Posted inଜାତୀୟ

ଭଜନଲାଲ୍‌ ଶର୍ମା ହେବେ ରାଜସ୍ଥାନର ମୁଖ୍ୟମନ୍ତ୍ରୀ

ଜୟପୁର,୧୨।୧୨: ରାଜସ୍ଥାନରେ ନୂଆ ମୁଖ୍ୟମନ୍ତ୍ରୀଙ୍କୁ ନେଇ ସସପେନ୍ସ ଶେଷ ହୋଇଛି। ଜୟପୁରରେ ମଙ୍ଗଳବାର ଅନୁଷ୍ଠିତ ହୋଇଥିବା ଭାଜପା ବିଧାୟକ ଦଳ ବୈଠକରେ ଭଜନଲାଲ୍‌ ଶର୍ମାଙ୍କ ନାମକୁ ଅନୁମୋଦନ ମିଳିଛି। ରାଜସ୍ଥାନରେ ନିର୍ବାଚନ ଫଳାଫଳ ଆସିବାର ନଅ ଦିନ ପରେ ମୁଖ୍ୟମନ୍ତ୍ରୀଙ୍କ ନାମ ଚୂଡାନ୍ତ ହୋଇଛି। ଭଜନଲାଲ୍‌ ସଙ୍ଗନେରର ବିଧାୟକ ଏବଂ ପ୍ରଥମ ଥର ପାଇଁ ବିଧାୟକ ଭାବେ ନିର୍ବାଚିତ ହୋଇଥିବାବେଳେ ସେ ରାଜସ୍ଥାନର ନୂତନ ମୁଖ୍ୟମନ୍ତ୍ରୀ ହେବେ ।

ଭଜନଲାଲ୍‌ ଭରତପୁରର ବାସିନ୍ଦା। ସେ ସଙ୍ଗନେରରୁ ବିପୁଳ ବ୍ୟବଧାନରେ ଜିତିଥିଲେ। ଶର୍ମା କଂଗ୍ରେସର ପୁଷ୍ପେନ୍ଦ୍ର ଭରଦ୍ୱାଜଙ୍କୁ ୪୮୦୮୧ଭୋଟରେ ପରାସ୍ତ କରିଥିଲେ। ଭଜନଲାଲ୍‌ଙ୍କୁ ଉଭୟ ସଂଘ ଏବଂ ସଂଗଠନର ନିକଟତର ବୋଲି ବିବେଚନା କରାଯାଏ।

ରାଜସ୍ଥାନରେ ମୁଖ୍ୟମନ୍ତ୍ରୀଙ୍କ ନାମ ଘୋଷଣା ସହିତ ଦୁଇ ଉପ ମୁଖ୍ୟମନ୍ତ୍ରୀଙ୍କ ନାମ ମଧ୍ୟ ଘୋଷଣା କରାଯାଇଛି। ଦିୟା କୁମାରୀ ଏବଂ ପ୍ରେମ ଚନ୍ଦ୍ର ବୈରଓ୍ବାଙ୍କୁ ଉପମୁଖ୍ୟମନ୍ତ୍ରୀ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଦୁଇ ବସ୍‌ ମୁହାଁମୁହିଁ, ୩୦ରୁ ଊର୍ଦ୍ଧ୍ୱ ଯାତ୍ରୀ…

ମୋହନା,୧୯ା୩(ମନ୍ମଥ ମିଶ୍ର): ଘରୋଇ ଯାତ୍ରୀବାହୀ ବସ୍‌ ସହ ମୁଖ୍ୟମନ୍ତ୍ରୀ ବସ୍‌ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ୪ ଜଣ ଆହତ ହୋଇଛନ୍ତି। ଏଭଳି ଅଭାବନୀୟ ଘଟଣା ଦେଖିବାକୁ…

ଓଡ଼ିଶାର ଏହି ଜିଲାରେ ରହିଛି ହୀରାଖଣି, ସୂଚନା ଦେଇ ମନ୍ତ୍ରୀ କହିଲେ…

ଭୁବନେଶ୍ୱର,୧୯ା୩: ଓଡ଼ିଶାରେ ମିଳିଛି ହୀରାଖଣିର ସନ୍ଧାନ। ତେବେ ରାଜ୍ୟର ନୂଆପଡ଼ା ଜିଲାରେ ଏହି ଖଣିର ସନ୍ଧାନ ମିଳିଛି। ନୂଆପଡ଼ାର କାଲମିଦାଦରଠାରେ ହୀରା ପଥର ଚିହ୍ନଟ କରାଯାଇଥିବା ନେଇ…

କ୍ରସ୍‌ ଭୋଟିଂ ନେଇ ସୁବାସିନୀଙ୍କ ବଡ଼ ଖୁଲାସା, କହିଲେ ନବୀନଙ୍କ ନିର୍ଦ୍ଦେଶରେ ଭୋଟ୍‌ ଦେଇଛି

ଭୁବନେଶ୍ୱର,୧୯ା୩: କ୍ରସ୍‌ ଭୋଟିଂ ଅଭିଯୋଗ ନେଇ ପ୍ରତିକ୍ରିୟା ରଖିଛନ୍ତି ବିଧାୟିକା ସୁବାସିନୀ ଜେନା। ସେ କହିଛନ୍ତି, ମୁଁ ଆମ ଦଳର ସୁପ୍ରିମୋ ନବୀନ ବାବୁଙ୍କ ନିର୍ଦ୍ଦେଶରେ ଭୋଟ୍‌…

ଅନ୍ୟମାନଙ୍କ ପାଇଁ ଉଦାହରଣ ସାଜିଛି କଣ୍ଟେଇପଲ୍ଲୀ ଭିଏସ୍‌ଏସ୍‌

ଭଞ୍ଜନଗର,୧୯ା୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ କେନ୍ଦ୍ରୀୟ ବନାଞ୍ଚଳ ପକ୍ଷରୁ ଜଙ୍ଗଲ ନିଆଁ ରୋକିବା ପାଇଁ ଏକ ସାଇକେଲ ରାଲି କଣ୍ଟେଇପଲ୍ଲୀରୁ ବାହାରିଥିଲା।…

ଡାଲମା ହାଣ୍ଡିରୁ ବାହାରିଲା ବିଷାକ୍ତ ସାପ, ପ୍ରସାଦ ସେବନ ପରେ ଘଟିଲା…

ପଟ୍ଟମୁଣ୍ଡାଇ,୧୯ା୩(କଳ୍ପତରୁ ନାୟକ): ଡାଲମା ହାଣ୍ଡିରେ ଏକ ବିଷାକ୍ତ ସାପ ପଡ଼ିଯିବାରୁ ଏହି ଡାଲମା ଖାଇ ୩୦ ଅସୁସ୍ଥ ହୋଇପଡ଼ିଛନ୍ତି। ଏମିତି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି…

ଶେୟାର ମାର୍କେଟ୍‌ରେ ହାହାକାର: ଗୋଟିଏ ଘଣ୍ଟାରେ ପ୍ରାୟ ୭.୬ ଲକ୍ଷ କୋଟି ଟଙ୍କା ହରାଇଲେ ନିବେଶକ

ମୁମ୍ବାଇ,୧୯।୩: ଭାରତୀୟ ଷ୍ଟକ ବଜାରରେ ଗୁରୁବାର ହାହାକାର ଦେଖିବାକୁ ମିଳିଛି। ବଜାର ଖୋଲିବାର ମାତ୍ର ଗୋଟିଏ ଘଣ୍ଟା ମଧ୍ୟରେ ନିବେଶକମାନେ ପ୍ରାୟ ୭.୬ ଲକ୍ଷ କୋଟି ଟଙ୍କା…

ପ୍ରଧାନଆଚାର୍ଯ୍ୟଙ୍କ ନିଲମ୍ବନ ନେଇ ପ୍ରତିବାଦ, ଫାଟକରେ ତାଲା ପକାଇ ଧାରଣାରେ ବସିଲେ ଗୁରୁମା-ଗୁରୁଜୀ

ତିହିଡ଼ି,୧୯ା୩(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ିସ୍ଥିତ ଶିଶୁବିଦ୍ୟାମନ୍ଦିରର ଗୁରୁମା ଓ ଗୁରୁଜୀମାନେ ଗୁରୁବାର ସକାଳେ ବିଦ୍ୟାମନ୍ଦିର ଫାଟକରେ ତାଲା ପକାଇ ଧାରଣା ଦେଇଛନ୍ତି। ପ୍ରଧାନଆଚାର୍ଯ୍ୟଙ୍କୁ ନିଲମ୍ବନ ଏବଂ…

ପୁଣି ଯୁଦ୍ଧକୁ ଓହ୍ଲାଇବେ ଭାରତ-ପାକିସ୍ତାନ! ପରମାଣୁ ଆଟାକ୍‌ କରିପାରେ ପାକ୍‌…

ନୂଆଦିଲ୍ଲୀ,୧୯।୩: ଯଦିଓ ଭାରତ ଏବଂ ପାକିସ୍ତାନ ମଧ୍ୟରେ ପରିସ୍ଥିତି ବର୍ତ୍ତମାନ ଶାନ୍ତ ଦେଖାଯାଉଛି, ତଥାପି ବିପଦ ସମ୍ପୂର୍ଣ୍ଣ ହ୍ରାସ ପାଇନାହିଁ। ଏହି ଦାବି ଆମେ କରୁନୁ, ବରଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri