ସ୍ବାଧୀନତା ଆନ୍ଦୋଳନରେ ଭଦ୍ରକର ଅବଦାନ ଅତୁଳନୀୟ: ମନ୍ତ୍ରୀ

ଭଦ୍ରକ,୧୫ା୮(ସନାତନ ରାଉତ): ଭଦ୍ରକ କଲେଜ ପଡ଼ିଆରେ ଜିଲାସ୍ତରୀୟ ୭୯ତମ ସ୍ବାଧୀନତା ଦିବସ ଶୁକ୍ରବାର ପାଳିତ ହୋଇଯାଇଛି। ମୁଖ୍ୟ ଅତିଥି ଭାବେ ରାଜ୍ୟ ସରକାରଙ୍କ ଗୃହ ନଗର ଉନ୍ନୟନ ମନ୍ତ୍ରୀ ଡ. କୃଷ୍ଣଚନ୍ଦ୍ର ମହାପାତ୍ର ଯୋଗ ଦେଇ ଜାତୀୟ ପତାକା ଉତ୍ତୋଳନ କରିବା ସହ ପରେଡ୍‌ରେ ଅଭିବାଦନ ଗ୍ରହଣ କରିଥିଲେ। ସ୍ବାଧୀନତା ଆନ୍ଦୋଳନରେ ଭଦ୍ରକ ଜିଲାର ଅବଦାନ ଅତୁଳନୀୟ। ଭଦ୍ରକର ଶହୀଦ ପୀଠ ଇରମ ଓ ଲୁଣିଆ ଗୁଳିକାଣ୍ଡ ସ୍ବାଧୀନତା ଇତିହାସରେ ଚିର ସ୍ମରଣୀୟ ବୋଲି ମନ୍ତ୍ରୀ କହିଥିଲେ। ଏହା ସହ ରାଜ୍ୟ ସରକାରଙ୍କ ଏକ ବର୍ଷର ସଫଳତା ଓ ଜନାଭିମୁଖୀ ଯୋଜନା ଉପରେ ଆଲୋକପାତ କରିଥିଲେ। ମନ୍ତ୍ରୀଙ୍କ ସହ ଜିଲାପାଳ ଦିଲ୍ଲୀପ ରାଉତରାଏ ଓ ଏସପି ମନୋଜ କୁମାର ରାଉତ ମଞ୍ଚରେ ଉପସ୍ଥିତ ରହି ଅଭିବାଦନ ଗ୍ରହଣ କରିଥିଲେ। ଜିଲାର ବିଭିନ୍ନ ସ୍କୁଲ କଲେଜରୁ ଆସିଥିବା ୩୬ଟି ଦଳ ପରେଡ୍‌ ପ୍ରଦର୍ଶନ କରିଥିଲେ। ପରେ ପିଲାମାନଙ୍କ ଦ୍ୱାରା ସାଂସ୍କୃତିକ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ତ କପ୍‌ କ୍ରିକେଟ ଟୁର୍ନାମେଣ୍ଟ: ସେମିରେ ଇଷ୍ଟକୋଷ୍ଟ ରେଲୱେ ଭଦ୍ରକ

ବନ୍ତ,୨୬।୧(ହରି ନାରାୟଣ ମହାନ୍ତି): ଓଡ଼ିଶା କ୍ରିକେଟ ଆସୋସିଏଶନ ଏବଂ ଭଦ୍ରକ ଜିଲା କ୍ରିକେଟ ଆସୋସିଏଶନର ମିଳିତ ସହଯୋଗରେ ଶାନ୍ତି ୟୁଥ୍‌ ଆସୋସିଏଶନ ଆନୁକୂଲ୍ୟରେ ଭଦ୍ରକ ଜିଲା ବନ୍ତ…

ଭାରତ ମାତା ପୂଜନ ଉତ୍ସବରେ ଗୋଟିଏ ପରେ ଗୋଟିଏ ଅବ୍ୟବସ୍ଥା: ଏମ୍‌ପିଙ୍କ ସମେତ ୩ ବରିଷ୍ଠ ଅଧିକାରୀଙ୍କୁ ମଞ୍ଚରେ ଛିଡ଼ା କରାଇଲେ…

ଦାରିଙ୍ଗବାଡି, ୨୬।୧ (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲଜ ସିମନବାଡି ଶିବ ମନ୍ଦିର ପ୍ରାଙ୍ଗଣରେ ୨ ଦିନିଆ    ଭାରତ ମାତା ପୂଜନ ଉତ୍ସବରେ…

‘ହେଲୋ ପଏଣ୍ଟ’ ପ୍ରହସନ: ୨୦ ଲକ୍ଷ ଟଙ୍କା ଗଲା କୁଆଡ଼େ

ଥୁଆମୂଳ ରାମପୁର, ୨୬ା୧ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ପ୍ରସିଦ୍ଧ ପର୍ଯ୍ୟଟନସ୍ଥଳୀ କୋଷାବରା ‘ହେଲୋ ପଏଣ୍ଟ’ ଏବେ ଏକ ଭିନ୍ନ  ସ୍ଥିତିରେ। ଆଦିବାସୀ ସଂସ୍କୃତିର ସୁରକ୍ଷା ଓ…

ପତାକା ଅବତରଣ ବେଳେ ଅଘଟଣ: ବିଦ୍ୟୁତ ଆଘାତରେ ୧୦ମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ

କୁଜଙ୍ଗ,୨୬।୧(ମନୋଜ ପ୍ରଧାନ): ସାରା ଦେଶ ୭୭ତମ ଗଣତନ୍ତ୍ର ଦିବସ ପାଳନ କରୁଥିବା ବେଳେ ଜଗତସିଂହପୁର ଜିଲା କୁଜଙ୍ଗ ଅଞ୍ଚଳରେ ଏକ ଶୋକାକୁଳ ପରିସ୍ଥିତି ସୃଷ୍ଟି ହୋଇଛି। ଜାତୀୟ…

୮ ଫୁଟର ଅଜଗର ଉଦ୍ଧାର

ଦିଗପହଣ୍ଡି,୨୬।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଆମ୍ବ ଗାଁ ନିକଟ ଘୋଡ଼ାହାଡ଼ ନଦୀପଠାରୁ ସୋମବାର ସନ୍ଧ୍ୟା ପ୍ରାୟ ୫ଟାରେ ଏକ ୮ ଫୁଟ ବିଶିଷ୍ଟ…

ଉପଖଣ୍ଡସ୍ତରୀୟ ସାଧାରଣତନ୍ତ୍ର ଦିବସ ମହୋତ୍ସବ: ପତାକା ଉତ୍ତୋଳନ କଲେ ଉପଜିଲାପାଳ

ବାଲିଗୁଡ଼ା,୨୬।୧(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡାରେ ଉପଖଣ୍ଡସ୍ତରୀୟ ୭୭ତମ ସାଧାରଣତନ୍ତ୍ର ଦିବସ ଉତ୍ସାହ ଏବଂ ଉଦ୍ଦୀପନାର ସହ ପାଳିତ ହୋଇଯାଇଛି। ଏହି ଅବସରରେ ପ୍ରତ୍ୟୁଷରୁ ଉପଖଣ୍ଡ…

ସାଧାରଣତନ୍ତ୍ର ଦିବସ ପାଳନକୁ ଅବମାନନା, ଉଡ଼ିଲା ନାହିଁ ଜାତୀୟ ପତାକା, ତେଜିଲା କାର୍ଯ୍ୟାନୁଷ୍ଠାନ ଦାବି

ତୁମୁଡିବନ୍ଧ,୨୬।୧(ଦୀପକ କୁମାର ପରାସେଠ): ପଲ୍ଲୀରୁ ଦିଲ୍ଲୀ ସୋମବାର ଆନନ୍ଦ ଉଲ୍ଲାସରେ ୭୭ତମ ସାଧାରଣତନ୍ତ୍ର ଦିବସ ପାଳନ କରାଯାଉଥିବା ବେଳେ କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ କୃଷି ସୂଚନା…

ଐତିହାସିକ ବାଣିଜ୍ୟ ଚୁକ୍ତି ପୂର୍ବରୁ ଇୟୁ ମୁଖ୍ୟଙ୍କ ବଡ଼ ବୟାନ, “ସଫଳ ଭାରତ ବିଶ୍ୱକୁ ରଖିବ ସ୍ଥିର”

ନୂଆଦିଲ୍ଲୀ ,୨୬ା୧: ୟୁରୋପୀୟ ସଂଘ ଅଧ୍ୟକ୍ଷା ଉର୍ସୁଲା ଭନ୍ ଡେର ଲେୟେନ୍ ଭାରତର ଆର୍ଥିକ ସ୍ଥିତିକୁ ନେଇ ବଡ ବୟାନ ଦେଇଛନ୍ତି। ସୋମବାର ସେ କହିଛନ୍ତି ଯେ,…

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri