Posted inଜାତୀୟ

ଶପଥ ଗ୍ରହଣ ପୂର୍ବରୁ ମାତାପିତାଙ୍କ ପାଦ ଧୋଇ ଆଶୀର୍ବାଦ ନେଲେ ଭଜନଲାଲ

ଜୟପୁର,୧୫।୧୨: ଭଜନଲାଲ ଶର୍ମା ଶୁକ୍ରବାର ସକାଳ ପ୍ରାୟ ୧୧ଟା ୩୦ ମିନିଟ ସମୟରେ ରାଜସ୍ଥାନର ମୁଖ୍ୟମନ୍ତ୍ରୀ ଭାବେ ପଦ ଓ ଗୋନୀୟତାର ଶପଥ ଗ୍ରହଣ କରିବେ। ତାଙ୍କ ସହ ଦୁଇ ଉପମୁଖ୍ୟମନ୍ତ୍ରୀ ଦିୟା କୁମାରୀ ଏବଂ ପ୍ରେମଚାନ୍ଦ ବୈରୱା ମଧ୍ୟ ଶପଥ ଗ୍ରହଣ କରିବେ। ଏହି ତିନିଜଣଙ୍କୁ ରାଜ୍ୟପାଳ କଲରାଜ ମିଶ୍ର ଶପଥ ଗ୍ରହଣ କରାଇବେ। ଜୟପୁରର ଆଲବର୍ଟ ହଲ ସମ୍ମୁଖରେ ହେବାକୁ ଥିବା ଶପଥ ଗ୍ରହଣ ସମାରୋହରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଏବଂ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଉପସ୍ଥିତ ରହିବେ।
ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ, କେନ୍ଦ୍ର ମନ୍ତ୍ରୀ ନିତିନ ଗଡକରୀ ଏବଂ ଅଧା ଡଜନ କେନ୍ଦ୍ର ମନ୍ତ୍ରୀ, ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ, ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱ ସରମା, ହରିୟାଣା ମୁଖ୍ୟମନ୍ତ୍ରୀ ମନୋହର ଲାଲ, ଗୋଆ ମୁଖ୍ୟମନ୍ତ୍ରୀ ପ୍ରମୋଦ ସାୱନ୍ତ, ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଡକ୍ଟର ମୋହନ ଯାଦବ ଏହି ଉତ୍ସବରେ ଯୋଗଦେବା ସହ, ଛତିଶଗଡର ମୁଖ୍ୟମନ୍ତ୍ରୀ ବିଷ୍ଣୁଦେବ ସାଏ ଏବଂ ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନାଭିସଙ୍କ ସମେତ ବହୁ ନେତା ଉପସ୍ଥିତ ରହିବେ। ଏହି ଅବସରରେ ପ୍ରଧାନମନ୍ତ୍ରୀ ମୋଦି ମଧ୍ୟ ସମ୍ବୋଧିତ କରିପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ବର୍ଷା କମିଛି, ଆତଙ୍କ ଥମିନି: କାନ୍ଥ ପଡ଼ି ଚାଲିଗଲା ବୃଦ୍ଧାଙ୍କ ଜୀବନ

ଭଞ୍ଜନଗର, ୨୫।୯(ବାବୁଲା ପ୍ରଧାନ):ଗଞ୍ଜାମ ଜିଲାରେ ଲଗାଣ ବର୍ଷା ପରେ ଶୁକ୍ରବାର ବର୍ଷାର ପରିମାଣ କିଛିଟା କମିଥିଲେ ମଧ୍ୟ ଲୋକଙ୍କ ମନରୁ ଆତଙ୍କ ଥମିନାହିଁ। ବେଲଗୁଣ୍ଠ ବ୍ଲକ ଉଡ୍ରା…

ବର୍ଷାରେ ଭାଙ୍ଗିଲା ଘର: ତାର୍ପୋଲିନ ଯୋଗାଇଦେଲେ ତହସିଲଦାର

କେସିଙ୍ଗା, ୨୫।୯(ତୁମେଶ୍ୱର ସାହୁ): ଲଘୁଚାପଜନିତ ଲଗାଣ ବର୍ଷା ଓ ପବନ ଯୋଗୁ କେସିଙ୍ଗା ବ୍ଲକର ବିଭିନ୍ନ ଅଞ୍ଚଳରେ ଘର ଭାଙ୍ଗିବା ସହ ଚାଷଜମିରେ ମଧ୍ୟ କ୍ଷୟକ୍ଷତି ହେଉଥିବା…

୨୭ ବର୍ଷର ସଂଘର୍ଷ ପରେ ୫୯ ବର୍ଷରେ ପାଇଲେ ସରକାରୀ ଚାକିରି; ୧୯୯୯ରୁ କରୁଥିଲେ ପ୍ରସ୍ତୁତି, ଜାଣନ୍ତୁ ରୋଚକ କାହାଣୀ

ନୂଆଦିଲ୍ଲୀ,୨୫।୯: ବୟସ ୫୯ ବର୍ଷ। ଦୀର୍ଘ ୨୭ ବର୍ଷର ସଂଘର୍ଷ ପରେ ଶେଷରେ ପୂରଣ ହୋଇଛି ସରକାରୀ ଶିକ୍ଷକ ହେବାର ସ୍ୱପ୍ନ । ଉତ୍ତରପ୍ରଦେଶର ବାଗପତ ଜିଲାର…

ବର୍ଷକୁ ମାଗଣାରେ ମିଳିବ ୬ଟା ସିଲିଣ୍ଡର, ସରକାରଙ୍କ ବଡ଼ ଘୋଷଣା; ଜାଣନ୍ତୁ କାହାକୁ ମିଳିବ ଫାଇଦା

ନୂଆଦିଲ୍‌ଲୀ,୨୫।୯: ଏଣିକି ବର୍ଷକୁ ମିଳିବ ୬ଟି ସିଲିଣ୍ଡର। ଏନେଇ ବଡ଼ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ। ଉମର ଅବଦୁଲ୍ଲା ସରକାର ବିଧାନସଭାରେ ଏକ ବଡ଼ ଘୋଷଣା କରି ଜମ୍ମୁ-କଶ୍ମୀରରେ…

ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବି କଲେ ନବୀନ, SIR ପ୍ରକ୍ରିୟା ଉପରେ କହିଲେ ଏମିତି କଥା: ରାଜନୀତିରେ ଚହଳ

ଭୁବନେଶ୍ୱର, ୨୫।୯: ନିର୍ବାଚନ କମିଶନ ଏବଂ ଭୋଟର ତାଲିକାର SIR ପ୍ରକ୍ରିୟାକୁ ନେଇ ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ ମୁଖ୍ୟ ନିର୍ବାଚନ…

ସକାଳୁ ସକାଳୁ ପୂର୍ବତନ ବିଧାୟକଙ୍କୁ ଉଠାଇନେଲା ପୋଲିସ, ମମତାଙ୍କ ଘନିଷ୍ଠ ଥିଲେ..

କୋଲକାତା,୨୫।୯: ତୃଣମୂଳ କଂଗ୍ରେସର ସମସ୍ୟା କମିବାର ନାଁ ନେଉନାହିଁ । ତୃଣମୂଳ କଂଗ୍ରେସ (ଟିଏମ୍‌ସି)ର ପୂର୍ବତନ ବିଧାୟକ ଅଜିତ ମାଇତିଙ୍କୁ ଠକେଇ ମାମଲାରେ ପୋଲିସ ଗିରଫ କରିଛି…

ସପ୍ତାହରେ ବ୍ୟାଙ୍କ୍‌ରେ ୫ଦିନ ଓ଼୍ବାର୍କିଂ ଡେ? ଅର୍ଥ ମନ୍ତ୍ରଣାଳୟରୁ ଆସିଲା ବଡ଼ ଖବର

ନୂଆଦିଲ୍ଲୀ,୨୫।୯: ସପ୍ତାହକୁ ୫ ଦିନ କାର୍ଯ୍ୟଦିବସ (5-Day Work Week) ସମେତ ଅନ୍ୟ କିଛି ଦାବିକୁ ନେଇ ବ୍ୟାଙ୍କ ୟୁନିଅନଗୁଡ଼ିକ ସେପ୍ଟେମ୍ୱର ୨୮ ରୁ ତିନି ଦିନିଆ…

ମନ୍ତ୍ରୀଙ୍କ ବଡ଼ ସୂଚନା: ଏହି ଦିନ ମିଳିବ ବକେୟା ଭତ୍ତା

ଭୁବନେଶ୍ୱର, ୨୫।୯: ଆସନ୍ତା ଅକ୍ଟୋବର ମାସ ସୁଦ୍ଧା ମିଳିବ ବକେୟା ଥିବା ଭତ୍ତା। ଏନେଇ ବିଧାନସଭାରେ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ସୂଚନା ଦେଇଛନ୍ତି। ରାଜ୍ୟରେ ସମୁଦାୟ ୨୦…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?