Posted inଜାତୀୟ

ଏମ୍‌ପି ପଦରୁ ଇସ୍ତଫା ଦେବେ ଭଗୱନ୍ତ

ନୂଆଦିଲ୍ଲୀ,୧୪।୩: ଏମ୍‌ପି ପଦରୁ ଇସ୍ତଫା ଦେବେ ଏଏପି ନେତା ଭଗୱନ୍ତ ମାନ। ପଞ୍ଜାବ ବିଧାନସଭା ନିର୍ବାଚନରେ ଏଏପି୍‌ର ବିପୁଳ ବିଜୟ ୧୬ ତାରିଖରେ ଭଗୱନ୍ତ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବାର କାର୍ଯ୍ୟକ୍ରମ ରହିଛି। ଏନେଇ ଏମ୍‌ପି ପଦରୁ ଇସ୍ତଫା ଦେବା ନେଇ ସୋମବାର ଭଗଓ୍ବନ୍ତ ସଂସଦରେ ପହଞ୍ଚିଛନ୍ତି।

ବିଧାନସଭା ନିର୍ବାଚନରେ ଭଗୱନ୍ତ ବିଧାୟକ ଭାବେ ନିର୍ବାଚିତ ହୋଇଛନ୍ତି । ଯେହେତୁ ଭଗୱନ୍ତ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ତେଣୁ ବିଧାନସଭାର ସଦସ୍ୟ ରହିବା ଆବଶ୍ୟକ। ଏନେଇ ଭଗୱନ୍ତ ଏମ୍‌ପି ପଦରୁ ଇସ୍ତଫା ଦେବେ। ସାଂସଦ ପଦରୁ ଇସ୍ତଫା ଦେବା ପୂର୍ବରୁ ଭଗୱନ୍ତ କହିଛନ୍ତି, ସେ ଲୋକସଭାକୁ ମିସ୍‌ କରିବେ। ପଞ୍ଜାବବାସୀଙ୍କ ସେବା କରିବାକୁ ଯେଉଁ ଗୁରୁଦାୟିତ୍ୱ ମିଳିଛି ତାହାକୁ ସୁଚାରୁ ରୂପେ ତୁଲାଇବେ ବୋଲି କହିଛନ୍ତି। ଏପରି କି ସଙ୍ଗରୁର ଲୋକସଭା ନିର୍ବାଚନ ମଣ୍ଡଳିର ଜନସାଧାରଣଙ୍କୁ ସେ ଧନ୍ୟବାଦ ଜ୍ଞାପନ କରିଛନ୍ତି। କିଛି ମାସ ମଧ୍ୟରେ ପୁଣିଥରେ ଲୋକସଭାରେ ସଙ୍ଗରୁର ଲୋକଙ୍କ ସ୍ବର ଶୁଭିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ମହାରାଷ୍ଟ୍ର ପୌର ନିର୍ବାଚନ: ମହାମେଣ୍ଟର ବଡ଼ ବିଜୟ

ମୁମ୍ବାଇ,୨୧ା୧୨: ମହାରାଷ୍ଟ୍ର ନଗର ପରିଷଦ ଓ ପଞ୍ଚାୟତ ନିର୍ବାଚନରେ ଶାସକ ମହାମେଣ୍ଟ ବିପୁଳ ବିଜୟ ଲାଭ କରିଥିବା ବେଳେ ଭାଜପା ଏକକ ସଂଖ୍ୟାଗରିଷ୍ଠ ଦଳ ହୋଇଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri