ମୋକିମଙ୍କୁ ଅତୃପ୍ତ ଆତ୍ମା କହି ବର୍ଷିଲେ ଭକ୍ତ: କହିଲେ ମହାପ୍ରଭୁ ଭରସା

ଭୁବନେଶ୍ୱର,୩।୧: ମହମଦ୍‌ ମୋକିମଙ୍କୁ ଅତୃପ୍ତ ଆତ୍ମା କହି ଟାର୍ଗେଟ କଲେ ପସିସି ସଭାପତ ଭକ୍ତ ଦାସ। ସେ କହିଛନ୍ତି ଗୋଟିଏ ଦଳରେ ଶୃଙ୍ଖଳିତ ଭାବେ ରହି ପାରିଲେ ନାହିଁ। ଏବେ ନୂଆ ଦଳ ଗଢ଼ିବେ କହୁଛନ୍ତି, କରୁନାହାନ୍ତି, କିଏ ମନା କରୁଛି।ସେ ଜଣେ ଅତୃପ୍ତ ଆତ୍ମା, ମହାପ୍ରଭୁ ତାଙ୍କୁ ସାହା ହୁଅନ୍ତୁ ବୋଲି ଭକ୍ତ କହିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ତ୍ରିକୋଣୀୟ ପ୍ରେମରୁ ହତ୍ୟା, ବନ୍ଧା ହେଲେ ୩ ଅଭିଯୁକ୍ତ

ବରଗଡ଼,୪।୧(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରା ମହୋତ୍ସବ ଚାଲିଥିବା ବେଳେ ଶୁକ୍ରବାର ବିଳମ୍ବିତ ରାତିରେ ନିକଟସ୍ଥ ଘୁଲିପାଲି ରାସ୍ତାରେ ଯୁବକ ଚନ୍ଦନ ରାଉତଙ୍କୁ ଅତି ନିର୍ମମ ଭାବେ...

୮୦ ବର୍ଷ ବୟସରେ ଖଡିଆଳ ରାଜାଙ୍କ ପରଲୋକ, ସୁନ୍ଦର ନଦୀ ଘାଟରେ ଶେଷକୃତ୍ୟ ସମ୍ପନ୍ନ

ଖଡ଼ିଆଳ,୪।୧(ସୁଜିତ କୁମାର ପ୍ରଧାନ): ନୂଆପଡା ଜିଲା ଖଡିଆଳ ରାଜା ଜିତାମିତ୍ର ପ୍ରସାଦ ସିଂ ଦେଓଙ୍କ ୮୦ ବର୍ଷ ବୟସରେ ପରଲୋକ ହୋଇଛି । ରବିବାର ସକାଳରେ...

ଦେଢ଼ବର୍ଷରେ ଭାଙ୍ଗିଗଲା ସୁନାର ସଂସାର, ଫ୍ୟାନରେ ଶାଢ଼ୀ ଲଗାଇ ଝୁଲି ପଡିଲେ ନବବିବାହିତା

ଉମରକୋଟ,୪।୧(ସନ୍ତୋଷ ଶତପଥୀ): ନବରଙ୍ଗପୁର ଜିଲାର ଉମରକୋଟ ଅଞ୍ଚଳରେ ଏକ ଦୁଃଖଦ ଘଟଣା ଘଟିଛି, ଯାହା ଏକ ପରିବାରର ସ୍ୱପ୍ନକୁ ଚୂରମାର୍‌ କରିଦେଇଛି। ଦେଢ଼ ବର୍ଷ ତଳେ...

ଭୟଙ୍କର ଦୁର୍ଘଟଣା: କାର୍‌କୁ ଚାପିଦେଲା ଦ୍ରୁତଗାମୀ ଟ୍ରକ୍‌, ଶିଶୁକନ୍ୟା ସମେତ ଗୋଟିଏ ପରିବାରର ୩ ମୃତ

ଗଜପତି,୪ା୧(ଗିରିଧାରୀ ପରିଛା): ନୂଆବର୍ଷର ପ୍ରଥମ ରବିବାରରେ ଗୋଟିଏ ପରିବାରରେ ତିନିଜଣଙ୍କ ଜୀବନ ଦୀପ ଲିଭିଯାଇଛି। ଗଜପତି ସୀମାନ୍ତ ଆନ୍ଧ୍ରପ୍ରଦେଶର ଶ୍ରୀକାକୁଲମ ଜିଲା ବାରୁଆ ଥାନା ଅଧୀନ...

କନ୍ଧମାଳ ମହୋତ୍ସବ 2026, ରାଇକିଆରେ ମାସ୍କଟ ଓ ମଶାଲ ଶୋଭାଯାତ୍ରା

ରାଇକିଆ,୪/୧-(ପ୍ରଦୀପ ବେହେରା): କନ୍ଧମାଳ ଜିଲା ପ୍ରଶାସନ ତରଫରୁ ଆସନ୍ତା ୭ ରୁ ୧୧ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ । କଳା ସଂସ୍କୃତିର ପ୍ରତୀକ କନ୍ଧମାଳ ମହୋତ୍ସବ...

ସୀମା ଟପିଲା ଶିକାରୀଙ୍କ ବର୍ବରତା; ବୋମା ଖାଇ ବାରହା ମୃତ, ୩ ଗିରଫ

ଭଞ୍ଜନଗର,୪/୧(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ସ୍ଥିତ ଘୁମୁସର ଉତ୍ତର ବନଖଣ୍ଡ ଅନ୍ତର୍ଗତ ବେଲଗୁଣ୍ଠା ରୋଡ କନ୍ଧସାହି ନିକଟରୁ ପୋଲିସ ରବିବାର ପ୍ରତ୍ୟୁଷରେ ୩ ଜଣ...

କବିସୂର୍ଯ୍ୟ ସ୍ମୃତି କମିଟି ପକ୍ଷରୁ ନିଷ୍ପତ୍ତି, ଶ୍ରୀପଞ୍ଚମୀରେ ପାଳନ ହେବ ମହୋତ୍ସବ

ଦିଗପହଣ୍ଡି,୪|୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ସମ୍ମିଳନୀ କକ୍ଷରେ ରବିବାର ମଧ୍ୟାହ୍ନ ରେ ଦିଗପହଣ୍ଡି ସ୍ଥିତ କବିସୂର୍ଯ୍ୟ ସ୍ମୃତି ପରିଷଦ ପକ୍ଷରୁ ଆଲୋଚନା...

ପରିବହନ ବିଭାଗର କଡ଼ା ନିର୍ଦ୍ଦେଶ: ସଚିବ ଉଷା ପାଢ଼ୀ କହିଲେ ଆମ ବସ୍‌ ଚଳାଇକୁ ହେଲେ ଡ୍ରାଇଭରଙ୍କ…

ଭୁବନେଶ୍ୱର,୪।୧: ଆମ ବସ୍‌ ଦୁର୍ଘଟଣା ରୋକିବାକୁ ରାଜ୍ୟ ପରିବହନ ବିଭାଗ ପକ୍ଷରୁ କଡ଼ା ପଦକ୍ଷେପ ନିଆଯାଇଛି। ରବିବାର ବସିଥିବା ଉଚ୍ଚସ୍ତରୀୟ ବୈଠକ ପରେ ପରିବହନ ସଚିବ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri