ବାହାନଗା ଟ୍ରେନ୍‌ ଦୁର୍ଘଟଣା: ମୃତ୍ୟୁ ସଂଖ୍ୟା ୨୩୩କୁ ବୃଦ୍ଧି

ସୋର,୩।୬(ଡି.ଏନ.ଏ): ବାଲେଶ୍ୱର ଜିଲା ବାହାନଗା ଷ୍ଟେଶନ ନିକଟରେ ଶୁକ୍ରବାର ସନ୍ଧ୍ୟାରେ ଘଟିଥିବା ଭୟଙ୍କର ଟ୍ରେନ ଦୁର୍ଘଟଣାରେ ମୃତ୍ୟୁ ସଂଖ୍ୟା ୨୩୩ରେ ପହଞ୍ଚତ୍ଛି। ଏଥିସହ ଆହତଙ୍କ ସଂଖ୍ୟା ୯୦୦ରୁ ଅଧିକ ହେବ ଜଣାପଡିଛି। ଆହତଙ୍କୁ ବାଲେଶ୍ୱର ଜିଲା ବିଭିନ୍ନ ଡାକ୍ତରଖାନା ସମେତ ଭଦ୍ରକ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଉଦ୍ଧାର କାର୍ଯ୍ୟ ଚାଲିଥିବାରୁ ମୃତାହତଙ୍କ ସଂଖ୍ୟା ବଢିବା ଆଶଙ୍କା କରାଯାଉଛି। ସ୍ଥାନୀୟ ଲୋକ, ପ୍ରଶାସନିକ ଟିମ ସହ ସ୍ବେଚ୍ଛାସେବୀ ଉଦ୍ଧାର କାମରେ ନିୟୋଜିତ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହୁମା ଓଭରବ୍ରିଜ ନିକଟରେ ପୁଣି ଦୁର୍ଘଟଣା: ବସ ସହ ଆଇଜର ଟ୍ରକର ମୁହାଁମୁହିଁ ଧକ୍କା

ଗଞ୍ଜାମ,୨୪।୫(ଅନାଥ ତରାଇ/ବିଦ୍ୟାଧର ସାହୁ): ଆଉ କେତେ ଦୁର୍ଘଟଣା ଘଟିଲେ ଏବଂ କେତେ ଲୋକଙ୍କ ପ୍ରାଣହାନି ହେଲେ ସରକାର ଓ ଜିଲ୍ଲା ପ୍ରଶାସନର ଚେତନା ଜାଗ୍ରତ ହେବ? ଏହି…

ଗରମ ସାଙ୍ଗକୁ ଦାଉ ସାଧୁଛି ଅଘୋଷିତ ବିଦ୍ୟୁତ୍‌ କାଟ

ଭୁବନେଶ୍ୱର, ୨୫।।୫ (ବନ୍ଦନା ସେଠୀ): ପ୍ରବଳ ଖରାରେ ସିଝୁଛି ପୂରା ଓଡ଼ିଶା। ଅଧିକାଂଶ ସହରର ତାପମାତ୍ରା ୪୦ ଡିଗ୍ରୀ ଉପରେ ରହୁଥିବାବେଳେ ତାତି ସାଙ୍ଗକୁ ଗୁଳୁଗୁଳି ଅସ୍ତବ୍ୟସ୍ତ…

ଟ୍ୱିଶା ଶର୍ମା ମୃତ୍ୟୁ ମାମଲାରେ ସୁପ୍ରିମକୋର୍ଟଙ୍କ ହସ୍ତକ୍ଷେପ,୨୫ରେ …

ନୂଆଦିଲ୍ଲୀ,୨୩ା୫: ଗଣମାଧ୍ୟମ ରିପୋର୍ଟକୁ ଆଧାର କରି ସୁପ୍ରିମକୋର୍ଟ ଅଭିନେତ୍ରୀ ତଥା ମଡେଲ ଟ୍ବିଶା ଶର୍ମା ମୃତ୍ୟୁ ମାମଲାକୁ ନିଜଆଡ଼ୁ ବିଚାର ପାଇଁ ଗ୍ରହଣ କରିଛନ୍ତି। ପ୍ରଧାନ ବିଚାରପତି…

ଦ୍ରୁତଗତିରେ ଆସି ଗ୍ୟାରେଜ୍‌ରେ ପଶିଗଲା ଥାର୍‌, ଆଉ ତା’ପରେ..

ଭୁବନେଶ୍ୱର,୨୩ା୫: ରାଜଧାନୀ ଭୁବନେଶ୍ୱରରେ ପୁଣି ଥାର୍‌ ଆତଙ୍କ। ଦ୍ରୁତଗତିରେ ଏକ ଥାର୍‌ ଆସି ନୟାପଲ୍ଲୀ ଥାନା ଅଞ୍ଚଳରେ ଥିବା ଏକ ଗ୍ୟାରେଜ ଭିତରକୁ ପଶିଯାଇଥିଲା। ଫଳରେ ଗ୍ୟାରେଜ…

ମେ ୩୧ରେ BEd ପ୍ରବେଶିକା ପରୀକ୍ଷା

ଭୁବନେଶ୍ୱର,୨୩ା୫: ଆସନ୍ତା ୩୧ ତାରିଖରେ ଦୁଇବର୍ଷିଆ ବି.ଏଡ୍‌(BEd)ପାଠ୍ୟକ୍ରମର ପ୍ରବେଶିକା ପରୀକ୍ଷା ଅନୁଷ୍ଠିତ ହେବ। ସକାଳ ୧୦ଟାରୁ ୧୨ଟା ପର୍ଯ୍ୟନ୍ତ ପରୀକ୍ଷା ଚାଲିବ। ସେହିପରି ବି.ଏଚ୍‌.ଏଡ଼ (ହିନ୍ଦୀ) ଓ…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ: ରଣେନ୍ଦ୍ର ପ୍ରତାପଙ୍କୁ ଆକ୍ରମଣ କରିଥିବା ଅଭିଯୁକ୍ତଙ୍କ ବିରୋଧରେ…

ଭୁବନେଶ୍ୱର,୨୩।୫(ସୁନିତ୍‌ ମିଶ୍ର): ଆଠଗଡ଼ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁ(ରାଜା)ଙ୍କ ଉପରେ ଗତ ଶୁକ୍ରବାର ହୋଇଥିବା ଆକ୍ରମଣକୁ ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ…

ଗାଁରେ ମଦ ବିକିବା ପଡିଲା ମହଙ୍ଗା

କୋକସରା,୨୩ା୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ଅବକାରୀ ଥାନା ପକ୍ଷରୁ ଶନିବାର ମହାଜନଗୁଡା ଗ୍ରାମରେ ଚଢ଼ାଉ କରାଯାଇ ଦେଶୀ ଓ ବିଦେଶୀ ମଦ ଜବତ ସହ ୨ ଜଣଙ୍କୁ…

ଛତ୍ରପୁରରେ ମା’ ରାମାୟାଣାମ୍ମା ଠାକୁରାଣୀ ଯାତ୍ରା: ଆକର୍ଷଣ ସାଜିଛି ପାରମ୍ପରିକ ବାଘ ବେଶ

ଛତ୍ରପୁର (ଦିଲୀପ ସାମଲ), ୨୩।୫: ଗଞ୍ଜାମ ଜିଲା ଛତ୍ରପୁରର ଆରାଧ୍ୟ ଦେବୀ ମା’ ରାମାୟାଣାମ୍ମା ଠାକୁରାଣୀଙ୍କ ବାର୍ଷିକ ଯାତ୍ରା ଅବସରରେ ଏବେ ସାରା ସହର ଉତ୍ସବମୁଖର ହୋଇଉଠିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri