‘ଏହି ୩ ବିଧାୟକ ଏଭଳି କାମ କରିବେ ବୋଲି କେବେ ଭାବିନଥିଲି, ଛେଳି,ମେଣ୍ଢା ଭଳି ବିକ୍ରି ହୋଇଗଲେ’…

ଭୁବନେଶ୍ୱର,୧୬।୩: ଅପେକ୍ଷାର ଅନ୍ତ ଘଟିଛି । ରାଜ୍ୟ ସଭା ନିର୍ବାଚନର ଫଳାଫଳ ସାମ୍ନାକୁ ଆସିଛି । ତେବେ କ୍ରସ୍‌ ଭୋଟିଂକୁ ନେଇ ପିସିସି ସଭାପତି ଭକ୍ତ ଚରଣ ଦାସ ବିସ୍ଫୋରକ ବୟାନ ଦେଇଛନ୍ତି। ଭକ୍ତ କହିଛନ୍ତି, କଂଗ୍ରେସରୁ ୩ ଜଣ ବିଧାୟକ କରିଛନ୍ତି। ସେମାନେ ହେଲେ ରମେଶ ଜେନା, ସୋଫିଆ ଫିର୍ଦ୍ଦୋଶ ଓ ଦାଶରଥୀ ଗମାଙ୍ଗ । ତିନି ଜଣଙ୍କ କ୍ରସ୍‌ ଭୋଟିଂ ନେଇ ଟେଲିଫୋନରେ AICCକୁ ଜଣାଇଥିବା ପିସିସି ସଭାପତି କହିଛନ୍ତି । ଭକ୍ତ କହିଛନ୍ତି ୩ ଜଣ ବିଧାୟକ ଏଭଳି ଭାବେ କାମ କରିବା କଳ୍ପନାର ବାହାରେ ଥିଲା । ସ୍ବଇଚ୍ଛାରେ ବିରୋଧାଚରଣ କରି ବିଶ୍ବାସଘାତ କରିଛନ୍ତି । ଏଭଳି ସମସ୍ୟଙ୍କ ବିଧାନସଭାରୁ ସଦସ୍ୟତା କାଟିଦେବା ଉଚିତ୍‌ । ଜମିଦାର ହୋଇ କଂଗ୍ରେସ ଦଳରେ ଥିବା ଲୋକମାନେ ଛେଳି,ମେଣ୍ଢା ଭଳି ବିକ୍ରି ହୋଇଗଲେ ବୋଲି ଭକ୍ତ ତାଙ୍କ ପ୍ରତିକ୍ରିୟାରେ କହିଛନ୍ତି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସାର ପଳାଉଛି ଛତିଶଗଡ଼: ଚାଷୀ ହତାଶ

ବରଗଡ଼,୫।୮(ପ୍ରେମାନନ୍ଦ ଖମାରୀ): ରାଜ୍ୟରେ ସର୍ବାଧିକ ଧାନ ଫସଲ ହେଉଥିବା ବରଗଡ଼ ଜିଲାରେ ବର୍ତ୍ତମାନ ସାର ସଙ୍କଟ ଚାଷୀମାନଙ୍କୁ ଚିନ୍ତାରେ ପକାଇଦେଇଛି। ଜିଲାରେ ସାର ମହଜୁଦ ଅଛି, ଅଭାବ…

ଘରୁ ଡାକିନେଇ ଯୁକ୍ତ୨ ଛାତ୍ରଙ୍କୁ ବାଡ଼େଇ ମାରିଦେଲେ ୨ ସାଥୀ: ମଦ ପିଆଇ…

ଡେରାବିଶ, ୫ା୮(ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ଥାନା ଅଞ୍ଚଳର ଜଣେ ଯୁକ୍ତ୨ କଲେଜ ଛାତ୍ରଙ୍କୁ ଘରୁ ଡାକି ନେଇ ତାଙ୍କର ୨ଜଣ ସାଙ୍ଗ ମାଡ଼ମାରି…

ମୁଁ ଘରକୁ ଯିବିନି, ମୋତେ ମୋ ପ୍ରେମିକ ପାଖରେ ଛାଡିଦିଅ…ନାବାଳିକାଙ୍କ ହାଇଡ୍ରାମା ଦେଖି ପୋଲିସ ତାଜୁବ

ଭୁବନେଶ୍ୱର,୫ା୮ (ପ୍ରସନଜିତ୍‌ ସାହୁ):ମୁଁ ଘରକୁ ଯିବିନି। ମୋତେ ଜେଲରେ ଥିବା ମୋ ପ୍ରେମିକ ପାଖରେ ଛାଡିଦିଅ..। ଭୁବନେଶ୍ବର କୋର୍ଟ ସମ୍ମୁଖରେ ମଙ୍ଗଳବାର ପୂର୍ବାହ୍ନରେ ଏମିତି ଚିତ୍କାର କରି…

ଆବାସିକ ବିଦ୍ୟାଳୟରେ ହିଂସାକାଣ୍ଡ: ୯ମ ଶ୍ରେଣୀ ପିଲାଙ୍କୁ ନିସ୍ତୁକ ପିଟିଲେ ୧୦ମ ଛାତ୍ର

କଲ୍ୟାଣସିଂହପୁର/ରାୟଗଡ଼ା, ୫।୮ (ଦୀପକ କୁମାର ପରିଡ଼ା/ କୈଳାଶ ଚନ୍ଦ୍ର ପୃଷ୍ଟି): ରାୟଗଡ଼ା ଜିଲାରେ ଥିବା ଆବାସିକ ବିଦ୍ୟାଳୟରେ ହିଂସାକାଣ୍ଡ ବଢ଼ିବାରେ ଲାଗିଛି। କୋଲନରା ବ୍ଲକ୍‌ ଅନ୍ତର୍ଗତ ରିଭଲକଣାସ୍ଥିତ…

ସୁନାବେଡ଼ା ଅଞ୍ଚଳରେ କଲରାପତରିଆ ବାଘ ଆତଙ୍କ: ଭିଡିଓ ଭାଇରାଲ ହେବା ପରେ…

ନୂଆପଡ଼ା,୫ା୮ (ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ବ୍ଲକ ଅନ୍ତର୍ଗତ ସୁନାବେଡ଼ା ଅଭୟାରଣ୍ୟରେ କଲରାପତରିଆ ବାଘ ଆତଙ୍କ ଦେଖାଦେଇଛି। ବାଘ ରାସ୍ତାରେ ବୁଲୁଥିବା ଭିଡିଓ ସୋସିଆଲ ମିଡିଆରେ…

ସହାୟତା ନୀତି: ଚାଷୀ ଅଲୋଡ଼ା

ଭୁବନେଶ୍ୱର, ୫ା୮(ରବିନାରାୟଣ ଜେନା): ବନ୍ୟା, ବାତ୍ୟା ଭଳି ବିଭିନ୍ନ ପ୍ରାକୃତିକ ବିପର୍ଯ୍ୟୟରେ ଚାଷୀଙ୍କ ଫସଲ ନଷ୍ଟ ହେଲେ ସରକାରଙ୍କ ପକ୍ଷରୁ ମିଳୁଥିବା ସହାୟତା ଅତ୍ୟନ୍ତ ନଗଣ୍ୟ। ମାତ୍ର…

ଦ୍ୱିଅର୍ଥବୋଧକ ମନ୍ତବ୍ୟ: ଉଦୟନିଧି ଷ୍ଟାଲିନ୍‌ଙ୍କୁ ଗିରଫ ପରେ ଜାମିନ

ଚେନ୍ନାଇ,୫ା୮: ଲୋକପ୍ରିୟ ଅଭିନେତ୍ରୀ ତ୍ରିଶାଙ୍କୁ ଇଙ୍ଗିତ କରି ଓ ତାଙ୍କ ସମ୍ମାନ ଏବଂ ନାରୀତ୍ୱକୁ ଅପମାନିତ କରି ଦ୍ୱିଅର୍ଥବୋଧକ ମନ୍ତବ୍ୟ ଦେବା ଅଭିଯୋଗରେ ତାମିଲନାଡୁର ପୂର୍ବତନ ଉପମୁଖ୍ୟମନ୍ତ୍ରୀ…

ଝାରଖଣ୍ଡର ସନ୍ଦିଗ୍ଧ ଡକାୟତ ଗ୍ୟାଙ୍ଗ ସକ୍ରିୟ: ଜନସାଧାରଣଙ୍କ ପାଇଁ ସୂଚନା ଜାରି କଲା ନନ୍ଦିପଦା ପୋଲିସ

ହାଟଡିହୀ, ୪।୮(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲାରେ ଝାରଖଣ୍ଡର ଏକ ସନ୍ଦିଗ୍ଧ ଡକାୟତ ଗ୍ୟାଙ୍ଗ ସକ୍ରିୟ ଥିବା ନେଇ ସୂଚନା ମିଳିବା ପରେ, ନନ୍ଦିପଦା ପୋଲିସ ପକ୍ଷରୁ ଜନସାଧାରଣଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri