କେପିଟିରେ ଭାଗବତ ସ୍ବାମୀଙ୍କ ମନ୍ଦିର ପ୍ରତିଷ୍ଠାରେ ଯୋଗଦେଲେ ବିଧାୟକ

ଭଞ୍ଜନଗର,୧ା୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ବ୍ଲକ କେପିଟିରେ ଶ୍ରୀ ଶ୍ରୀ ଭାଗବତ ସ୍ବାମୀଙ୍କ ମନ୍ଦିର ପ୍ରତିଷ୍ଠା ଏବଂ ଭାଗବତ ଗାଦି ସ୍ଥାପନ ସହ ଘୃତଯଜ୍ଞ, ଅନ୍ନଯଜ୍ଞ ଏବଂ ଚବିଶି ପ୍ରହର ନାମ ଯଜ୍ଞ ଚାଲିଛି। ଗତ ୨୭ରୁ ଏହି କାର୍ଯ୍ୟକ୍ରମ ଆରମ୍ଭ ହୋଇଥିବା ବେଳେ ଏହା ଆସନ୍ତା ୩ରେ ଉଦ୍‌ଯାପିତ ହେବ। ଦଦରାଖୋଲ, ଜିଲିବା, ଖମାରପଲ୍ଲୀ, ଚାରିକୋଣିଆ, କେପିଟି ନାମଯଜ୍ଞ ଦଳ ନାମ ପରିବେଷଣ କରୁଛନ୍ତି। ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ ମନ୍ଦିର ପ୍ରତିଷ୍ଠା ଉତ୍ସବରେ ଯୋଗଦେଇ ଠାକୁରଙ୍କ ଦର୍ଶନ ଲାଭ କରିବା ସହ ଆଶୀର୍ବାଦ ଭିକ୍ଷା କରିଛନ୍ତି। ଉକ୍ତ କାର୍ଯ୍ୟକ୍ରମରେ କର୍ତ୍ତା ଭାବେ ବିନୟ କୁମାର ନାୟକ ଏବଂ ସଙ୍ଗୀତା କୁମାରୀ ନାୟକ ଯୋଗ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହୋମଗାର୍ଡ ପରୀକ୍ଷାବେଳେ ଯୁବକ ଗୁରୁତର: ଗଞ୍ଜାମର ୪ ସ୍ଥାନରେ ଚାଲିଛି ପରୀକ୍ଷା

ଭଞ୍ଜନଗର,୭।୨(ବାବୁଲା ପ୍ରଧାନ): ଗଞ୍ଜାମ ପୋଲିସ ଜିଲା ପକ୍ଷରୁ ଶନିବାର ଖାଲିଥିବା ୧୩୫ ଟି ଗୃହରକ୍ଷୀ (ହୋମଗାର୍ଡ) ପଦବୀ ପୂରଣ ପାଇଁ ବିଭିନ୍ନ କେନ୍ଦ୍ରରେ ସାଧାରଣ ଡ୍ୟୁଟି ପାଇଁ…

ନାବାଳିକାଙ୍କୁ କୁରକୁରି, ଚକଲେଟ ଦେଖାଇ ଏକ ନିଛାଟିଆ ସ୍ଥାନକୁ ଡାକିନେଲେ ବୃଦ୍ଧ, ତା’ପରେ…

ଖୁଣ୍ଟୁଣୀ,୭l୨(ସଚ୍ଚିଦାନନ୍ଦ ପଣ୍ଡା): ଜଣେ ନାବାଳିକା ୪ର୍ଥ ଶ୍ରେଣୀ ଛାତ୍ରୀଙ୍କୁ ଅସଦାଚରଣ ଉଦ୍ୟମ କରିବା ଅଭିଯୋଗରେ ଖୁଣ୍ଟୁଣୀ ଥାନା ପୋଲିସ ଶୁକ୍ରବାର ରାଧାଦାମୋଦରପୁର (କଣ୍ଟାବନ୍ଧ) ଗ୍ରାମର ଗଗନ ବିହାରୀ…

ଗୋଟିଏ ଦିନରେ ୩ ଦୁର୍ଘଟଣା

ମୋରଡ଼ା/ରାସଗୋବିନ୍ଦପୁର,୬ା୨(ସ୍ମାରକ ମାଜୀ/ସତ୍ୟବାଦୀ ପରିଡ଼ା)- ମୟୂରଭଞ୍ଜ ଜିଲା ମୋରଡ଼ା ଓ଼ ରାସଗୋବିନ୍ଦପୁର ଥାନା ଅଞ୍ଚଳର ବିଭିନ୍ନ ସ୍ଥାନରେ ଦୁର୍ଘଟଣା ଘଟିଛି। ସୂଚନା ଅନୁଯାୟୀ, ଗୁରୁବାର ବିଳମ୍ବିତ ରାତିରେ ରାସଗୋବିନ୍ଦପୁର…

ସି କେ ନାଇଡୁ ଟ୍ରଫି: ବେଙ୍ଗଲ ଦଳ ୩୦୧/୬ , ଆୟୁଷ ସିଂଙ୍କ ଶତକ

ବରଗଡ଼,୬।୨(ପ୍ରେମାନନ୍ଦ ଖମାରୀ): ବରଗଡ଼ସ୍ଥିତ କ୍ରୀଷ୍ଣା ବିକାଶ ଗ୍ରାଉଣ୍ଡରେ ଓଡ଼ିଶା ଓ ବେଙ୍ଗଲ ମଧ୍ୟରେ ୨୩ ବର୍ଷରୁ କମ ସି.କେ ନାଇଡୁ ଟ୍ରଫିର ଏଲାଇଟ୍ ଗ୍ରପ୍‌ – ବି…

୮୫ କି.ଗ୍ରା. ଗଞ୍ଜେଇ ଜବତ: ୩ ଅଟକ

ଆନନ୍ଦପୁର, ୬ା୨(ସୁଶାନ୍ତ କୁମାର ସାହୁ): ଗଞ୍ଜେଇ ଭର୍ତ୍ତି ୨ଟି ଚାରିଚକିଆ ଗାଡି କେନ୍ଦୁଝର ସ୍ପେଶାଲ ସ୍କ୍ବାଡ୍‌ ଦ୍ୱାରା ଜବତ କରାଯାଇଛି। ଏଥିରେ ୮୫ କି.ଗ୍ରା. ଗଞ୍ଜେଇ ଥିବା…

ଜୁଆଆଡ୍ଡା ଚାଲିଥିବା ବେଳେ ହଠାତ୍‌ ପହଞ୍ଚିଲା ପୋଲିସ

ଗଜପତି,୬।୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ଥାନା ଅନ୍ତର୍ଗତ ଝାମିଙ୍ଗା ନିକଟରେ ଜୁଆଆଡ୍ଡା ଚାଲିଥିବା ବେଳେ ପାରଳାଖେମୁଣ୍ଡି ଆଦର୍ଶ ଥାନା ପୋଲିସ ଅତର୍କିତ ଚଢ଼ାଉ କରିଛି। ଏଥିରେ…

ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ପୁନଃ ଲାଗୁ ଦାବି କରି କଂଗ୍ରେସ…

ଭଞ୍ଜନଗର,୬ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା କଂଗ୍ରେସ (ପଶ୍ଚିମ) ସଂଗଠନ ପକ୍ଷରୁ ଦେଶରେ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ପୁନଃ ଲାଗୁ ଦାବି କରି ଶୁକ୍ରବାର ଭଞ୍ଜନଗର ଉପଜିଲାପାଳ ଉମାଶଙ୍କର ବେହେରାଙ୍କୁ ଏକ…

ପଞ୍ଚମ ଶ୍ରେଣୀ ମେଧା ବୃତ୍ତି ପରୀକ୍ଷାଫଳ ପ୍ରକାଶିତ: କିଏ କେଉଁ ତାଲିକାରେ ରହିଲେ ଦେଖନ୍ତୁ ପୂରା ଲିଷ୍ଟ…

ପାଟଣା,୬।୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ପଞ୍ଚମ ଶ୍ରେଣୀ ମେଧା ବୃତ୍ତି ଓ ଅର୍ଥନୈତିକ ଅନଗ୍ରସର ବୃତ୍ତି ପରୀକ୍ଷାଫଳ ୨୦୨୫ ଶୁକ୍ରବାର ପ୍ରକାଶ ପାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri