କେମିତି ରୋକାଯିବ ଘୋଡ଼ା ବେପାର: ନବୀନଙ୍କ ସହ କ’ଣ ଆଲୋଚନା ହୋଇଛି ସବୁ ଖୋଲି କହିଦେଲେ ଭକ୍ତ 

ଭୁବନେଶ୍ୱର, ୨୮।୨: ରାଜ୍ୟସଭା ପ୍ରାର୍ଥୀ ଘୋଷଣା ନେଇ ସବୁ ଖୋଲି କହିଲେ ଭକ୍ତ ଦାସ। ଦତ୍ତେଶ୍ବର ହୋତାଙ୍କୁ ବିଜେଡି କମନ କ୍ୟାଣ୍ଡିଡେଟ କରିବା ନେଇ  ସେ ତାଙ୍କ ମତ ରଖିଛନ୍ତି। ସେ କହିଛନ୍ତି, ଗତ ସୋମବାର ନବୀନଙ୍କ ସହ ମୋର ଆଲୋଚନା ହୋଇଥିଲା। ତଦ୍‌ନୁଯାୟୀ ନବୀନ ବାବୁ କମନ କ୍ୟାଣ୍ଡିଡେଟ ଘୋଷଣା କରିଛନ୍ତି। ଆମେ କଂଗ୍ରେସ ହାଇକମାଣ୍ଡଙ୍କୁ ଜଣାଇଛୁ ଓ ଅନୁମତି ମଧ୍ୟ ନେଇଛୁ।
ଅନ୍ୟପକ୍ଷେ ସେ କମନ କ୍ୟାଣ୍ଡିଡେଟ୍‌ଙ୍କ ଉପରେ ଚାପ ସୃଷ୍ଟି କରା ନ ଯାଉ ବୋଲି କହିଛନ୍ତି। ସେ ଯେପରି ଚାପର ବଶବର୍ତ୍ତୀ ହୋଇ ପ୍ରାର୍ଥିତ୍ୱ ପ୍ରତ୍ୟାହାର ନ କରନ୍ତୁ ବୋଲି ଭକ୍ତ କହିଛନ୍ତି।
 ତେବେ ୨ ତାରିଖରେ ଘୋଡ଼ା ବେପାର ରୋକିବା ପାଇଁ ପଦକ୍ଷେପ ନେବୁ‘ଘୋଡ଼ା ବେପାର ବନ୍ଦ କରି କମନ କ୍ୟାଣ୍ଡିଡେଟ ଜିତାଇବା ଲକ୍ଷ୍ୟ ବୋଲି ଭକ୍ତ କହିଛନ୍ତି।
Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

SL vs PAK: ସବୁଠୁ ବଡ଼ ମ୍ୟାଚ୍‌ରୁ ବାବରଙ୍କୁ ବାଦ ଦେଲା ପାକିସ୍ତାନ, ସେମିଫାଇନାଲ ଖେଳିବା ପାଇଁ ଦଳର ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୨୮।୨: ଟି-୨୦ ବିଶ୍ୱକପ ୨୦୨୬ର ସେମିଫାଇନାଲ ଦୌଡ଼ ଏବେ ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି। ଗ୍ରୁପ-୨ରୁ ନ୍ୟୁଜିଲାଣ୍ଡ ଓ ପାକିସ୍ତାନ ମଧ୍ୟରୁ କିଏ ଶେଷ୍ଠ ୪ରେ ସ୍ଥାନ ପାଇବ,…

ବାଣ କାରଖାନାରେ ଭୟଙ୍କର ବିସ୍ଫୋରଣ: ଚାଲିଗଲା ୧୮ଜଣଙ୍କ ଜୀବନ, ୬ଜଣ ଗୁରୁତର

ଭେଟ୍‌ଲାପାଲେମ୍‌,୨୮ା୨: ଆନ୍ଧ୍ରପ୍ରଦେଶର କାକିନାଡା ଜିଲାରେ ଥିବା ଏକ ବାଣ କାରଖାନାରେ ଶନିବାର ଭୟଙ୍କର ବିସ୍ପୋରଣ ଘଟିଛି। ବିସ୍ପୋରଣରେ ୧୮ ଜଣଙ୍କ ମୃତ୍ୟୁ ଘଟିବା ସହ ୬ଜଣ ଗୁରୁତର…

ବିଜେଡିରୁ ବହିଷ୍କୃତ ହେଲେ ପ୍ରଭାତ ବିଶ୍ବାଳ

ଭୁବନେଶ୍ୱର,୨୮।୨: ବିଶୃଙ୍ଖଳା ଏବଂ ଦଳ ବିରୋଧୀ କାର୍ଯ୍ୟ ପାଇଁ ବିଜେଡି ନେତା ତଥା ଚୌଦ୍ବାର-କଟକର ପୂର୍ବତନ ବିଧାୟକ ପ୍ରଭାତ ରଞ୍ଜନ ବିଶ୍ବାଳଙ୍କୁ ଦଳରୁ ବହିଷ୍କୃତ କରାଯାଇଛି। ଏନେଇ…

କ୍ୟାବିନ ପୋଡ଼ି, ଠେଲା ଭାଙ୍ଗିଦେଲେ

ରିଷିଡ଼ା,୨୮ା୨ (ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ତା ବ୍ଲକ୍‌ ରିଷିଡ଼ା ତେରେସିଂହା (ଫଟାମୁଣ୍ତା) ଛକରେ କାଠରେ ତିଆରି ଏକ କ୍ୟାବିନକୁ କେହି ଜଣେ ଦୁର୍ବୃତ୍ତ ପୋଡ଼ିଦେଇଥିବା ଅଭିଯୋଗ…

ଇନ୍ଦ୍ରାବତୀ ଜଳଭଣ୍ଡାରରେ ଡଙ୍ଗା ବୁଡ଼ି: ଜଣେ ନିଖୋଜ, ୨ ଉଦ୍ଧାର

ଥୁଆମୂଳ ରାମପୁର, ୨୮ା୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଇନ୍ଦ୍ରାବତୀ ଜଳଭଣ୍ଡାରରେ ଶନିବାର ଏକ ଅଭାବନୀୟ ଘଟଣା ଘଟିଯାଇଛି। ମାଛ ଧରିବାକୁ…

ବାଇକ ଧକ୍କାରେ ୬ ବର୍ଷର ଶିଶୁ ଗୁରୁତର

ମୋହନା,୨୮।୨( ମମ୍ମଥ ମିଶ୍ର ): ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ ବଡ଼ଖଣି ଗାଁ ସ୍କୁଲ ନିକଟରେ ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ଶନିବାର …

ମହିଳାଙ୍କ ମହତ୍ କାମ : ଶିବିର ଆୟୋଜନ କରି …

ବରଗଡ଼,୨୮।୨(ପ୍ରେମାନନ୍ଦ ଖମାରୀ) – ପଶ୍ଚିମ ଓଡିଶାର ବରଗଡ଼ ଜିଲାରେ ସ୍ୱେଚ୍ଛାକୃତ ରକ୍ତଦାନ କ୍ଷେତ୍ରରେ ମହିଳାଙ୍କ ଭାଗିଦାରୀ ଯଥେଷ୍ଟ କମ୍ ରହିଛି। ୨୦୨୩ ବର୍ଷ ତଥ୍ୟ ଅନୁସାରେ ବରଗଡ଼ରେ…

କର୍ତ୍ତବ୍ୟରତ କନଷ୍ଟେବଳଙ୍କୁ ମରଣାନ୍ତକ ଆକ୍ରମଣ, ଭିଡିଓ ଭାଇରାଲ

ଫୁଲବାଣୀ, ୨୮ା୨(ରାକେଶ କୁମାର ରାଉତ): ଫୁଲବାଣୀ ସହରର ମଧ୍ୟଭାଗରେ ଥିବା ସାଇମନ୍ଦିର ନିକଟ ବିଚ୍‌ ରାସ୍ତାରେ ଶୁକ୍ରବାର ସ୍ପଷ୍ଟ ଦିବାଲୋକରେ ଜଣେ କର୍ତ୍ତବ୍ୟରତ କନଷ୍ଟେବଳଙ୍କୁ ଛୁରିରେ ଭୁସି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri