ମାଦକ ଦ୍ରବ୍ୟରେ ସାମିଲ୍ ହେଲା ‘ଭାଙ୍ଗ’, ପ୍ରକାଶ ପାଇଲା ବିଜ୍ଞପ୍ତି

ଭୂବନେଶ୍ୱର,୧୩।୮: ମାଦକ ଦ୍ରବ୍ୟରେ ସାମିଲ୍ ହେଲା ‘ଭାଙ୍ଗ’ ଗଞ୍ଜେଇ। ଏନେଇ ରାଜ୍ୟ ଅବକାରୀ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଓଡ଼ିଶା ଏକ୍ସାଇଜ୍ ଆକ୍ଟ, ୨୦୦୮ (ଓଡିଶା ଆକ୍ଟ ୧୦ ର ୨୦୧୩) ର ଧାରା ୨ (ଟି) ଦ୍ୱାରା ଦିଆଯାଇଥିବା କ୍ଷମତାକୁ ବ୍ୟବହାର କରି ରାଜ୍ୟ ସରକାର “ଭାଙ୍ଗ” ମାଦକ ଦ୍ରବ୍ୟ ଭାବେ ଘୋଷଣା କରିଛନ୍ତି।

ବିଭାଗ ପକ୍ଷରୁ କୁହାଯାଇଛି ଯେ, ଏହାକୁ ଖାଦ୍ୟ ଓ ପାନୀୟରେ ମିଶେଇ ଏକ ମନଉତ୍ତେଜକ ଔଷଧ ଭାବରେ ବ୍ୟବ‌ହାର କରାଯାଏ ।ଫଳରେ ଏହା ବିଶୃଙ୍ଖଳା, ଶତ୍ରୁତା, ବିକୃତି, ମତିଭ୍ରମ ଏବଂ ଚିନ୍ତା ଶକ୍ତି ହରାଇବାର କାରଣ ହୋଇଥାଏ।

ପୁରାଣ ଯୁଗରୁ ଭାଙ୍ଗର ପ୍ରଚଳନ ଭାରତରେ ଅଛି ଓ ଏହା ଉତ୍ତର ଭାରତୀୟ ସଂସ୍କୃତିର ଏକ ଅଂଶ । ସାଧୁମାନେ ଏହାର ଉତ୍ତେଜକ ଗୁଣକୁ ବ୍ୟବ‌ହାର କରି ଭଗବାନ ସାନ୍ନିଧ୍ୟ ପାଇବା ନିମନ୍ତେ ଅଧିକ ଧ୍ୟାନ ରତ ହୁଅନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ପୁଅଙ୍କୁ ଛୁରି ଭୁସି ମାରିଦେଲେ ପିଶାଚ ବାପା

କାମାକ୍ଷାନଗର,୮।୨: ଢେଙ୍କାନାଳ ଜିଲା କଙ୍କଡ଼ାହାଡ଼ ଥାନା କମ୍ପୁଲେଇ ପୁରୁଣାସାହି ଗାଁରେ ରବିବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ବାପା ନିଜ ପୁଅଙ୍କୁ ଛୁରି ଭୁସି…

ବିଦ୍ୟାଳୟରୁ ଛାତ୍ର ନିଖୋଜ ଘଟଣା: ନିଆଁ ପୁଉଁଥିବାବେଳେ ଏମିତି ପଡ଼ିଲେ ଧରା

ଦାରିଙ୍ଗବାଡ଼ି,୮ା୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ସରକାରୀ ଉନ୍ନୀତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରୁ ନବମ ଛାତ୍ର ନିଖୋଜ ଛାତ୍ର କିଷାନ ବେହେରା ୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ…

୧୩ ବରିଷ୍ଠ ରାଜସ୍ବ ସହାୟକଙ୍କୁ ସେକ୍ସନ ଅଫିସର ପଦବୀକୁ ପଦୋନ୍ନତି

କୋରାପୁଟ,୮ା୨(ଅମିତାଭ ବେହେରା): କୋରାପୁଟ ଜିଲାର ବିଭିନ୍ନ ବିଭାଗରେ କାର୍ଯ୍ୟ କରୁଥିବା ବରିଷ୍ଠ ରାଜସ୍ବ ସହାୟକଙ୍କ ମଧ୍ୟରୁ ୧୩ ଜଣଙ୍କୁ ଜିଲାପାଳ ମନୋଜ ସତ୍ୟବାନ ମହାଜନ ସେକ୍ସନ ଅଫିସର…

ଶିକ୍ଷକ କର୍ମଶାଳା ପାଲଟିଲା ରଣାଙ୍ଗନ: ପ୍ରଧାନଶିକ୍ଷକଙ୍କ ଉନ୍ମତ୍ତ କାଣ୍ଡ, ଅଶ୍ଳୀଳ ଭାଷା କହି…

ପରଜଙ୍ଗ,୮ା୨(ନିଗମାନନ୍ଦ ଦଳବେହେରା): ବିଦ୍ୟାଳୟରେ ଚାଲିଥିଲା ପାଞ୍ଚଦିନିଆ ଶିକ୍ଷକ କର୍ମଶାଳା। ଭାଗ ନେଇଥିଲେ ୫୦ରୁ ଊର୍ଦ୍ଧ୍ୱ ଶିକ୍ଷକ ଓ ଶିକ୍ଷୟିତ୍ରୀ। କିନ୍ତୁ ହଠାତ୍‌ କର୍ମଶାଳା ପାଲଟିଲା ରଣାଙ୍ଗନ। ନିଶାସକ୍ତ…

ମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କା ଲେଖାଏ ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୮ା୨: ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ଚିକିଟି ବ୍ଲକ ଅନ୍ତର୍ଗତ ସୁନପୂରର ୨ ମୃତକଙ୍କ ପରିବାରକୁ ୪ ଲକ୍ଷ ଲେଖାଏ ଅନୁକମ୍ପା ରାଶି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ…

ବିବାହ ଏକ ସାମାଜିକ କର୍ତ୍ତବ୍ୟ, କେବଳ ଶାରୀରିକ ସମ୍ପର୍କ ନୁହେଁ: ମୋହନ ଭାଗବତ

ନାଗପୁର,୮।୨: ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘ (RSS) ମୁଖ୍ୟ ମୋହନ ଭାଗବତ ରବିବାର ଦେଶର ଜନସଂଖ୍ୟା, ଅର୍ଥନୀତି ଏବଂ ସୁରକ୍ଷା ଭଳି ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ନିଜର ମତ ରଖିଛନ୍ତି।…

ରୋଗୀଙ୍କୁ ଚିକିତ୍ସା ପାଇଁ ନେଉଥିଲେ ବିଶାଖାପାଟଣା, ବାଟରେ ଘଟିଲା ବଡ଼ ଅଘଟଣ, ଚାଲିଗଲା ୨ ଜୀବନ

ପାତ୍ରପୁର/ଚିକିଟି,୮ା୨(ଉମାଚରଣ ନେପାକ/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଲକ ଅନ୍ତର୍ଗତ ପାତିସୁନପୁର ଗ୍ରାମର ଗୋଟିଏ ପରିବାରର ୬ ଜଣ ବିଶାଖାପାଟଣା ଯାଉଥିବା ବେଳେ ରବିବାର ଅପରାହ୍ନରେ…

ବସ୍‌ ଇଞ୍ଜିନ୍‌ରୁ ବାହାରିଲା ନିଆଁ, ଡ୍ରାଇଭର ନେଲେ ଏମିତି ପଦକ୍ଷେପ

ଭଞ୍ଜନଗର,୮ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବସଷ୍ଟାଣ୍ଡରେ ରବିବାର ଅପରାହ୍ନରେ ଏକ ଘରୋଇ ବସ୍‌ରେ ହଠାତ୍‌ ଇଞ୍ଜିନରେ ନିଆଁ ଲାଗିଯାଇଥିଲା। ଫଳରେ ବସ୍‌ରେ ବସିଥିବା ଯାତ୍ରୀମାନେ ଭୟଭୀତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri