ରାମ ମନ୍ଦିରର ଭବ୍ୟ ଉଦଘାଟନ ସମାରୋହରେ ବିଶେଷ ଅତିଥି ହେବେ ଭଜନ ସମ୍ରାଟ ଅନୁପ ଜଲୋଟା

ମୁମ୍ବାଇ,୨୦।୧୨: ଉତ୍ତରପ୍ରଦେଶର ଅଯୋଧ୍ୟାରେ ରାମ ମନ୍ଦିରର ଉଦଘାଟନୀ ଉତ୍ସବକୁ ସମସ୍ତେ ଉତ୍ସାହର ସହିତ ଅପେକ୍ଷା କରିଛନ୍ତି। ରାମ ଲଲାଙ୍କ ପ୍ରାଣ ପ୍ରତିଷ୍ଠା ଆସନ୍ତା ବର୍ଷ ଅର୍ଥାତ୍‌ ୨୨ ଜାନୁୟାରୀ ୨୦୨୪ରେ ହେବ। ରାମ ମନ୍ଦିରର ଉଦଘାଟନକୁ ନେଇ ସମସ୍ତେ ବହୁତ ଉତ୍ସାହିତ ଅଛନ୍ତି। ଏହି ବିଶେଷ ଉତ୍ସବରେ ରାମ ମନ୍ଦିରର ଉଦଘାଟନୀ ସମାରୋହରେ ରାଜନୀତି, ଶିଳ୍ପ ଏବଂ ମନୋରଞ୍ଜନ ଜଗତର ବହୁ ବିଶିଷ୍ଟ ବ୍ୟକ୍ତିତ୍ୱ ଯୋଗଦେବେ। ଏହି କାର୍ଯ୍ୟକ୍ରମ ପାଇଁ ଭଜନ ସମ୍ରାଟ ଅନୁପ ଜଲୋଟାଙ୍କୁ ଏକ ବିଶେଷ ଅତିଥି ଭାବରେ ନିମନ୍ତ୍ରଣ କରାଯାଇଛି।
ଭଜନ ସମ୍ରାଟ ଅନୁପ ଜଲୋଟା ରାମ ମନ୍ଦିର ଉଦଘାଟନୀ ସମାରୋହରେ ଏକ ବିଶେଷ ଅତିଥି ଭାବରେ ନିମନ୍ତ୍ରଣ ପାଇଛନ୍ତି, ଯାହା ବିଷୟରେ ସେ ଏକ ଘରୋଇ ଟେଲିଭିଜନ ଚ୍ୟାନେଲ ସହିତ ଏକ ବିଶେଷ ବାର୍ତ୍ତାଳାପ କରିଥିଲେ। ସେ କହିଛନ୍ତି ଯେ ଜୀବନ ସହ ଜଡିତ ଏହି ଐତିହାସିକ ସମାରୋହରେ ଯୋଗଦେବା ତାଙ୍କର ସୌଭାଗ୍ୟ। ଆହୁରି ମଧ୍ୟ ତିନି ଦିନ ପୂର୍ବେ ସେ ଅଯୋଧ୍ୟା ମନ୍ଦିର ସହ ଜଡିତ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ଗୀତ ଗାଇବା ସହ ଏକ ବିଶେଷ ଉପସ୍ଥାପନା କରିଥିଲେ, ତଥାପି ୨୨ ଜାନୁୟାରୀରେ ଗୀତ ଗାଇବା ଭଳି କୌଣସି କାର୍ଯ୍ୟକ୍ରମ ନାହିଁ ବୋଲଇ ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରେଡ୍‌ ନୁହେଁ, ଟ୍ରାପ୍‌ ଡିଲ୍‌: କଂଗ୍ରେସ

ନୂଆଦିଲ୍ଲୀ,୭ା୨: ଆମେରିକା ସହ ବାଣିଜ୍ୟ ଚୁକ୍ତିନାମା, ପୂର୍ବତନ ସେନାମୁଖ୍ୟ ଏମ୍‌.ଏମ୍‌. ନରଓ୍ବଣେଙ୍କ ଅପ୍ରକାଶିତ ପୁସ୍ତକର ବିବାଦୀୟ ପ୍ରସଙ୍ଗ ଏବଂ ବିରୋଧୀ ଦଳର ୮ ଏମ୍‌ପିଙ୍କ ନିଲମ୍ବନକୁ ବିରୋଧ…

ଆମେରିକାର ‘ବେଆଇନ ବିଦେଶୀ’ ତାଲିକାରେ ୮୯ ଭାରତୀୟ

ନୂଆଦିଲ୍ଲୀ,୭ା୨: ବେଆଇନ ବିଦେଶୀ ଅପରାଧୀଙ୍କ ତାଲିକା ଶେୟାର କରିବା ପାଇଁ ଆମେରିକାର ହୋମ୍‌ଲ୍ୟାଣ୍ଡ ସିକ୍ୟୁରିଟି ବିଭାଗ ପକ୍ଷରୁ ‘ଆରେଷ୍ଟେଡ୍‌: ଓ୍ବର୍ଷ୍ଟ ଅଫ୍‌ ଓ୍ବର୍ଷ୍ଟ’ ନାମରେ ଏକ ପବ୍ଲିକ୍‌…

ଚନ୍ଦ୍ରକୁ ଯିବ iPhone: ନାସା କଲା ବଡ଼ ଘୋଷଣା

ନୂଆଦିଲ୍ଲୀ,୭।୨: ଚନ୍ଦ୍ରକୁ ଯାତ୍ରା କରୁଥିବା ମହାକାଶଚାରୀମାନେ ଏବେ ନିଜ ସହିତ iPhone ନେଇପାରିବେ। ଆମେରିକାର ମହାକାଶ ସଂସ୍ଥା ନାସା ଏବେ ମହାକାଶଚାରୀମାନଙ୍କୁ iPhone ଏବଂ ଅନ୍ୟାନ୍ୟ ଆଧୁନିକ…

ଭାରତ-ଆମେରିକା ବାଣିଜ୍ୟ ଚୁକ୍ତି ଢାଞ୍ଚା ପ୍ରକାଶିତ, କୃଷକ, ମତ୍ସ୍ୟଜୀବୀଙ୍କ ପାଇଁ…

ନୂଆଦିଲ୍ଲୀ,୭।୨: ଭାରତ-ଆମେରିକା ବାଣିଜ୍ୟ ଚୁକ୍ତି ସମ୍ପର୍କରେ ଏବେ ଜିନିଷଗୁଡ଼ିକ ସ୍ପଷ୍ଟ ହୋଇଯାଇଛି। ବାଣିଜ୍ୟ ଏବଂ ଶିଳ୍ପ ମନ୍ତ୍ରୀ ପୀୟୁଷ ଗୋୟଲ ସୋସିଆଲ ମିଡିଆ ପ୍ଲାଟଫର୍ମ X ରେ…

ନାବାଳିକାଙ୍କୁ କୁରକୁରି, ଚକଲେଟ ଦେଖାଇ ଏକ ନିଛାଟିଆ ସ୍ଥାନକୁ ଡାକିନେଲେ ବୃଦ୍ଧ, ତା’ପରେ…

ଖୁଣ୍ଟୁଣୀ,୭l୨(ସଚ୍ଚିଦାନନ୍ଦ ପଣ୍ଡା): ଜଣେ ନାବାଳିକା ୪ର୍ଥ ଶ୍ରେଣୀ ଛାତ୍ରୀଙ୍କୁ ଅସଦାଚରଣ ଉଦ୍ୟମ କରିବା ଅଭିଯୋଗରେ ଖୁଣ୍ଟୁଣୀ ଥାନା ପୋଲିସ ଶୁକ୍ରବାର ରାଧାଦାମୋଦରପୁର (କଣ୍ଟାବନ୍ଧ) ଗ୍ରାମର ଗଗନ ବିହାରୀ…

ଆରମ୍ଭ ହେଲା ପ୍ରେମ ସପ୍ତାହ…ଆଜି ରୋଜ୍‌ ଡେ’

ଭୁବନେଶ୍ୱର,୭/୨ (ସୌମ୍ୟରଞ୍ଜନ ରାଉତ):ଫେବୃଆରୀ ୧୪, ଭାଲେଣ୍ଟାଇନ୍ସ ଡେ’। ପ୍ରେମ ଓ ପ୍ରେମୀଯୁଗଳଙ୍କ ପାଇଁ ଖାସ୍‌ ଦିନଟିଏ। ଅନ୍ୟମାନଙ୍କ ପାଇଁ ହୁଏତ ଏହି ଦିନଟି ସାଧାରଣ, ହେଲେ ପ୍ରେମୀମାନଙ୍କ…

ହୋଲି ପାଇଁ ଗଡ଼ିବ ୬୨ ସ୍ବତନ୍ତ୍ର ଟ୍ରେନ୍‌

ଭୁବନେଶ୍ୱର, ୬ା୨(ଅନୁରାଧା ମହାରଣା)- ହୋଲି ଉତ୍ସବ ସମୟରେ ଯାତ୍ରୀମାନଙ୍କ ପାଇଁ ସୁଗମ, ନିରାପଦ ଏବଂ ଆରାମଦାୟକ ଯାତ୍ରା ସୁନିଶ୍ଚିତ କରିବାକୁ ପୂର୍ବତଟ ରେଳପଥ ଏହାର ପରିସୀମା ମଧ୍ୟରେ…

ଗୋଟିଏ ଦିନରେ ୩ ଦୁର୍ଘଟଣା

ମୋରଡ଼ା/ରାସଗୋବିନ୍ଦପୁର,୬ା୨(ସ୍ମାରକ ମାଜୀ/ସତ୍ୟବାଦୀ ପରିଡ଼ା)- ମୟୂରଭଞ୍ଜ ଜିଲା ମୋରଡ଼ା ଓ଼ ରାସଗୋବିନ୍ଦପୁର ଥାନା ଅଞ୍ଚଳର ବିଭିନ୍ନ ସ୍ଥାନରେ ଦୁର୍ଘଟଣା ଘଟିଛି। ସୂଚନା ଅନୁଯାୟୀ, ଗୁରୁବାର ବିଳମ୍ବିତ ରାତିରେ ରାସଗୋବିନ୍ଦପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri