Posted inଜାତୀୟ

ଦ୍ୱିଗୁଣା ହେଲା ନବନିର୍ବାଚିତ ମୁଖ୍ୟମନ୍ତ୍ରୀ ଭଜନଲାଲ୍‌ ଶର୍ମାଙ୍କ ଖୁସି, ଜାଣନ୍ତୁ…

ଜୟପୁର,୧୩।୧୨: ରାଜସ୍ଥାନର ନବନିର୍ବାଚିତ ମୁଖ୍ୟମନ୍ତ୍ରୀ ଭଜନଲାଲ ଶର୍ମା ଶୁକ୍ରବାର ଅର୍ଥାତ ଡିସେମ୍ବର ୧୫ରେ ଶପଥ ନେବେ। ଜୟପୁରର ରାମନିବାସ ବାଗ ସ୍ଥିତ ଅଲବର୍ଟ ହଲ୍‌ରେ ଶପଥ ଗ୍ରହଣ ସମାରୋହ ଅନୁଷ୍ଠିତ ହେବ। ତାଙ୍କ ସହ ଦିୟା କୁମାରୀ ଏବଂ ପ୍ରେମଚାନ୍ଦ ବୈରଓ୍ବା ମଧ୍ୟ ଉପମୁଖ୍ୟମନ୍ତ୍ରୀ ଏବଂ ବାସୁଦେବ ଦେବନାନୀ ରାଜସ୍ଥାନ ବିଧାନସଭାର ବାଚସ୍ପତି ଭାବେ ମଧ୍ୟ ଶପଥ ନେବେ।

ପ୍ରଥମ ଥର ଲାଗି ବିଧାୟକ ନିର୍ବାଚିତ ହୋଇଥିବା ଭଜନଲାଲ୍‌ଙ୍କ ପାଇଁ ଡିସେମ୍ବର ୧୫ ଦ୍ୱିଗୁଣା ଖୁସି ଆଣିଦେବ। ପ୍ରଥମଟି ହେଲା ସେ ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ। ଦ୍ୱିତୀୟଟି ହେଲା ନିଜ ଜନ୍ମଦିନରେ ସେ ଏହା କରିବେ। ତେବେ ଏହି ସମାରୋହରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ଏବଂ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ମଧ୍ୟ ସାମିଲ ହେବାର ସମ୍ଭାବନା ରହିଛି। ଏହାଛଡ଼ା ବିଭିନ୍ନ ରାଜ୍ୟର ଭାଜପା ନେତା ଏବଂ ମୁଖ୍ୟମନ୍ତ୍ରୀମାନଙ୍କୁ ମଧ୍ୟ ନିମନ୍ତ୍ରଣ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଚାଇନାର ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ଦେହାନ୍ତ

ବେଜିଂ, ୧୩।୮: ଚାଇନାକୁ ଆଧୁନିକ ଅର୍ଥନୈତିକ ମହାଶକ୍ତି ଭାବରେ ଗଢ଼ିବାରେ ପ୍ରମୁଖ ଭୂମିକା ନେଇଥିବା ଏବଂ ଦେଶକୁ ବିଶ୍ୱ ବାଣିଜ୍ୟ ସଂଗଠନ(ଡବ୍ଲ୍ୟୁଟିଓ)ରେ ସାମିଲ କରାଇଥିବା ଚାଇନାର ପୂର୍ବତନ…

୨୪ ସପ୍ତାହ ପର୍ଯ୍ୟନ୍ତ ଗର୍ଭପାତ କରିପାରିବେ ବଳାତ୍କାର ପୀଡ଼ିତା: କୋର୍ଟ ଦେଲେ ବଡ଼ ରାୟ

ଇନ୍ଦୋର,୧୨ା୮(ପି.ଟି.):ବଳାତ୍କାର ପୀଡ଼ିତା ଗର୍ଭବତୀ ହୋଇଥିଲେ, ସେ ୨୪ ସପ୍ତାହ ମଧ୍ୟରେ ଗର୍ଭପାତ କରିବାକୁ ଚାହିଁଲେ ଏଥିପାଇଁ ଅଦାଲତଙ୍କ ଅନୁମତି ନେବାକୁ ପଡ଼ିବ ନାହଁି। ମଧ୍ୟପ୍ରଦେଶ ହାଇକୋର୍ଟ ଏକ…

ପୁରୁଷ ବନ୍ଧୁଙ୍କୁ ବାନ୍ଧି ଯୁବତୀଙ୍କୁ ଗଣବଳାତ୍କାର: ଭଙ୍ଗା ଘରେ ଜଣଙ୍କ ପରେ ଜଣେ…

ନିିଶ୍ଚିନ୍ତକୋଇଲି, ୧୩ା୮(ଅଶୋକ ମହାପାତ୍ର):କେନ୍ଦ୍ରାପଡ଼ା ଜିଲା କଳପଡ଼ା ଅଞ୍ଚଳର ଜଣେ ଯୁବତୀ ଭୁବନେଶ୍ୱରର ଏକ ମଲ୍‌ରେ କାର୍ଯ୍ୟ କରନ୍ତି। ସେଠାରେ ଗାଡ଼ିଚାଳକ ରୂପେ ରହି କାର୍ଯ୍ୟ କରୁଥିବା ନୟାଗଡ଼…

LACରେ ତିକ୍ତା ପରେ ଭାରତକୁ ନେଇ ବଡ଼ କଥା କହିଦେଲେ ଚାଇନା: ଏବେ ସବୁକିଛି…

ନୂଆଦିଲ୍ଲୀ,୧୩।୮: ଅରୁଣାଚଳ ପ୍ରଦେଶର ପ୍ରକୃତ ନିୟନ୍ତ୍ରଣ ରେଖା (LAC) ନିକଟରେ ଭାରତ ଏବଂ ଚାଇନା ମଧ୍ୟରେ ସାମରିକ ଗତିରୋଧର ରିପୋର୍ଟ ହୋଇଛି। ଚାଇନା ପରିସ୍ଥିତିକୁ ହାଲୁକା ଭାବରେ…

ଗୁଳି ନିର୍ଦ୍ଦେଶ କିଏ ଦେଇଥିଲେ ଜବାବ ଚାହୁଁ: ରାହୁଲ

ନୂଆଦିଲ୍ଲୀ,୧୩ା୮: ଏନ୍‌ଇଇଟି ବିକ୍ଷୋଭ ବେଳେ ପୋଲିସର ମାତ୍ରାଧିକ କାର୍ଯ୍ୟାନୁଷ୍ଠାନ ପ୍ରସଙ୍ଗରେ ବିରୋଧୀ ଦଳଗୁଡ଼ିକ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହାଙ୍କ ବିବୃତି ଦାବି କରି ଦୀର୍ଘଦିନ ହେଲା ପାର୍ଲାମେଣ୍ଟର…

ସ୍କୁଲରେ ଛାତ୍ରଙ୍କ ଅଙ୍ଗୁଳି ଛିଣ୍ଡାଇନେଲା କୁକୁର: କ୍ଷତିପୂରଣ ଦାବି

ବାଲେଶ୍ୱର,୧୩ା୮(ମୃତ୍ୟୁଞ୍ଜୟ ପଟ୍ଟନାୟକ):ବାଲେଶ୍ୱର ସଦର ଥାନା ରସାଳପୁର ନିକଟସ୍ଥ ଭୀମପୁରରେ ପାଗଳ କୁକୁର ଆତଙ୍କ ଦେଖାଦେଇଛି। ମଙ୍ଗଳବାର ଭୀମପୁର ସତ୍ୟନାରାୟଣ ସରକାରୀ ନୋଡାଲ ଉଚ୍ଚ ବିଦ୍ୟାଳୟର ତୃତୀୟ ଶ୍ରେଣୀ…

୫ ସନ୍ତାନଙ୍କ ଉପସ୍ଥିତିରେ ବିବାହ କଲେ ରୋନାଲ୍ଡୋ: ୧୦ ବର୍ଷ ପରେ ଘଟିଲା…

ଲିସ୍‌ବନ,୧୩ା୮(ଏପି):ଫୁଟ୍‌ବଲ ସୁପରଷ୍ଟାର କ୍ରିଷ୍ଟିଆନୋ ରୋନାଲ୍ଡୋ ତାଙ୍କର ଦୀର୍ଘଦିନର ବାନ୍ଧବୀ ତଥା ଆର୍ଜେଣ୍ଟିନା-ସ୍ପାନିଶ ମଡେଲ ଜର୍ଜିନା ରୋଡ୍ରିଗୁଏଜଙ୍କୁ ବିବାହ କରିଛନ୍ତି। ରାଜଧାନୀ ଲିସ୍‌ବନ ନିକଟସ୍ଥ ଉପକୂଳବର୍ତ୍ତୀ ସହର କାସ୍‌କାଇସ୍‌ଠାରେ…

ରାଜପଥରେ ଆମ୍ବୁଲାନ୍ସ ବିଳମ୍ବ ହେଲେ ଦେବାକୁ ହେବ ଜୋରିମାନା, NHAI ଧାର୍ଯ୍ୟ କଲା ପ୍ରତି ମିନିଟ୍‌ର ଦାମ୍

ନୂଆଦିଲ୍ଲୀ,୧୨ା୮: ଭାରତୀୟ ଜାତୀୟ ରାଜପଥ ପ୍ରାଧିକରଣ (NHAI) ସଡ଼କ ଦୁର୍ଘଟଣା ପରେ ଉଦ୍ଧାର ଏବଂ ରିଲିଫ୍ କାର୍ଯ୍ୟକୁ ତ୍ୱରାନ୍ୱିତ କରିବା ଏବଂ ରାଜପଥରେ ଜରୁରୀକାଳୀନ ସେବାଗୁଡ଼ିକୁ ଅଧିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri