Posted inଜାତୀୟ

ଏମ୍‌ପି ପଦରୁ ଇସ୍ତଫା ଦେବେ ଭଗୱନ୍ତ

ନୂଆଦିଲ୍ଲୀ,୧୪।୩: ଏମ୍‌ପି ପଦରୁ ଇସ୍ତଫା ଦେବେ ଏଏପି ନେତା ଭଗୱନ୍ତ ମାନ। ପଞ୍ଜାବ ବିଧାନସଭା ନିର୍ବାଚନରେ ଏଏପି୍‌ର ବିପୁଳ ବିଜୟ ୧୬ ତାରିଖରେ ଭଗୱନ୍ତ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବାର କାର୍ଯ୍ୟକ୍ରମ ରହିଛି। ଏନେଇ ଏମ୍‌ପି ପଦରୁ ଇସ୍ତଫା ଦେବା ନେଇ ସୋମବାର ଭଗଓ୍ବନ୍ତ ସଂସଦରେ ପହଞ୍ଚିଛନ୍ତି।

ବିଧାନସଭା ନିର୍ବାଚନରେ ଭଗୱନ୍ତ ବିଧାୟକ ଭାବେ ନିର୍ବାଚିତ ହୋଇଛନ୍ତି । ଯେହେତୁ ଭଗୱନ୍ତ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ତେଣୁ ବିଧାନସଭାର ସଦସ୍ୟ ରହିବା ଆବଶ୍ୟକ। ଏନେଇ ଭଗୱନ୍ତ ଏମ୍‌ପି ପଦରୁ ଇସ୍ତଫା ଦେବେ। ସାଂସଦ ପଦରୁ ଇସ୍ତଫା ଦେବା ପୂର୍ବରୁ ଭଗୱନ୍ତ କହିଛନ୍ତି, ସେ ଲୋକସଭାକୁ ମିସ୍‌ କରିବେ। ପଞ୍ଜାବବାସୀଙ୍କ ସେବା କରିବାକୁ ଯେଉଁ ଗୁରୁଦାୟିତ୍ୱ ମିଳିଛି ତାହାକୁ ସୁଚାରୁ ରୂପେ ତୁଲାଇବେ ବୋଲି କହିଛନ୍ତି। ଏପରି କି ସଙ୍ଗରୁର ଲୋକସଭା ନିର୍ବାଚନ ମଣ୍ଡଳିର ଜନସାଧାରଣଙ୍କୁ ସେ ଧନ୍ୟବାଦ ଜ୍ଞାପନ କରିଛନ୍ତି। କିଛି ମାସ ମଧ୍ୟରେ ପୁଣିଥରେ ଲୋକସଭାରେ ସଙ୍ଗରୁର ଲୋକଙ୍କ ସ୍ବର ଶୁଭିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମହାନଦୀରୁ ମୃତଦେହ ଉଦ୍ଧାର ଘଟଣା: ମିଳିଲା ଜଣଙ୍କର ପରିଚୟ, ଅନ୍ୟଜଣଙ୍କ ଅନ୍ତିମ ସଂସ୍କାର କଲା ପୋଲିସ

ଅମରପାଲି,୨୭।୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଉପଖଣ୍ଡ ଅନ୍ତର୍ଗତ ସୁବଳୟା ମହାନଦୀ ଫେରିଘାଟ ନିକଟରୁ ମଙ୍ଗଳବାର ଉଦ୍ଧାର ହୋଇଥିବା ୨ ଅଜଣା ମୃତଦେହ ମଧ୍ୟରୁ ଜଣଙ୍କର ପରିଚୟ…

ଗୁଣିଗାରେଡ଼ି ସନ୍ଦେହରେ ମୋହନାରେ ବିଭତ୍ସ ହତ୍ୟାକାଣ୍ଡ: ପାହାଡ଼ ଉପରେ କୁଡ଼ିଆରେ ହାଣି ପୋଡ଼ିଦେଲେ!

ମୋହନା,୨୭।୯( ମନ୍ମଥ ମିଶ୍ର ): ଗୁଣିଗାରେଡ଼ି ସନ୍ଦେହରେ ଗାଁଠାରୁ ଅଢ଼େଇ କିଲୋମିଟର ଦୂର ପାହାଡ଼ ଉପରେ କୁଡ଼ିଆ ଘରେ ରହୁଥିବା ଜଣେ ବ୍ୟକ୍ତିଙ୍କୁ ଧାରୁଆ ଅସ୍ତ୍ରରେ ହତ୍ୟା…

ଚିଖିଲିକୁ ପଶିଲା ଜଳଭଣ୍ଡାରର ବନ୍ୟା ପାଣି, ଶହ ଶହ ଏକର ଚାଷଜମି ଜଳମଗ୍ନ

ବରଗଡ଼,୨୭।୯(ପ୍ରେମାନନ୍ଦ ଖମାରୀ): ଛତିଶଗଡ଼ ରାଜ୍ୟର ବିଭିନ୍ନ ଅଞ୍ଚଳରେ ଲଗାଣ ବର୍ଷା ହୋଇଛି। ଏହାର ପ୍ରଭାବ ସୀମାବର୍ତ୍ତୀ ବରଗଡ଼ ଜିଲାର ଅମ୍ବାଭୋନା ବ୍ଲକ ଅଞ୍ଚଳରେ ଦେଖିବାକୁ ମିଳିଛି। ଉପରମୁଣ୍ଡରେ…

ପିକ୍‌ଅପ୍‌ ଧକ୍କାରେ ଶିଶୁ ମୃତ୍ୟୁ ଘଟଣା: ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ପୁରୁଷୋତ୍ତମପୁର,୨୭।୯(ସବିତା ମିଶ୍ର): ଏକ ପିକ୍‌ଅପ୍‌ ଭ୍ୟାନ୍‌ ଧକ୍କାରେ ୪ ବର୍ଷର ଶିଶୁର ମୃତ୍ୟୁ ଘଟିଥିଲା। ଏନେଇ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରରେ ରବିବାର ସନ୍ଧ୍ୟାରେ ଉତ୍ତେଜନା ପରିସ୍ଥିତି…

ବଳାତ୍କାର ଅଭିଯୋଗକୁ ନେଇ ତାତିଲେ ଛାତ୍ରୀଛାତ୍ର, କ୍ୟାମ୍ପସ୍‌ରେ ଭଙ୍ଗାରୁଜା

ଫଗଓ୍ବାରା,୨୭ା୯: ପଞ୍ଜାବର ଫଗଓ୍ବାରାସ୍ଥିତ ଲଭ୍‌ଲି ପ୍ରଫେସନାଲ ୟୁନିଭର୍ସିଟି (ଏଲ୍‌ପିୟୁ)ର ଜଣେ ଛାତ୍ରୀଙ୍କୁ କ୍ୟାମ୍ପସ୍‌ ଭିତରେ ଜଣେ ବାହାର ଲୋକ ବଳାତ୍କାର କରିଥିବା ଅଭିଯୋଗ ହୋଇଛି । ଏହାକୁ…

କ୍ୟାଣ୍ଡଲ ଜାଳି ଶିକ୍ଷକ ସୁନୀଲଙ୍କୁ ଶ୍ରଦ୍ଧାଞ୍ଜଳି

ଗଞ୍ଜାମ,୨୭।୯(ଅନାଥ ତରାଇ): ଗଞ୍ଜାମ ସହରର ଜଣାଶୁଣା ଶିକ୍ଷକ ସ୍ବର୍ଗତ ସୁନୀଲ ସାମଲଙ୍କ ଦ୍ୱାଦଶ ଅବସରରେ ରବିବାର କ୍ୟାଣ୍ଡଲ ଯାତ୍ରା ସହ ଏକ ଶୋକସଭା ଅନୁଷ୍ଠିତ ହୋଇଯାଇଛି। ଜୟଶ୍ରୀ…

ସଚିନଙ୍କ ବଡ଼ ରେକର୍ଡ ଭାଙ୍ଗିଲେ ବିରାଟ କୋହଲି, ଦିନିକିଆ କ୍ରିକେଟରେ କଲେ….

ତିରୁଭାନନ୍ତପୁରମ,୨୭।୯: ବିରାଟ କୋହଲି ଦିନିକିଆ କ୍ରିକେଟ୍‌ରେ ଆଉ ଏକ ବଡ଼ କୀର୍ତ୍ତିମାନ ସ୍ଥାପନ କରିଛନ୍ତି। ବିରାଟ କୋହଲି ଦିନିକିଆ ଆନ୍ତର୍ଜାତୀୟ କ୍ରିକେଟରେ ୧୫,୦୦୦ ରନ୍ ପୂରଣ କରିଛନ୍ତି।ଏହା…

ସ୍କୁଟିକୁ ଧକ୍କା ଦେଲା ଟ୍ରକ: ଚାଲିଗଲା ମତ୍ସ୍ୟଜୀବୀଙ୍କ ଜୀବନ, ଉତ୍ତେଜନା

ଛତ୍ରପୁର,୨୭।୯:(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ଡିଆର୍‌ଡିଏ ଛକ ନିକଟ ୧୬ ନମ୍ବର ଜାତୀୟ ରାଜପଥରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?