Posted inଜାତୀୟ

ଦେଶବାସୀଙ୍କୁ ବିଶ୍ବପ୍ରସିଦ୍ଧ ରଥଯାତ୍ରାର ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି-ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୨୦।୬: ଆଜି ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ବପ୍ରସିଦ୍ଧ ରଥଯାତ୍ରା। ଏହି ଅବସରରେ ଭାରତର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରଭୁ ଜଗନ୍ନାଥଙ୍କ ରଥ ଯାତ୍ରା ଅବସରରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇ ସମସ୍ତଙ୍କ ସ୍ବାାସ୍ଥ୍ୟ, ସୁଖ ଏବଂ ଆଧ୍ୟାତ୍ମିକ ସମୃଦ୍ଧତା କାମନା କରିଛନ୍ତି।

ସେହିପରି ରାଷ୍ଟ୍ରପତି ମୁର୍ମୁ ଟୁଇଟ କରି କହିଛନ୍ତି, ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ରଥଯାତ୍ରା ଉପଲକ୍ଷେ ମୁଁ ସମସ୍ତ ଦେଶବାସୀଙ୍କୁ, ବିଶେଷ କରି ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତମାନଙ୍କୁ ହାର୍ଦ୍ଦିକ ଅଭିନନ୍ଦନ ଓ ଶୁଭେଚ୍ଛା ଜଣାଉଛି। ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ ପ୍ରାର୍ଥନା କରୁଛି ଯେ ଭକ୍ତି ଓ ସମର୍ପଣର ଏ ମହାପର୍ବ ସମସ୍ତଙ୍କ ଜୀବନରେ ସୁଖ, ଶାନ୍ତି ଓ ସମୃଦ୍ଧି ଆଣିଦେଉ।


Enter your email to get our daily news in your inbox.

All Right Reserved By Dharitri.Com

ଟାରିଫ୍ ଧମକ ପରେ ଟ୍ରମ୍ପଙ୍କୁ ଫୋନ୍ କଲେ ପ୍ରଧାନମନ୍ତ୍ରୀ ମୋଦି, କହିଲେ ଏସବୁ କଥା

ନୂଆଦିଲ୍ଲୀ,୧୧।୧୨: ଆମେରିକା ମଧ୍ୟରେ ଚାଲିଥିବା ବାଣିଜ୍ୟିକ ତିକ୍ତତା ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଟେଲିଫୋନ ଯୋଗେ କଥାବାର୍ତ୍ତା...

ପତ୍ନୀଙ୍କୁ ହତ୍ୟାକରି ମୃତ ଶରୀରକୁ ବ୍ଲେଣ୍ଡରରେ ପୁରାଇ ପ୍ୟୁରି ବନାଇଦେଲେ ସ୍ବାମୀ…, ପୂର୍ବତନ ମିସ୍‌ ସ୍ବିଜରଲ୍ୟାଣ୍ଡଙ୍କ ସ୍ବାମୀ ଅଭିଯୁକ୍ତ

ବେର୍ନ,୧୧।୧୨: ପୂର୍ବତନ ମିସ ସ୍ବିଜରଲ୍ୟାଣ୍ଡ ଫାଇନାଲିଷ୍ଟ କ୍ରିଷ୍ଟିନା ଜୋକ୍ସିମୋଭିକଙ୍କ ସ୍ବାମୀଙ୍କ ବିରୋଧରେ ହତ୍ୟା ଅଭିଯୋଗ ଆସିଛି। ସ୍ବିସ କର୍ତ୍ତୃପକ୍ଷ କହିଛନ୍ତି ଯେ ସନ୍ଦିଗ୍ଧ ବ୍ୟକ୍ତି କ୍ରୋଧରେ...

ଗୋଟିଏ ଦଳରେ ସ୍ଥାନ ପାଇଲେ ବିରାଟ କୋହଲି ଓ ଋଷଭ ପନ୍ତ, ଏପଟେ BCCI ଦେଲା ବଡ ଖବର

ନୂଆଦିଲ୍ଲୀ,୧୧।୧୨: ଆଗାମୀ ବିଜୟ ହଜାରେ ଟ୍ରଫି ପାଇଁ ଦିଲ୍ଲୀର ସମ୍ଭାବ୍ୟ ଦଳରେ ଭାରତର ଦୁଇ ଷ୍ଟାର ଖେଳାଳି ବିରାଟ କୋହଲି ଏବଂ ଋଷଭ ପନ୍ତଙ୍କୁ ସାମିଲ...

ଟସ୍‌ ଜିତିଲା ଭାରତ: ସୂର୍ଯ୍ୟକୁମାରଙ୍କୁ ମିଳିଲା ବଡ଼…

ଚଣ୍ଡିଗଡ,୧୧।୧୨: ଦକ୍ଷିଣ ଆଫ୍ରିକା ବିପକ୍ଷରେ ଦ୍ୱିତୀୟ ଟି-୨୦ରେ ଭାରତୀୟ ଅଧିନାୟକ ସୂର୍ଯ୍ୟକୁମାର ଯାଦବ ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଏହି ମ୍ୟାଚ...

ବାଜିଲା ବାଂଲାଦେଶ ନିର୍ବାଚନ ବିଗୁଲ, ଲଢ଼ିପାରିବନି ଶେଖ ହସିନାଙ୍କ ପାର୍ଟି

ନୂଆଦିଲ୍ଲୀ,୧୧ା୧୨: ବାଂଲାଦେଶର ତ୍ରୟୋଦଶ ସଂସଦୀୟ ନିର୍ବାଚନ  ଆସନ୍ତା ଫେବୃଆରୀ 12 ତାରିଖରେ ଅନୁଷ୍ଠିତ ହେବ । ବାଂଲାଦେଶର ମୁଖ୍ୟ ନିର୍ବାଚନ କମିଶନର ଏଏମଏମ ନାସିର ଉଦ୍ଦିନ...

ସଙ୍କୁଚିତ ହେଉଛି ଉପଜିଲାପାଳ-ଆରଡିସିଙ୍କ କ୍ଷମତା, ଗଞ୍ଜାମ ଜଲାକୁ ୪ ଜିଲା ପାଇଁ ଉଠିଲା ଦାବି

ଭଞ୍ଜନଗର,୧୧ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାକୁ ଭାଗଭାଗ କରି ୪ଟି ଜିଲା ଘୋଷଣା କରାଯାଉ। ଉପଜିଲାପାଳ ଏବଂ ଆରଡିସିଙ୍କ କ୍ଷମତା ଦିନକୁ ଦିନ ସରକାର ସଙ୍କୁଚିତ କରୁଛନ୍ତି।...

ଗୋଆ ନାଇଟ କ୍ଲବ ମାଲିକ ଲୁଥ୍ରା ବ୍ରଦର୍ସଙ୍କୁ ବଡ଼ ଝଟକା, ଆଗୁଆ ଜାମିନ ଖାରଜ କଲେ କୋର୍ଟ

ନୂଆଦିଲ୍ଲୀ,୧୧।୧୨: ଗୋଆର ପ୍ରସିଦ୍ଧ ବିର୍ଚ ବାଇ ରୋମିଓ ନାଇଟ କ୍ଲବରେ ଅଗ୍ନିକାଣ୍ଡ ଘଟଣାରେ ଦିଲ୍ଲୀର ରୋହିଣୀ କୋର୍ଟ ରେଷ୍ଟୁରାଣ୍ଟ ମାଲିକ ଗୌରବ ଲୁଥ୍ରା ଏବଂ ସୌରଭ...

‘ଧୁରନ୍ଧର’ ଷ୍ଟାଇଲରେ ମୋଦି, ପୁଟିନଙ୍କ ସହ ଜବରଦସ୍ତ କେମେଷ୍ଟ୍ରି, ସୋସିଆଲ ମିଡ଼ିଆରେ ଟ୍ରେଣ୍ଡ କଲା…

ନୂଆଦିଲ୍ଲୀ,୧୧।୧୨: ମଧ୍ୟପ୍ରଦେଶ ସରକାର ସୋସିଆଲ ମିଡିଆରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ‘ଧୁରନ୍ଧର ଷ୍ଟାଇଲ’ରେ ଏକ ଭିଡିଓ ଶେୟାର କରିଛନ୍ତି। ଭିଡିଓଟି ସହିତ ଏକ କ୍ୟାପସନ ଅଛି ଯାହା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri