ମା’ଙ୍କୁ ଭରଣପୋଷଣ ଦେଉନାହାନ୍ତି ଭାଗ୍ୟବାନ: ବାନ୍ଧିଲା ପୋଲିସ

ଦିଗପହଣ୍ଡି,୧୦।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପ୍ରତାପଗିରି ଗ୍ରାମର ଭାଗ୍ୟବାନ ଗୌଡ଼ (୪୨)ଙ୍କୁ ବୁଧବାର ପାଟପୁର ପୋଲିସ ଗିରଫ କରି ବ୍ରହ୍ମପୁର ଫେମିଲି କୋର୍ଟକୁ ଚାଲାଣ କରିଛନ୍ତି। ଅଭିଯୁକ୍ତ ଭାଗ୍ୟବାନ ମାଜିଷ୍ଟ୍ରେଟଙ୍କ ଆଦେଶ ପ୍ରକାରେ ମା’ଙ୍କୁ ଭରଣ ପୋଷଣ ଅର୍ଥରାଶି ପ୍ରଦାନ କରୁ ନ ଥିବା କାରଣରୁ ମାମଲା ନଂ.ସି.ଆର.ପି ୧୪୮/୨୫ ଅନୁଯାୟୀ ତାଙ୍କ ବିରୋଧରେ ଜାମିନବିହୀନ ଗିରଫ ପରୱାନା ଜାରି କରାଯାଇଥିଲା। କୋର୍ଟଙ୍କ ଆଦେଶ ପ୍ରକାରେ ପାଟପୁର ଥାନା ଏଏସଆଇ ସୁଧିର ନାୟକ ଅଭିଯୁକ୍ତ ଭାଗ୍ୟବାନଙ୍କୁ ୱାରେଣ୍ଟ ବଳରେ ଗିରଫ କରି କୋର୍ଟ ଚାଲାଣ କରିଥିବା ଜଣାପଡିଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

‘ମୋତେ ଲାଜ ଲାଗୁଛି’, ଏମିତି କାହିଁକି କହିଲେ ନୀତିନ ଗଡକରୀ, ଯାହାକୁ ନେଇ ହେଉଛି ଚର୍ଚ୍ଚା

ନୂଆଦିଲ୍‌ଲୀ,୧୦।୯: କେନ୍ଦ୍ର ସଡ଼କ ପରିବହନ ଏବଂ ରାଜପଥ ମନ୍ତ୍ରୀ ନୀତିନ ଗଡ଼କରୀ ମୁମ୍ୱାଇ-ଗୋଆ ହାଇୱେ ପ୍ରକଳ୍ପରେ ହୋଇଥିବା ବିଳମ୍ୱକୁ ନେଇ ଏକ ବଡ଼ ବୟାନ ଦେଇଛନ୍ତି। ଗୋଆର…

ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ବଡ଼ ଘୋଷଣା କଲା BCCI, ଅକ୍ଟୋବର ୬ରେ…

ନୂଆଦିଲ୍ଲୀ,୧୦।୯: ଭାରତୀୟ କ୍ରିକେଟ୍ର ଷ୍ଟାର୍‌ ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ପ୍ରତ୍ୟାବର୍ତ୍ତନକୁ ନେଇ ଆସିଛି ବଡ଼ ଖବର। ଆହତ ସମସ୍ୟା କାରଣରୁ ଦୀର୍ଘ ସମୟ ଧରି କ୍ରିକେଟରୁ ଦୂରେ…

ରଡ଼ିଆ-କଂସାର ଗୋବରୀ ନଦୀବନ୍ଧରେ ୩୦୦ ଫୁଟର ଫାଟ, କାଳ ସାଜିଛି ଚିଙ୍ଗୁଡ଼ି ଘେରି

ମହାକାଳପଡ଼ା,୧୦ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ରଡ଼ିଆ-କଂସାର-ବଡ଼ଦାଣ୍ଡୁଆ ଗୋବରୀ ନଦୀ ପାର୍ଶ୍ୱ ଲୁଣା ଘେରି ବନ୍ଧ ସପ୍ତାହ ପୂର୍ବେ ଭୁଶୁଡ଼ି ପଡ଼ିବା…

ସୁଟ୍‌କେସ୍‌ରେ ଗଞ୍ଜେଇ ଧରି ବାହାର ରାଜ୍ୟକୁ ଯାଉଥିଲେ ସୁନୀତା: ମାଡ଼ିବସିଲା ପୋଲିସ

ଡୁଙ୍ଗୁରିପାଲି, ୧୦।୯(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଥାନା ପୋଲିସ ଜଣେ ମହିଳାଙ୍କଠାରୁ ୧୫ କିଲୋ ୨୦୦ ଗ୍ରାମ ଗଞ୍ଜେଇ ଜବତ କରି ତାଙ୍କୁ କୋର୍ଟ ଚାଲାଣ…

ଆପୋଷ ମିଳାମିଶାରେ ମାମଲା ସମାଧାନ ପାଇଁ ମାଜିଷ୍ଟ୍ରେଟଙ୍କ ଗୁରୁତ୍ୱାରୋପ: ବିବାଦ ସମାଧାନରେ…

ଦିଗପହଣ୍ଡି,୧୦।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସିଭିଲ କୋର୍ଟ କମ୍ପ୍ଲେକ୍ସ ପରିସରରେ ତାଲୁକ ଆଇନ ସହାୟତା କମିଟି ପକ୍ଷରୁ ବିଭିନ୍ନ ବିବାଦର ସମାଧାନରେ ମଧ୍ୟସ୍ଥିଙ୍କ ଭୂମିକା…

ଶୁକ୍ରବାର ରାତିରେ ରାଶି ପରିବର୍ତ୍ତନ କରିବେ ଚନ୍ଦ୍ର: ବୃଷ-ସିଂହ ସହ ଏହି ରାଶିଙ୍କୁ ଫାଇଦା ହିଁ ଫାଇଦା, ମିଳିବ ଖୁସିଖବର

ଭୁବନେଶ୍ୱର: ଜ୍ୟୋତିଷ ଗଣନା ଅନୁସାରେ ୧୧ ସେପ୍ଟେମ୍ବର ୨୦୨୬ ରାତି ୭ଟା ୮ ମିନିଟ୍‌ରେ ଚନ୍ଦ୍ର ସିଂହ ରାଶି ଛାଡ଼ି କନ୍ୟା ରାଶିରେ ପ୍ରବେଶ କରିବେ। ଏହି…

୨୩ରେ ଯାତ୍ରାପୀଠକୁ ଅଣାଯିବ ଶୁଭଖୁଣ୍ଟି; ୮ ଦିନ ଧରି ଚାଲିବ ଯାତ୍ରା

ଦିଗପହଣ୍ଡି, ୧୦।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ଗଣପର୍ବ ଭାବେ ପରିଚିତ ମା’ ବୁଢ଼ୀ ଠାକୁରାଣୀଙ୍କ ଶାରଦୀୟ ଯାତ୍ରା ମହୋତ୍ସବ ପରିଚାଳନା ନିମନ୍ତେ…

ଗାଡ଼ି ଚାଳକଙ୍କ ପାଇଁ ବଡ଼ ଖବର! ୨୦%ରୁ ଅଧିକ ଇଥାନଲ ମିଶିବ ପେଟ୍ରୋଲରେ, ସ୍ପଷ୍ଟ କଲେ…

ଦେଶରେ ପ୍ରଚଳିତ ୨୦% ଇଥାନଲ୍‌ ମିଶ୍ରିତ ପେଟ୍ରୋଲ (ଇ-୨୦) ଯୋଗୁ ଗାଡ଼ି ଯନ୍ତ୍ରାଂଶ ଖରାପ ହେଉଥିବାରୁ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଉଛି। ଏନେଇ ଦୃଢ଼ ବିରୋଧ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri