ଭଦ୍ରକ ଗ୍ରାମାଞ୍ଚଳ ଥାନା SI ନିଲମ୍ବିତ: କରିଥିଲେ ଏମିତି କାମ

ଭଦ୍ରକ, ୧୦/୧୦(ସନାତନ ରାଉତ)- ଭଦ୍ରକ ଗ୍ରାମାଞ୍ଚଳ ଥାନା SIଙ୍କୁ ଶୁକ୍ରବାର କାର୍ଯ୍ୟରୁ ନିଲମ୍ବିତ କରିଛନ୍ତି ଭଦ୍ରକ ଏସପି ମନୋଜ ରାଉତ l ଏକ ମାମଲାର ତଦନ୍ତ ପାଇଁ ଅନ୍ୟ ଜଣେ ଯୁବକଙ୍କୁ ପଠାଇଥିବା ଅଭିଯୋଗରେ ନିଲମ୍ବିତ କରାଯାଇଛି l
ସୂଚନା ମୁତାବକ, କଲେଇ ପଞ୍ଚାୟତ ରସିକବାଜ ଗ୍ରାମରେ ଜଣେ ମହିଳା ଶ୍ୱଶୁର ଘର ବିରୋଧରେ ଅଭିଯୋଗ କରିଥିଲେ। SI କାର୍ତ୍ତିକ ଜେନା ମାମଲାର ତଦନ୍ତକାରି ଅଧିକାରୀ ଥିଲେ l ଗୁରୁବାର ନିଜେ ନ ଯାଇ ତଦନ୍ତ ପାଇଁ ଖପରପଦା ଗ୍ରାମର ପିୟୁଷ ତ୍ରିପାଠୀ ନାମକ ଜଣେ ଯୁବକଙ୍କୁ ପଠାଇଥିଲେ l ସେ ତଦନ୍ତ କରିବା ସହ ୫ ହଜାର ଟଙ୍କା ଫୋନପେରେ ଦେବା ପାଇଁ କହିଥିଲେ l ସନ୍ଦେହ ହେବାରୁ ମହିଳା ଜଣକ ଗାଁ ଲୋକଙ୍କୁ ଜଣାଇଥିଲେ l ଗାଁ ମୁଖିଆ ଉକ୍ତ ଯୁବକଙ୍କୁ ପୋଲିସ ପରିଚୟ ପତ୍ର ମାଗିଥିଲେ l ସେ ଦେଖାଇ ନ ପାରିବାରୁ ତାଙ୍କୁ ଅଟକ ରଖି ଥାନାକୁ ଖବର ଦେଇଥିଲେ l ପୋଲିସ ପିୟୁଷକୁ ଥାନାରେ ଅଟକ ରଖି ତଦନ୍ତ ଆରମ୍ଭ କରିଥିଲା। ଅପରପକ୍ଷେ ନକଲି ପୋଲିସର ଘଟଣା ସୋସିଆଲ ମିଡିଆରେ ଭାଇରଲ ହୋଇଥିଲା l ଏହି ଘଟଣା ଏସପି ଜାଣିବା ପରେ ତାଙ୍କୁ ନିଲମ୍ବନ କରିଛନ୍ତି l

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ସତ୍‌ସଙ୍ଗ ଚାଲିଥିବା ବେଳେ ଖଣ୍ଡାରେ ମରଣାନ୍ତକ ଆକ୍ରମଣ

ବାଙ୍କୀ, ୫।୯ (ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ଥାନା ଅନ୍ତର୍ଗତ ବେଦପୁର ଗାଁରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଦୁଇ ଗୋଷ୍ଠୀ ମଧ୍ୟରେ ବଚସା ଓ ଗଣ୍ଡଗୋଳ ତୀବ୍ରତର…

ଗିରଫ ପରେ ସ୍ବତନ୍ତ୍ର ଭରଦ୍ୱାଜଙ୍କୁ କୋର୍ଟରେ ହାଜର କରାଗଲା; ଏବେ ଗୋଟିଏ ଦିନର ପୋଲିସ ହେପାଜତକୁ ପଠାଇ ଦିଆଯାଇଛି

ନୂଆଦିଲ୍ଲୀ,୫।୯: ଦିଲ୍ଲୀ ପୋଲିସ ସ୍ବତନ୍ତ୍ର ଭରଦ୍ୱାଜଙ୍କୁ ଗିରଫ କରିଛି। ତାଙ୍କୁ ପଟିଆଲା ହାଉସ କୋର୍ଟର ବିଚାରପତିଙ୍କ ବାସଭବନରେ ହାଜର କରାଯାଇଥିଲା, ଯାହା ପରେ କୋର୍ଟ ତାଙ୍କୁ ଗୋଟିଏ…

୧୦୦ ଫୁଟ ଘେରିବନ୍ଧ ଭୁଶୁଡ଼ିବା ପରେ ତରବରିଆ କାମ, ଯନ୍ତ୍ରୀଙ୍କ ଦେଖାନାହିଁ, ଯନ୍ତ୍ର କରୁଛି…

ମହାକାଳପଡ଼ା,୫ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ରଡ଼ିଆ-କଂସାର-ବଡ଼ ଦାଣ୍ଡୁଆ ଲୁଣା ଘେରିବନ୍ଧ ନିର୍ମାଣ କାର୍ଯ୍ୟରେ ବହୁ କୋଟି ଟଙ୍କା ବ୍ୟୟ ଅଟକଳ କରାଯାଇଛି।…

କେସିଙ୍ଗା ଅବକାରୀ ଥାନାରେ ନୂଆ ଓଆଇସିଙ୍କ ଯୋଗଦାନ

କେସିଙ୍ଗା,୫ା୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଅବକାରୀ ଥାନାରେ ନୂତନ ଭାବେ ମଳୟ ପ୍ରଧାନ ଓଆଇସି ଭାବେ ଯୋଗଦାନ କରିଛନ୍ତି। ସେ ଏହା ପୂର୍ବରୁ ବରଗଡ଼ରେ ଏଆଇସି…

ହୃଦୟ ଜିଣିଲେ ହାର୍ଦ୍ଦିକ ପାଣ୍ଡ୍ୟା: ଭାରତୀୟ ସୈନ୍ୟଙ୍କ ସହ…

ନୂଆଦିଲ୍ଲୀ,୫।୯: ଭାରତୀୟ କ୍ରିକେଟ ଦଳର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଫଟୋ BSF (ସୀମା ସୁରକ୍ଷା ବଳ) କର୍ମଚାରୀଙ୍କ ସହ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ସେ…

ସ୍ତ୍ରୀ ପଛେ ପଛେ ସ୍ବାମୀଙ୍କ ମୃତ୍ୟୁ, ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳି ଆଣିଲେ ୨ ମୃତଦେହ, ସନ୍ଦେହରେ…

ଭଦ୍ରକ,୫ା୯(ସନାତନ ରାଉତ): ମୃତ୍ୟୁର ୨ ଦିନ ପରେ ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳା ହେଲା ଶବ। ସାପ କାମୁଡ଼ାରେ ମୃତ୍ୟୁ ହୋଇଥିବା ସନ୍ଦେହ କରି ପରିବାର…

‘ଯୁଗେ ଯୁଗେ ଗୁରୁ ହିଁ ଶ୍ରେଷ୍ଠ, ଗୁରୁ ହେଉଛନ୍ତି ସମାଜ ସଂସ୍କାରକ’

ଅମରପାଲି,୫ା୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଅମରପାଲି ହାଇସ୍କୁଲରେ ଗୁରୁଦିବସ ପାଳନ ଅବସରରେ ଛାତ୍ରୀମାନଙ୍କ ଦ୍ୱାରା ନାଟକ ତସ୍ମୈ ଶ୍ରୀ ଗୁରବେ ନମଃ ପରିବେଷଣ…

ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କଲା ଆମେରିକା; ଖାର୍ଗ ଦ୍ୱୀପ ନିକଟରେ ୪ କ୍ଷେପଣାସ୍ତ୍ର ମାଡ଼

ତେହରାନ,୫।୯: ଆମେରିକା ଖାର୍ଗ ଦ୍ୱୀପ ନିକଟରେ ଏକ ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କରିଛି। ଆମେରିକା ଜାହାଜ ଉପରେ ଲଗାତାର ଚାରୋଟି କ୍ଷେପଣାସ୍ତ୍ର ମାଡ଼ କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri