କଂଗ୍ରେସକୁ ଫେରିବେ ନା ନାହିଁ ସୁର ରାଉତରାୟ, ବିସ୍ଫୋରକ ବୟାନ ଦେଲେ ଭକ୍ତ ଚରଣ ଦାସ, ରାଜନୀତିରେ ଚହଳ

ଭୁବନେଶ୍ୱର, ୧୪।୨: କଳାହାଣ୍ଡିରେ ନୂଆ ପିସିସି ସଭାପତି ଭକ୍ତ ଦାସ ସୂଚନା ବଡ଼ ସୂଚନା ଦେଇଛନ୍ତି। ସେ କହିଛନ୍ତି, ନିଲମ୍ବନ ହୋଇଥିବା ପୁରୁଖା ନେତାଙ୍କୁ ଅଣାଯିବ। ଆଜିଠାରୁ ଆରମ୍ଭ ହେଲା ପ୍ରକ୍ରିୟା। ସୁର ରାଉତରାୟ ଜଣେ ଅଭିଜ୍ଞ ଓ ଦଳର ଶକ୍ତ ସ୍ତମ୍ଭ। କଂଗ୍ରେସ ସେହି ସ୍ତମ୍ଭ ଭୁଶୁଡ଼ିବାକୁ ଦେବନି ବୋଲି ଭକ୍ତ ଦାସ କହିଛନ୍ତି।

କଂଗ୍ରେସର ବରିଷ୍ଠ ନେତା ସୁରେଶ ରାଉତରାୟ ଏବେ ଚର୍ଚ୍ଚାକୁ ଆସିଛନ୍ତି। କୁହାଯାଉଛି ଭକ୍ତ ଚରଣ ଦାସ କଂଗ୍ରେସର ନୂଆ ପିସିସି ସଭାପତି ନିଯୁକ୍ତ ହେବା ପରେ ସୁରଙ୍କ ଉପରୁ ନିଲମ୍ବନ ଆଦେଶ ଉଠିପାରେ। ଏହାକୁ ନେଇ ସୁର ତାଙ୍କ ପ୍ରତିକ୍ରିୟାରେ କହିଛନ୍ତି, ଫେରାଇ ନେଲେ କଂଗ୍ରେସ ପାଇଁ ଫୁଲ ଦମରେ କାମ କରିବି। ସୁର ଆହୁରି କହିଛନ୍ତି, ସମସ୍ତଙ୍କୁ ନେଇ ଚାଲିବାକୁ ନୂଆ ପିସିସି ସଭାପତି ପ୍ରସ୍ତାବ ଦେଇଛନ୍ତି ।

 


Enter your email to get our daily news in your inbox.

All Right Reserved By Dharitri.Com

ଇନ୍‌କମ୍‌ ଟ୍ୟାକ୍ସ ଦେବା ଏବେ ଆହୁରି ହେଲା ସହଜ, ଅନ୍‌ଲାଇନ୍‌ରେ ଏମିତି ପୂରଣ କରିପାରିବେ ITR-2 ଫର୍ମ

ନୂଆଦିଲ୍ଲୀ,୧୮ା୭: ଆୟକର ବିଭାଗ ୧୮ ଜୁଲାଇ ୨୦୨୫ରୁ ଅନ୍‌ଲାଇନ୍‌ରେ ITR-୨ ଫର୍ମ ଦାଖଲ କରିବାର ସୁବିଧା ଆରମ୍ଭ କରିଛି। ଏବେ ଯେଉଁ ବେତନଭୋଗୀ କରଦାତାମାନଙ୍କର ପୁଞ୍ଜି...

ସୌମ୍ୟାଶୀଙ୍କ ମୃତ୍ୟୁ ଘଟଣା: ପୁଣି ବଡ଼ ଘୋଷଣା କରିଦେଲେ ଭକ୍ତ, ହେବ…

ଭୁବନେଶ୍ୱର,୧୮।୭: ଆସନ୍ତା ୨୧ ତାରିଖରେ ବିଜେଡି ଆରଡିସି ସ୍ତରୀୟ ବିକ୍ଷୋଭ ପାଇଁ ଘୋଷଣା କରିଥିବା ବେଳେ କଂଗ୍ରେସ ମଧ୍ୟ ଏକ ବଡ଼ ନିଷ୍ପତ୍ତି ନେଇଛି। ଏଫ୍‌ଏମ୍‌...

ଶ୍ରାବଣ ମାସରେ KFC ବନ୍ଦ, ହିନ୍ଦୁ ସଂଗଠନର କଡା ଚେତାବନୀ

ଗାଜିଆବାଦ,୧୮।୭: ଉତ୍ତରପ୍ରଦେଶର ଗାଜିଆବାଦର ବସୁନ୍ଧରା ଅଞ୍ଚଳରେ ଶୁକ୍ରବାର ହିନ୍ଦୁ ରକ୍ଷା ଦଳର ସଦସ୍ୟମାନେ ଶ୍ରାବଣ ମାସ ଓ କାଉଡିଆ ଯାତ୍ରା ଚାଲିଥିବା ବେଳେ ଦୁଇଟି ଲୋକପ୍ରିୟ...

କ୍ଲାସ୍‌ ଚାଲିଥିବାବେଳେ ଇଞ୍ଜିନିୟରିଂ କଲେଜରେ ଲାଗିଲା ନିଆଁ: ୬୦ରୁ ଅଧିକ ଛାତ୍ରୀଛାତ୍ର…

ଭୁବନେଶ୍ୱର,୧୮ା୭: ରାଜଧାନୀର ଏକ ଘରୋଇ ଇଞ୍ଜିନିୟରିଂ କଲେଜରେ ଶୁକ୍ରବାର ପୂର୍ବାହ୍ନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ତେବେ ଅଗ୍ନିକାଣ୍ଡ ପରେ ୬୦ରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ରଙ୍କୁ ସୁରକ୍ଷିତ ଭାବେ...

FM କଲେଜ ଛାତ୍ର ମୃତ୍ୟୁ ଘଟଣା: ପୁଣି ଆନ୍ଦୋଳନ କରିବ ବିଜେଡି

ଭୁବନେଶ୍ୱର,୧୮।୭: ଆସନ୍ତା ୨୧ ତାରିଖରେ ବିଜେଡିର ଆରଡିସି ସ୍ତରୀୟ ବିକ୍ଷୋଭ। କଟକ, ସମ୍ବଲପୁର, ବ୍ରହ୍ମପୁର ଆରଡିସି ଜୋନରେ ବିକ୍ଷୋପ କରିବ ବୋଲି ବିଜେଡି ନିଷ୍ପତ୍ତି ନେଇଛି।...

ଗୋଟିଏ ଯୁବତୀଙ୍କୁ ବିବାହ କଲେ ୨ ଭାଇ: ଏହି ଜିଲାର ପରମ୍ପରା ବିଷୟରେ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ମହାଭାରତ ଯୁଗରେ ଦ୍ରୌପଦୀ ପାଞ୍ଚ ଭାଇଙ୍କୁ ବିବାହ କରିଥିଲେ ଏବଂ ସେ ପାଞ୍ଚ ଭାଇଙ୍କ ସହିତ ସମୟ ବିତାଉଥିଲେ। କିନ୍ତୁ ଆଜିର ସମୟରେ, ଯଦି କେହି...

କୋରମ ଅଭାବରୁ ଆରମ୍ଭ ହୋଇପାରୁନି ଜିଲାପରିଷଦ ବୈଠକ, ୧୯ ସଭ୍ୟ ଅନୁପସ୍ଥିତ

ନୟାଗଡ଼,୧୮ା୭(ଲୋକନାଥ ମିଶ୍ର): କୋରମ ଅଭାବରୁ ଆରମ୍ଭ ହୋଇପାରୁନି ନୟାଗଡ଼ ଦଶମ ଜିଲା ପରିଷଦ ବୈଠକ। ୨୨ ଜିଲା ପରିଷଦ ସଭ୍ୟ ମଧରୁ ୧୯ ସଭ୍ୟ ଅନୁପସ୍ଥିତ...

ବିହାରରେ ଚନ୍ଦ୍ର ଶେଖରଙ୍କ ଏଣ୍ଟ୍ରି, ବିଗାଡିବେ କି ଖେଳ

ପାଟଣା,୧୮।୭: ବିହାର ନିର୍ବାଚନ ଯେତିକି ପାଖେଇ ଆସୁଛି ରାଜ୍ୟରେ ନିର୍ବାଚନ ତାତି ବଢିବାରେ ଲାଗିଛି। ଇତି ମଧ୍ୟରେ ବିହାର ନିର୍ବାଚନରେ ଏଣ୍ଟ୍ରି କରିଛନ୍ତି ଚନ୍ଦ୍ର ଶେଖର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri