଦ୍ରକ,୧୨।୧୧(ସନାତନ ରାଉତ ): ଓଡ଼ିଶା ପ୍ରସିଦ୍ଧ ଭଦ୍ରକ କାଳୀପୂଜା ପାଇଁ ଭଦ୍ରକ ସହର ଚଳଚଞ୍ଚଳ ହୋଇ ଉଠିଛି। ସହରର ୯ଟି ମଣ୍ଡପରେ ମା’ ଙ୍କୁ ଆରାଧନା କରାଯାଉ ଥିବାବେଳେ ଭଦ୍ରକର ଅଧିଷ୍ଠାତ୍ରୀ ଦେବୀ ମା’ ଭଦ୍ରକାଳୀଙ୍କ ପୀଠରେ ପୂଜା ଓ ବିଶ୍ୱଶାନ୍ତି ଯଜ୍ଞ ଆରମ୍ଭ ହୋଇଛି। ସକାଳ ସମୟରେ ସାଳନ୍ଦୀ ନଦୀର ଆହାରପଦା ଘାଟରୁ ହଜାର ହଜାର ସଂଖ୍ୟାର ମାନସିକଧାରୀ ମହିଳାମାନେ କଳସ ଶୋଭାଯାତ୍ରାରେ ଆସି ମା’ଙ୍କ ପୀଠରେ ପହଞ୍ଚି ଘଟ ସ୍ଥାପନ କରିଥିଲେ। ପୂଜକ ମାନଙ୍କ ଦ୍ୱାରା ଶୁଭଧିବାସ ପରେ ବିଧି ଅନୁଯାୟୀ ପୂଜା କର୍ମ ଆରମ୍ଭ ହୋଇଥିଲା । ସାରେ ଚଣ୍ଡୀ ପାଠ ଓ ବିଷ୍ଣୁମାତାଙ୍କ ପୀତ୍ୟାର୍ଥେ ଦୀପ ଯଜ୍ଞ ଅନୁଷ୍ଠିତ ହେବ। ସାତ ଦିନ ଧରି ସପ୍ତମାତୃକା ବେଶରେ ଦର୍ଶନ ଦେବେ ମା’ ଭଦ୍ରକାଳୀ। ପ୍ରଥମ ଦିନରେ ବେଦମାତା, ଦ୍ୱିତୀୟ ଦିନରେ ମହାକାଳୀ, ତୃତୀୟ ଦିନ ରାଜରାଜେଶ୍ୱରୀ, ଚତୁର୍ଥ ଦିନ ସିଂହବାହିନୀ, ପଞ୍ଚମ ଦିନ ଜଗଦ୍ଧାତ୍ରୀ, ଷଷ୍ଠରେ ମହା ସରସ୍ବତୀ ଓ ସପ୍ତମ ବା ଅନ୍ତିମ ଦିବସରେ ମହାଲକ୍ଷ୍ମୀ ବେଶରେ ଦର୍ଶନ ଦେବେ ମା’।


Enter your email to get our daily news in your inbox.

All Right Reserved By Dharitri.Com

ଗଜପତିରେ ଗଞ୍ଜେଇ କାରବାର ଉପରେ ପୋଲିସର ଶକ୍ତ ପ୍ରହାର: ୪.୦୬ ଟନ୍‌ର ଗଞ୍ଜେଇ ଜବତ, ମୂଲ୍ୟ…

ପାରଳାଖେମୁଣ୍ଡି/ମୋହନା, ୨୬।୩ (ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର): ଗଜପତି ଜିଲାରେ ଅବାଧ ଗଞ୍ଜେଇ ଚାଷ ଓ ଚାଲାଣକୁ ରୋକିବା ପାଇଁ ପୋଲିସ ପ୍ରଶାସନ ପକ୍ଷରୁ ଚଢାଉକୁ ଜୋରଦାର କରାଯାଇଛି।…

୧୬ ବର୍ଷୀୟା ଶାଳୀଙ୍କୁ ବଳାତ୍କାର କରି ହତ୍ୟା କରିଥିଲେ ଭିଣୋଇ, ଆସିଲା ମାମଲାର ରାଏ…

ବ୍ରହ୍ମପୁର,୨୬।୩(ସୁବାସ ଚନ୍ଦ୍ର ପାଢ଼ୀ): ଫାଷ୍ଟଟ୍ରାକ୍‌ ପୋକ୍‌ସୋ ଜଜ୍‌ ପ୍ରଣତି ପଟ୍ଟନାୟକ ଗୁରୁବାର ଏକ ନାବାଳିକା ବଳାତ୍କାର ଓ ହତ୍ୟା ମାମଲାର ବିଚାର କରି ଦୋଷୀଙ୍କୁ ଆଜୀବନ କାରାଦଣ୍ଡରେ…

ଗଜପତିରେ ଭାଜପାକୁ ବଡ଼ ଝଟକା: ଶଙ୍ଖ ଭବନରେ ବିଜେଡିରେ ସାମିଲ ହେଲେ ସରପଞ୍ଚଙ୍କ ସମେତ ୬୦ରୁ ଊଦ୍ଧର୍‌ବ କର୍ମୀ, ସ୍ବାଗତ କଲେ…

ପାରଳାଖେମୁଣ୍ଡି, ୨୬।୩ (ଗିରିଧାରୀ ପରିଚ୍ଛା): ଗଜପତି ଜିଲାରେ ଭାଜପା ଦଳକୁ ଏକ ଶକ୍ତ ଧକ୍କା ଲାଗିଛି। ଗୋଷାଣି ବ୍ଲକ ଅନ୍ତର୍ଗତ ରମ୍ପା ପଞ୍ଚାୟତର ଭାଜପା ସମର୍ଥିତ ସରପଞ୍ଚଙ୍କ…

ମାଙ୍କଡ଼ ମାରି ଇନ୍‌ଷ୍ଟାଗ୍ରାମରେ କରିଥିଲେ ପୋଷ୍ଟ, ଏବେ…

ବାଲିଗୁଡ଼ା, ୨୬ା୩(ସଞ୍ଜୟ କୁମାର ପାଣିଗ୍ରାହୀ):ମାଙ୍କଡ଼ ମାରି ଇନ୍‌ଷ୍ଟାଗ୍ରାମରେ ଫଟୋ ପୋଷ୍ଟ କରିବା ମହଙ୍ଗା ପଡିଛି। ବନ ବିଭାଗ ସମ୍ପୃକ୍ତ ୨ଜଣ ଯୁବକଙ୍କୁ ଗିରଫ କରି କୋର୍ଟ ଚାଲାଣ…

ସ୍କୁଲ ଆସୁ ନ ଥିଲେ ପିଲା: ଘରକୁ ଘର ବୁଲି ଛାତ୍ରୀଛାତ୍ରଙ୍କୁ ଡାକିଲେ ବିଇଓ, ୩ ମାସ ମଧ୍ୟରେ…

କୋକସରା, ୨୬।୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବଡ଼ପୋଡ଼ାଗୁଡ଼ା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଶ୍ରେଣୀଗୃହ ବିପଦସଙ୍କୁଳ ଅବସ୍ଥାରେ ରହିଛି। ଏଣୁ ଛାତ୍ରୀଛାତ୍ରଙ୍କ…

ଦୁଃସାହସ! ଯୁଦ୍ଧ ଭିତରେ ଟ୍ରମ୍ପଙ୍କ ଭାଷା କହିଲାଣି ପାକିସ୍ତାନ! ଇସାକ ଦାରଙ୍କ ବୟାନକୁ ନେଇ ନିଆଁବାଣ ଇରାନ

ଇସଲାମାବାଦ,୨୬।୩: ପାକିସ୍ତାନର ବୈଦେଶିକ ମନ୍ତ୍ରୀ ଇସାକ ଦାର ଗୁରୁବାର (୨୬ ମାର୍ଚ୍ଚ, ୨୦୨୬) କହିଛନ୍ତି ଯେ ଆମେରିକା ଏବଂ ଇରାନ ମଧ୍ୟରେ ପରୋକ୍ଷ ଶାନ୍ତି ଆଲୋଚନା ଚାଲିଛି।…

ପଟ୍ଟାମୁଣ୍ଡାଇରେ ଚାଞ୍ଚଲ୍ୟ: କଳିଙ୍ଗାଘାଟ ନଦୀପଠାରୁ ଅଖାରେ ଭର୍ତ୍ତି ମଣିଷ କଙ୍କାଳ ଉଦ୍ଧାର, ହତ୍ୟା କରି ଫିଙ୍ଗି ଦେଇଥିବା ସନ୍ଦେହ…

ପଟ୍ଟାମୁଣ୍ଡାଇ,୨୬।୩(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ଗୁଣୁପୁର କଳିଙ୍ଗାଘାଟ ନଦୀପଠାରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ନଦୀପଠାରୁ ମଣିଷ ଖପୁରୀ ଓ…

RCBର ବିକ୍ରି ପରେ ମୁହଁ ଖୋଲିଲେ ମାଲ୍ୟା: ସମାଲୋଚକଙ୍କୁ କହିଲେ…

ନୂଆଦିଲ୍ଲୀ,୨୬ା୩: ଆଇପିଏଲ୍‌ ଫ୍ରାଞ୍ଚାଇଜ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍‌ସିବି) ୧୮,୭୭୬ କୋଟି ଟଙ୍କାରେ ବିକ୍ରି ହେବା ପରେ ଏହାର ମୂଳ ମାଲିକ ତଥା ପଳାତକ ବ୍ୟବସାୟୀ ବିଜୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri