ମହମ୍ମଦ ମୋକିମଙ୍କୁ ଭେଟିଲେ ଭଦ୍ରକ ପୌରାଧ୍ୟକ୍ଷା: ସବୁଠି ଚର୍ଚ୍ଚା

ଭଦ୍ରକ,୩୧।୧୨(ସନାତନ ରାଉତ): ମହମ୍ମଦ ମୋକିମଙ୍କୁ ଭେଟିଲେ ଭଦ୍ରକ ପୌରାଧ୍ୟକ୍ଷା ଗୁଲମକି ଦଲୱାଜ। ସାଧୀନ ଭାବେ ଜିତି ବିଜେଡିରେ ଯୋଗ ଦେଇଥିଲେ ଗୁଲମକି। ବର୍ତ୍ତମାନ ଗୁଲମକି
ମୋକିମଙ୍କ ଭେଟକୁ ନେଇ ଚର୍ଚ୍ଚା ହେଉଛି।

Dharitri – Odisha’s No.1 Odia Daily

Share