ଭଞ୍ଜ ଟ୍ରଫି ୨୦୨୫: ସମ୍ବଲପୁରକୁ ହରାଇ ମରାଠା ଏକାଦଶ ସେମିରେ

ଭଞ୍ଜନଗର,୨୭।୧୧(ବାବୁଲା ପ୍ରଧାନ ): ଗଞ୍ଜାମ ଜିଲା ଭଞ୍ଜନଗର ଜେଲ ପଡ଼ିଆରେ ସର୍ବ ଭାରତୀୟ ଭଞ୍ଜ ଟ୍ରଫି-୨୦୨୫ ଫୁଟବଲ ଟୁର୍ନାମେଣ୍ଟ ଚାଲିଛି। ଗୁରୁବାର ଗ୍ରୁପ ବି’ର ପ୍ରଥମ କ୍ୱାଟର ଫାଇନାଲ ମ୍ୟାଚ୍‌ ସମ୍ବଲପୁର ଜିଲା କୁଚିଣ୍ଡା (ବିଏଫସି) ସହ ଭଞ୍ଜନଗର ମରାଠା ଏକାଦଶ ଦଳ ମଧ୍ୟରେ ହୋଇଥିଲା। ଏଥିରେ ମରାଠା ଏକାଦଶ ୨-୧ ଗୋଲରେ ବିଜୟୀ ହୋଇ ସେମି ଫାଇନାଲରେ ପ୍ରବେଶ କରିଛି।

ଦୁଇ ଦଳ ମଧ୍ୟରେ କଡ଼ା ସଂଘର୍ଷ ହୋଇଥିଲା। ଶୁକ୍ରବାର ଫୁଲବାଣୀ ଜେଡି କ୍ଲବ ସହ ହାଇଦ୍ରାବାଦ ତେଲେଙ୍ଗାନା ପୋଲିସ ସ୍ପୋର୍ଟସ କ୍ଲବ ମଧ୍ୟରେ ମ୍ୟାଚ୍‌ ଖେଳାଯିବ। ଆଜିର ମ୍ୟାଚରେ ମୁଖ୍ୟ ଅତିଥି ଭାବେ ତନରଡ଼ା ଆଇଆରବି ୮ ମ ସ୍ବତନ୍ତ୍ର ବାଟାଲିୟନ କମାଣ୍ଡିଂ ଅଫିସର ସୁଧାକର ମିଶ୍ର ଯୋଗ ଦେଇଥିବା ବେଳେ ଭଞ୍ଜନଗର ଜଳସେଚନ ବିଭାଜନ ଅଧୀକ୍ଷଣ ଯନ୍ତ୍ରୀ ସଞ୍ଜୟ ପ୍ରଧାନ, ଜଗନ୍ନାଥ ପ୍ରସାଦ ବ୍ଲକ ଉପାଧ୍ୟକ୍ଷ ନୀଳାଚଳ ଖିଲାର ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ।

ଆୟୋଜକ ଭଞ୍ଜ ଟ୍ରଫି ସଭାପତି ତଥା ଭାଜପା ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ବିଷ୍ଠୁ ପ୍ରସାଦ ପ୍ରଧାନ ସଭାରେ ଅଧ୍ୟକ୍ଷତା କରିଥିଲେ। ମ୍ୟାଚକୁ ରେଫରୀ ଦେବଦ୍ରତ ବେହେରା, ସୁଜିତ ରାଜହଂସ, ଦିଲ୍ଲୀପ କୁମାର ରାଉତ, ମ୍ୟାଚ କମିଶନର ପି ଆନନ୍ଦ ରାଓ ଏବଂ ପି ରମେଶ ପରିଚାଳନା କରିଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ବନ୍ଦ ହୋଇଯିବ ୫୦୦ଟଙ୍କିଆ ନୋଟ? ଜାଣି ନିଅନ୍ତୁ ବଡ଼ ସୂଚନା

ନୂଆଦିଲ୍ଲୀ,୨୦।୧: ଦେଶର ବ୍ୟାଙ୍କିଙ୍ଗ ନିୟାମକ, ଭାରତୀୟ ରିଜର୍ଭ ବ୍ୟାଙ୍କ, ସରକାରଙ୍କ ସହଯୋଗରେ ପୁଣି ଥରେ ବିମୁଦ୍ରାକରଣ କାର୍ଯ୍ୟକାରୀ କରିବାକୁ ଯାଉଛନ୍ତି କି? ପ୍ରାୟ ଏକ ଦଶନ୍ଧି...

ପାଳ ଗଦା ନିଆଁରେ ମହିଳା ଜୀବନ୍ତ ଦଗ୍ଧ: ବାପ ଲୋକେ ଆଣିଲେ ହତ୍ୟା ଅଭିଯୋଗ

ପାରାଦୀପ,୨୦।୧: ଜଗତସିଂହପୁର ଜିଲା ଲକ୍‌ ଥାନା ପିପ୍ପଳ ଗାଁରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ପାଳ ଗଦା ନିଆଁରେ ପୋଡ଼ିହୋଇ ଜଣେ ମହିଳା ଜୀବନ୍ତ...

ଅଟୋକୁ ଧକ୍କା ଦେଲା ଅକ୍ଷୟ କୁମାରଙ୍କ ଗାଡି: ମୋଟାଅଙ୍କର କ୍ଷତିପୂରଣ ଦାବି କଲେ ଅଟୋ ଡ୍ରାଇଭରଙ୍କ ଭାଇ!

ମୁମ୍ବାଇ,୨୦।୧: ମୁମ୍ବାଇର ଜୁହୁ ଅଞ୍ଚଳରେ ସୋମବାର ରାତିରେ ବଲିଉଡ ସୁପରଷ୍ଟାର ଅକ୍ଷୟ କୁମାରଙ୍କ ସୁରକ୍ଷା ଥିବା ଏକ ଗାଡ଼ି ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଏହି ଘଟଣା ପରେ...

ବଢିଲା ଅଡୁଆ: ଜେଲର, ଅଧୀକ୍ଷକଙ୍କୁ ଏକ୍ସପ୍ଲାନେଶନ ଚିଠି

କଟକ,୨୦।୧: ଚୌଦ୍ୱାର ଜେଲ ପୂର୍ବତନ ଜେଲର ଏବଂ ଅଧୀକ୍ଷକଙ୍କ କଳି ଏବେ ପଦାରେ ପଡିଛି। ଘଟଣାକୁ ନେଇ କ୍ୟାମେରା ଆଗରେ ଉତ୍ତର ରଖିଛନ୍ତି DIG ବୀରେନ...

ଏହି କ୍ରିକେଟର୍‌ଙ୍କୁ ଟାର୍ଗେଟ କଲେ କୋହଲିଙ୍କ ଭାଇ: କହିଲେ, କରିବା ଅପେକ୍ଷା କହିବା ସହଜ

ନୂଆଦିଲ୍ଲୀ,୨୦।୧: ଭାରତୀୟ ଷ୍ଟାର କ୍ରିକେଟର୍‌ ବିରାଟ କୋହଲିଙ୍କ ଭାଇ ବିକାଶ କୋହଲି ପୁଣି ଥରେ ପୂର୍ବତନ ଭାରତୀୟ କ୍ରିକେଟର ଏବଂ ପ୍ରସିଦ୍ଧ ଭାଷ୍ୟକାର ସଞ୍ଜୟ ମାଞ୍ଜରେକରଙ୍କୁ...

ଚା’ ବଦଳରେ ସକାଳୁ ଏଥିରୁ ପିଅନ୍ତୁ ଗୋଟିଏ ଗ୍ଲାସ, ଉପକାରିତା ଜାଣିଲେ ଆଶ୍ଚର୍ଯ୍ୟ ହେବେ

ନୂଆଦିଲ୍ଲୀ: ଅଧିକାଂଶ ଭାରତୀୟଙ୍କ ସକାଳ ଗରମ ଚା’ ସହିତ ଆରମ୍ଭ ହୁଏ। ତଥାପି, ଖାଲି ପେଟରେ ଚା ପିଇବା ସ୍ବାସ୍ଥ୍ୟକର ନୁହେଁ। ଯଦି ଆପଣ ଏକ...

ବିଳମ୍ବିତ ରାତିରେ ଦୁର୍ଘଟଣାଗ୍ରସ୍ତ ହେଲା ନମ୍ବର ବିହୀନ ସ୍କର୍ପିଓ ଗାଡ଼ି, ଘଟଣାସ୍ଥଳରେ ନଥିଲେ କେହି…

ମୋହନା, ୨୦।୧( ମନ୍ମଥ ମିଶ୍ର ): ବିଳମ୍ବିତ ରାତିରେ ଦୁର୍ଘଟଣାଗ୍ରସ୍ତ ହେଲା ନମ୍ବର ବିହୀନ ସ୍କର୍ପିଓ ଗାଡ଼ି। ଗଜପତି ଜିଲା ମୋହନା ଥାନା ଚନ୍ଦ୍ରଗିରି ନିକଟ...

US Tariff:‘ପଦ ଛାଡିବେ ଫ୍ରାନ୍ସ ରାଷ୍ଟ୍ରପତି’, କାହିଁକି ଏମିତି କହିଲେ ଟ୍ରମ୍ପ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ଓ୍ବାଶିଂଟନ,୨୦।୧: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଫରାସୀ ମଦ ଏବଂ ସାମ୍ପେନ ଉପରେ ୨୦୦ ପ୍ରତିଶତ ଶୁଳ୍କ ଲାଗୁ କରିବାକୁ ଧମକ ଦେଇଛନ୍ତି। ଫ୍ରାନ୍ସ ରାଷ୍ଟ୍ରପତି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri