ବାହାନଗା ଦୁର୍ଘଟଣା: ଓଡିଶାର ୩୯ଜଣ ମୃତକଙ୍କ ପାଇଁ ୧.୯୫ କୋଟି ଟଙ୍କା ମଞ୍ଜୁର

ଭୁବନେଶ୍ୱର,୬।୬: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବାହାନଗା ଟ୍ରେନ ଦୁର୍ଘଟଣାରେ ଏ ପର୍ଯ୍ୟନ୍ତ ଚିହ୍ନଟ ହୋଇଥିବା ଓଡିଶାର ୩୯ଜଣ ମୃତକଙ୍କ ପାଇଁ ୧.୯୫ କୋଟି ଟଙ୍କା ମଞ୍ଜୁର କରିଛନ୍ତି। ଏହି ଟଙ୍କା ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ପ୍ରଦାନ କରାଯାଉଛି। ମୃତକଙ୍କ ମଧ୍ୟରେ ଭଦ୍ରକର ୮ଜଣ, ଯାଜପୁରର ୨ଜଣ, ବାଲେଶ୍ୱରର ୧୪ଜଣ, ମୟୁରଭଞ୍ଜର ୯ଜଣ, ଖୋର୍ଦ୍ଧାର ୨ଜଣ, କଟକର ୩ଜଣ ଓ କେନ୍ଦୁଝରର ଜଣେ ବ୍ୟକ୍ତି ଅଛନ୍ତି। ମୃତକଙ୍କର ଆତ୍ମୀୟଙ୍କୁ ୫ ଲକ୍ଷ ଟଙ୍କା ଲେଖାଏ ସହାୟତା ପ୍ରଦାନ ଆରମ୍ଭ ହୋଇଛି ।
ସୂଚନାଯୋଗ୍ୟ, ମୁଖ୍ୟମନ୍ତ୍ରୀ ପୂର୍ବରୁ ଓଡିଶାର ମୃତକଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ୫ ଲକ୍ଷ ଟଙ୍କା ଲେଖାଏ ସହାୟତା ପ୍ରଦାନ କରାଯିବ ବୋଲି ଘୋଷଣା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରମ୍ପ-ନେତାନ୍ୟାହୁଙ୍କ ବିରୋଧରେ ଯୁଦ୍ଧ ଘୋଷଣା କଲା ଆଉ ଏକ ଦଳ, ଥରିଲା ବିଶ୍ୱ!

ନୂଆଦିଲ୍ଲୀ,୨୮।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ୟେମେନର ଇରାନ-ସମର୍ଥିତ ହୁଥି ଗୋଷ୍ଠୀ; ଯାହା ଏପର୍ଯ୍ୟନ୍ତ ପ୍ରାୟତଃ ନୀରବ ରହିଥିଲା ସକ୍ରିୟ ଭାବରେ ସଂଘର୍ଷରେ ପ୍ରବେଶ କରିବାକୁ ପ୍ରସ୍ତୁତ…

ଯୁଦ୍ଧର ପ୍ରଭାବ: ବେଳକୁ ବେଳ ମହଙ୍ଗା ହେଉଛି ରାସ୍ତା କଡ଼ର ଖାଦ୍ୟ, ସାଧାରଣ ଜନତା ଚିନ୍ତାରେ

ନୂଆଦିଲ୍ଲଈ,୨୮।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଙ୍କଟ ଯୋଗୁ, ରାଜଧାନୀ ଦିଲ୍ଲୀ ଏବଂ ଏନସିଆରର ବାସିନ୍ଦାମାନେ ଗ୍ୟାସ ସିଲିଣ୍ଡର କିଣିବା ପାଇଁ ସଂଘର୍ଷ କରୁଛନ୍ତି; ଲୋକମାନେ ଲମ୍ବା ଧାଡ଼ିରେ ଠିଆ…

ଦିଲ୍ଲୀ ଗଲେ ମୁଖ୍ୟମନ୍ତ୍ରୀ, ରାଷ୍ଟ୍ରପତିଙ୍କୁ ଭେଟିବା ପରେ…

ଭୁବନେଶ୍ୱର,୨୮ା୩: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶନିବାର ୨ ଦିନିଆ ନୂଆଦିଲ୍ଲୀ ଗସ୍ତରେ ଯାଇଛନ୍ତି। ନୂଆଦିଲ୍ଲୀରେ ରବିବାର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକରେ ସେ ଯୋଗଦେବେ ବୋଲି ଜଣେ…

ହର୍ମୁଜର ନାଁ ବଦଳେଇଦେଲେ ଟ୍ରମ୍ପ! କଲେ ବଡ଼ ଘୋଷଣା; ବିଶ୍ୱରେ ପଡିଲା ଚହଳ

ଓ଼୍ବାଶିଂଟନ,୨୮।୩: ଇରାନ ସହିତ ଚାଲିଥିବା ବିବାଦ ମଧ୍ୟରେ, ହର୍ମୁଜ ପ୍ରଣାଳୀକୁ ନେଇ ଏକ ବିବାଦ ଦେଖାଦେଇଛି। ଆମେରିକାର ରାଷ୍ଟ୍ରପତି ଟ୍ରମ୍ପ କହିଛନ୍ତି ଯେ ଇରାନକୁ ହର୍ମୁଜ ପ୍ରଣାଳୀକୁ…

ଜଳସ୍ତର ନିମ୍ନଗାମୀ: ବଢ଼ିଲାଣି ତାତି,ସଙ୍କଟ ହେଲାଣି ପାନୀୟ ଜଳ

ମହାକାଳପଡ଼ା,୨୮ା୩(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଞ୍ଚଳରେ ଦୀର୍ଘଦିନଧରି ପାନୀୟ ଜଳ ସଙ୍କଟ ଦେଖାଦେଇଛି। ଅଞ୍ଚଳରେ ଜଳସ୍ତର ନିମ୍ନଗାମୀ ଯୋଗୁ ନଳକୂପରୁ ଅଧିକାଂଶ ସମୟରେ…

ଆମେରିକା-ଇରାନ ମଧ୍ୟରେ କେବେ ଶେଷ ହେବ ଯୁଦ୍ଧ? ସମୟସୀମା ସ୍ଥିର କଲେ ଟ୍ରମ୍ପ! ଏହି ଦିନ…

ଓ୍ବାଶିଂଟନ୍‌,୨୮।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ ଆମେରିକା ପ୍ରଥମ ଥର ପାଇଁ ସ୍ପଷ୍ଟ ଭାବରେ ସୂଚିତ କରିଛି ଯେ ଇରାନ ବିରୁଦ୍ଧରେ ଏହାର ସାମରିକ ଅଭିଯାନ ଦୀର୍ଘ…

IPL 2026 ର ପ୍ରାରମ୍ଭିକ ମ୍ୟାଚରୁ ବାଦ ପଡ଼ିଲେ ଧୋନୀ, ଜାଣନ୍ତୁ ଏହା ପଛର ବଡ଼ କାରଣ

ନୂଆଦିଲ୍ଲୀ,୨୮।୩: ଇଣ୍ଡିଆନ ପ୍ରିମିୟର ଲିଗର ୧୯ତମ ସିଜିନ ଆଜି ଅର୍ଥାତ୍‌ ଶନିବାର, ୨୮ ମାର୍ଚ୍ଚରେ ଆରମ୍ଭ ହେବାକୁ ଯାଉଛି। ଟୁର୍ଣ୍ଣାମେଣ୍ଟର ଉଦଘାଟନୀ ମ୍ୟାଚ ଶନିବାର RCB ଏବଂ…

ଏହି ଦିନଠୁ ଆରମ୍ଭ ଐତିହାସିକ ଚନ୍ଦନ ଯାତ୍ରା: ଉଠିଲା ଶୁଭଖୁଣ୍ଟ

ଗଞ୍ଜାମ,୨୮।୩(ବିଦ୍ୟାଧର ସାହୁ ): ଗଞ୍ଜାମ ଏନଏସି ଅନ୍ତର୍ଗତ ୱାର୍ଡର କରଣ ସାହି ସ୍ଥିତ ଶ୍ରୀ ଶ୍ରୀ ମଦନ ମୋହନ ଗୋପାଳ ସ୍ବାମୀଙ୍କ ପୀଠରେ ଚଳିତ ମାସ ୨୦ରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri