କରୋନା କବଳରେ ଭଦ୍ରକ ଏମ୍‌ପିଙ୍କ ପରିବାର: ମଞ୍ଜୁଲତା ମଣ୍ଡଳଙ୍କ ସମେତ ୪ ଆକ୍ରାନ୍ତ

ଭଦ୍ରକ ଅଫିସ,୨୨। ୮: ଭଦ୍ରକ ଏମ୍‌ପି ମଞ୍ଜୁଲତା ମଣ୍ଡଳଙ୍କ ସମେତ ତାଙ୍କ ସ୍ବାମୀ ତଥା ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ ଓ ଘରର ୪ ଜଣଙ୍କୁ କରୋନା ହୋଇଥିବା ଶନିବାର ଜଣାପଡିଛି। ଏ ନେଇ ଏମ୍‌ପି ଓ ପୂର୍ବତନ ବିଧାୟକ ଉଭୟେ ଟୁଇଟ୍‌ ଯୋଗେ ସୂଚନା ଦେଇଛନ୍ତି। ଏମ୍‌ପିଙ୍କ ବ୍ୟକ୍ତିଗତ ସୁରକ୍ଷାକର୍ମୀ ଜିତେନ୍ଦ୍ର ସାମଲ ଓ ଘରର ରୋଷେୟା ବାପି ନାଥ ମଧ୍ୟ ଆକ୍ରାନ୍ତ ଥିବା ଜଣାପଡିଛି। ସମସ୍ତଙ୍କୁ ଭଦ୍ରକ ବାଇପାସ ସ୍ଥିତ ହୋମ ଆଇସୋଲେଶନରେ ରଖାଯାଇଛି।
ସୂଚନାଯୋଗ୍ୟ, ପରିବାରରୁ ୮ ଜଣଙ୍କ ପରୀକ୍ଷା ହୋଇଥିଲେହେଁ ତାଙ୍କ ପୁଅ, ଝିଅ ଓ ଅନ୍ୟ ଜଣେ ସୁରକ୍ଷାକର୍ମୀଙ୍କ ରିପୋର୍ଟ ନେଗେଟିଭ୍‌ ଆସିଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

୪୮ ଘଣ୍ଟା ପାଇଁ ବନ୍ଦ ରହିବ ପୋଲିସ ସେବା ଭବନ

ଭୁବନେଶ୍ୱର,୧୦।୭(ବ୍ୟୁରୋ)-ରାଜଧାନୀ ଭୁବନେଶ୍ୱରରେ ଦିନକୁ ଦିନ କାୟା ବିସ୍ତାର କରିବାରେ ଲାଗିଛି କରୋନା ଭୂତାଣୁ। ସଂକ୍ରମଣକୁ ଦୃଷ୍ଟିରେ ରଖି କମିଶନରେଟ ପୋଲିସର ପୋଲିସ ସେବା ଭବନ ୪୮...

ଘରେ ପଶିବା ପରେ ଚେତା: କୋଟିଆ ପଞ୍ଚାୟତରେ କାର୍ଯ୍ୟାଦେଶ ବାଣ୍ଟିଲା ବ୍ଲକ ପ୍ରଶାସନ

ପଟ୍ଟାଙ୍ଗୀ,୨୧ା୧୦(ଡି.ଏନ୍‌.ଏ.): ପଡ଼ୋଶୀ ଆନ୍ଧ୍ରର ପ୍ରଶାସନିକ ଅଧିକାରୀ ହୁଅନ୍ତୁ ବା ନେତା ମନ୍ତ୍ରୀ ବିଭିନ୍ନ ସମୟରେ ଓଡ଼ିଶାର ସୀମାନ୍ତ ଗ୍ରାମକୁ ଆସି ସେମାନଙ୍କ ଉପସ୍ଥିତି ଜାହିର କରୁଛନ୍ତି।...

ଫେଲ୍‌ ମାରିବା ପରେ ବଦଳିଲା ସର୍ବକ୍ଷମା ଯୋଜନା: ଅଧିକ ଲୋକଙ୍କୁ ସାମିଲ କରିବାକୁ ଲକ୍ଷ୍ୟ

ଭୁବନେଶ୍ୱର, ୮ା୮(ବ୍ୟୁରୋ): ସହରରେ ଘର କରିବାକୁ ହେଲେ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) କିମ୍ବା ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ (ବିଡିଏ)ଠାରୁ ଅନୁମତି ନେବାକୁ ପଡ଼ିବ। ଯଦି...

ପାରାଦୀପରେ କଣ୍ଟେନର ଆମଦାନୀ-ରପ୍ତାନି ଆରମ୍ଭ

ପାରାଦୀପ,୧୧ା୭(ସ୍ବ.ପ୍ର.): ପାରାଦୀପ ବନ୍ଦରରେ ଶନିବାର ପ୍ରଥମ କରି କଣ୍ଟେନର ଆମଦାନୀ-ରପ୍ତାନି ଆରମ୍ଭ ହୋଇଛି। ସାରେ ବନ୍ଦରର ପିଆଇସିଟି (ପାରାଦୀପ ଇଣ୍ଟରନ୍ୟାଶନାଲ କାର୍ଗୋ ଟର୍ମିନାଲ)ବର୍ଥରେ କଣ୍ଟେନର ବୋଝେଇ...

ଗ୍ରାସୀମର ପୂର୍ବତନ ସୁରକ୍ଷା ଅଧିକାରୀଙ୍କୁ ମିଳିଲା ଜାମିନ

ଛତ୍ରପୁର,୨୮ା୯(ଡି.ଏନ.ଏ.)-ବଳାତ୍କାର ଉଦ୍ୟମ ମାମଲାରେ ଗିରଫ ହୋଇ ଛତ୍ରପୁର ସବ୍‌ ଜେଲରେ ଥିବା ଗଞ୍ଜାମସ୍ଥିତ ଗ୍ରାସୀମ ଇଣ୍ଡଷ୍ଟ୍ରିଜ୍‌ର ପୂର୍ବତନ ମୁଖ୍ୟ ସୁରକ୍ଷା ଅଧିକାରୀ ସଞ୍ଜୟ କୁମାର ଦାସ...

ମାସ୍କ ନାହିଁ ତ ପେଟ୍ରୋଲ ନାହିଁ

ଭୁବନେଶ୍ୱର,୧୧ା୪(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ରୋକିବା ପାଇଁ ରାଜ୍ୟ ସରକାର ସବୁ ପ୍ରକାର କଟକଣା ଲଗାଉଛନ୍ତି। ଏପରି କି ଅନ୍ୟ ରାଜ୍ୟ ପରି ଓଡ଼ିଶାରେ ମଧ୍ୟ...

ନୟାଗଡ଼ ଜିଲାକୁ ଟ୍ରେନ୍‌ ଗଡ଼ିବାରେ ଦୁଇବର୍ଷ ପୂରିଲା: ୨ରେ ସୀମିତ, ସ୍ପେଶାଲ ଟ୍ରେନ୍‌ ପାଲଟିଛି ସ୍ବପ୍ନ

ନୟାଗଡ଼ ଅଫିସ,୧୯।୬-୧୯ ଜୁନ୍‌ ୨୦୧୭ । ଏହି ଦିନ ନୟାଗଡ଼ ଜିଲାବାସୀଙ୍କ ପାଇଁ ଖୁସିର ଦିନ ଥିଲା। ଉକ୍ତ ଦିନ ରେଳ ମାନଚିତ୍ରରେ ନୟାଗଡ଼ ଜିଲା...

ମହିଳାଙ୍କ ବେକ କାଟି ହତ୍ୟା ଘଟଣା: ମୁଣ୍ଡ ଖୋଜୁଛି ପୋଲିସ

ଭୁବନେଶ୍ୱର,୫।୨ (ବ୍ୟୁରୋ): ଚନ୍ଦକା ଥାନା ଅନ୍ତର୍ଗତ ଅନ୍ଧାରୁଆ ଦାସପୁର ରାସ୍ତା ପାର୍ଶ୍ୱରୁ ଗୁରୁବାର ସକାଳେ ମିଳିଥିବା ଜଣେ ମହିଳାଙ୍କ ମୁଣ୍ଡବିହୀନ ମୃତଦେହକୁ ନେଇ କମିଶନରେଟ ପୋଲିସର...

Advertisement
Archives

Model This Week