Posted inଜାତୀୟ

ସ୍କୁଲ୍‌ ପାଠ୍ୟକ୍ରମରେ ସାମିଲ ହେବ ଭାଗବତ ଗୀତା

ଗାନ୍ଧିନଗର,୧୭।୩: ଗୁଜୁରାଟରେ ଷଷ୍ଠରୁ ଦ୍ବାଦଶ ଶ୍ରେଣୀ ପାଠ୍ୟକ୍ରମରେ ଭାଗବତ ଗୀତାକୁ ବିଷୟର ଏକ ଅଂଶ ଭାବେ ସାମିଲ କରାଯିବ। ଏ ନେଇ ଗୁଜରାଟ ଶିକ୍ଷା ମନ୍ତ୍ରୀ ଜିତୁ ଭାଗାନି ଏହି ଘୋଷଣା କରିଛନ୍ତି। ଛାତ୍ରଛାତ୍ରୀମାନେ ଶ୍ରୀମଦ ଭାଗବତ ଗୀତାର ମୂଲ୍ୟବୋଧ ବାବଦରେ ଜାଣିବା ପାଇଁ ସ୍ବତନ୍ତ୍ର ପାଠ୍ୟ ଖସଡା ପ୍ରସ୍ତୁତ କରାଯିବ । ଯେଉଁଥିରେ ଛାତ୍ରଛାତ୍ରୀଙ୍କ ସୁବିଧା ପାଇଁ ଶ୍ଲୋକ ଗାନ, ବାକ୍ୟ ପ୍ରତିଯୋଗିତା ଏବଂ ସାହିତ୍ୟ ଆସରର ଆୟୋଜନ କରାଯିବ ବୋଲି ମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନାଗରିକତ୍ୱ ବିଲ୍‌କୁ ନେଇ ଆସାମ, ତ୍ରିପୁରାରେ ବିରୋଧ ପ୍ରଦର୍ଶନ ଜାରି: ରଣଜୀ ଟ୍ରଫି ବାତିଲ

ଗୁଆହାଟି,୧୨।୧୨: ନାଗରିକତ୍ୱ(ସଂଶୋଧନ) ବିଲ୍‌ (ସିଏବି)କୁ ଉତ୍ତର-ପୂର୍ବ ରାଜ୍ୟଗୁଡିକରେ ଜୋରଦାର ବିରୋଧ କରାଯାଉଛି। ସବୁଠାରୁ ଅଧିକ ବିରୋଧ ଆସାମରେ ଦେଖିବାକୁ ମିଳିଛି। ଏଠାରେ ଶହ ଶହ ଲୋକ...

ଭାରତ ମହାସାଗରରେ ଯୁଦ୍ଧଜାହାଜ ମୁତୟନ କରିପାରେ ଚାଇନା

ନୂଆଦିଲ୍ଲୀ,୧।୧୨: ଚାଇନା ଏହାର ପ୍ରଥମ ବିଦେଶ ସାମରିକ ଘାଟି ଜିବୌଟିରେ ଯୁଦ୍ଧବିମାନବାହୀ ରଣତରୀ, ବୃହତ୍‌ ଯୁଦ୍ଧଜାହାଜ ଏବଂ ବୁଡ଼ାଜାହାଜ ମୁତୟନ କରିପାରେ। ଆମେରିକା କଂଗ୍ରେସରେ ପ୍ରତିରକ୍ଷା...

ଅଷ୍ଟମ ଶ୍ରେଣୀରୁ ପାଠପଢା ଛାଡି ଦେଇଥିଲେ, ୧୦ ବର୍ଷ ପରେ ପୁଣି ପାଠ ପଢି ହେଲେ ବଡ଼ ଅଫିସର

ଜୟପୁର,୨୩।୭: କୁହାଯାଏ ଭାଗ୍ୟ ସହାୟତା କଲେ ମଣିଷ ଯେକୌଣସି ପରିସ୍ଥିତିରେ ମଧ୍ୟ ସଫଳତା ହାସଲ କରିଥାଏ। କିନ୍ତୁ ଏଥିପାଇଁ ନିରନ୍ତର ପ୍ରୟାସ ଜାରି ରଖିବା ଆବଶ୍ୟକ।...

ତେଲେଙ୍ଗାନା ମହିଳା ତହସିଲଦାର ଜୀବନ୍ତ ଦଗ୍ଧ

ହାଇଦ୍ରାବାଦ,୪।୧୧: ତେଲେଙ୍ଗାନାର ରଙ୍ଗାରେଡ୍ଡି ଜିଲାରୁ ସୋମବାର ଏକ ବିଚଳିତ କରିଦେବା ଭଳି ଘଟଣା ସାମ୍ନାକୁ ଆସିଛି। ଜଣେ ମହିଳା ତହସିଲଦାରଙ୍କୁ କେହି ଜଣେ ଦୁର୍ବୃତ୍ତ ଜୀବନ୍ତ...

ସୀମାରେ ଯବାନଙ୍କ ପାଖରେ ଅସ୍ତ୍ର ଥାଏ

ନୂଆଦିଲ୍ଲୀ,୧୯ା୬:ଚାଇନା ସୀମାରେ ମୁତୟନ ସମସ୍ତ ଭାରତୀୟ ଯବାନଙ୍କ ପାଖରେ ଅସ୍ତ୍ରଶସ୍ତ୍ର ଥାଏ ବୋଲି ବହିର୍ବ୍ୟାପାର ମନ୍ତ୍ରୀ ଏସ୍‌. ଜୟଶଙ୍କର ଗୁରୁବାର କହିଛନ୍ତି। ଗଲଓ୍ବାନକୁ ବିନା ଅସ୍ତ୍ରରେ...

୩ ପିଲାଙ୍କୁ ବିଷ ଖୁଆଇଦେଲେ ମା’

ଭୋପାଳ, ୨ା୭: ସ୍ବାମୀଙ୍କ ସହ ଫୋନ୍‌ରେ ଝଗଡ଼ା କରି ମଧ୍ୟପ୍ରଦେଶର ୩୫ ବର୍ଷୀୟା ମହିଳା ମମତା ତାଙ୍କ ୩ ପିଲାଙ୍କୁ ମୂଷାମରା ବିଷ ଖୁଆଇଦେଇଛନ୍ତି। ପିଲାଙ୍କ...

ମହିଳା ମନ୍ତ୍ରୀଙ୍କ ଅପମାନ ସହି ପାରିଲେନି ଶିବରାଜ

ଭୋପାଳ,୧୯ ।୧୦: ମଧ୍ୟପ୍ରଦେଶରେ ୨୫ରୁ ଊର୍ଦ୍ଧ୍ୱ ଆସନରେ ଉପନିର୍ବାଚନ ହେବାକୁ ଯାଉଛି । ଏହାପରେ ଜଣାପଡିବ ଶାସନ ଭାର କାହା ହାତରେ ରହିବ । ଏହି...

୨୫ ହାଇକୋର୍ଟରେ ଗଡୁଛି ୪୩ ଲକ୍ଷ ମାମଲା: ୪୧୪ ବିଚାରପତି ପଦବୀ ଖାଲି

ନୂଆଦିଲ୍ଲୀ,୧୪ା୯(ପି.ଟି.): ଦେଶର ୨୫ ହାଇକୋର୍ଟରେ ୪୧୪ ବିଚାରପତି ପଦବୀ ଖାଲି ପଡ଼ିଛି, ଯାହାକି ଅଦ୍ୟାବଧି ସର୍ବାଧିକ ବୋଲି ଆଇନ ମନ୍ତ୍ରଣାଳୟର ତଥ୍ୟରୁ ଜଣାପଡ଼ିଛି। ସେପ୍ଟେମ୍ବର ୧ରେ...

Advertisement
Archives

Model This Week