ଭଞ୍ଜ ଟ୍ରଫି: କୋରାପୁଟକୁ ୩-୨ ଗୋଲରେ ହରାଇଲା ସୁନ୍ଦରଗଡ଼

ଭଞ୍ଜନଗର,୨୫ା୧୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଜେଲ ପଡ଼ିଆରେ ଭଞ୍ଜ ଟ୍ରଫି-୨୦୨୫ ସର୍ବ ଭାରତୀୟ ଟୁର୍ନାମେଣ୍ଟ ଚାଲିଛି। ମଙ୍ଗଳବାର ଦ୍ୱିତୀୟ ମ୍ୟାଚ୍‌ କୋରାପୁଟ ଓ ସୁନ୍ଦରଗଡ଼ ମଧ୍ୟରେ ହୋଇଥିଲା। ଏକ କଡ଼ା ସଂଘର୍ଷ ପୂର୍ଣ୍ଣ ମ୍ୟାଚ୍‌ରେ ସୁନ୍ଦରଗଡ଼ କୋରାପୁଟକୁ ୩-୨ଗୋଲରେ ପରାସ୍ତ କରି ଦ୍ୱିତୀୟ ଦଳ ଭାବେ ସେମି ଫାଇନାଲରେ ପ୍ରବେଶ କରିଛି। ବୁଧବାର ପ୍ରଥମ ସେମି ଫାଇନାଲ ମ୍ୟାଚ୍‌ ସୁନ୍ଦରଗଡ଼ ଓ ବକ୍ସର (ବିହାର) କାମାକ୍ଷା ଫୁଟବଲ କ୍ଲବ୍‌ ମଧ୍ୟରେ ହେବ। ଆଜିର ମ୍ୟାଚରେ ରେଫରୀ ଦିଲ୍ଲୀପ କୁମାର ରାଉତ ଥିଲେ। ଲାଇନ୍ସ ମ୍ୟାନ
ଦେବଦ୍ରତ ବେହେରା, ସୁଜିତ୍‌ ରାଜହଂସ, ମ୍ୟାଚ୍‌ କମିଶନର ପି ଆନନ୍ଦ ରାଓ ଓ ପି ରମେଶ ଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପେଟ୍ରୋଲ ପମ୍ପ ଛାଡ଼ନ୍ତୁ, ଘର ଆଗରେ ଲଗାନ୍ତୁ EV ଚାର୍ଜିଂ ଷ୍ଟେଶନ; କେଇଦିନରେ ବଦଳିଯିବ ଆପଣଙ୍କ ଭାଗ୍ୟ!

ନୂଆଦିଲ୍ଲୀ,୬।୫: ଦିନ ଥିଲା ଯେତେବେଳେ ପେଟ୍ରୋଲ ପମ୍ପର ମାଲିକ ହେବା ପ୍ରତ୍ୟେକ ବ୍ୟବସାୟୀଙ୍କ ପାଇଁ ଏକ ବଡ଼ ସ୍ବପ୍ନ ଥିଲା। କିନ୍ତୁ ବଦଳୁଥିବା ସମୟ ସହିତ ଏହି…

ପ୍ରଥମ ଦିନ ଖେଳ ଶେଷ ସୁଦ୍ଧା ଭାରତ ୩୬୮/୩

ନୂଆ ଚଣ୍ଡିଗଡ଼,୬ା୬ ଭାରତ-ଆଫଗାନିସ୍ତାନ ମଧ୍ୟରେ ଏକମାତ୍ର ଟେଷ୍ଟ କ୍ରିକେଟ ମ୍ୟାଚ୍‌ ଆରମ୍ଭ ହୋଇଯାଇଛି। ମ୍ୟାଚ୍‌ର ପ୍ରଥମ ଦିନ ସମ୍ପୂର୍ଣ୍ଣ ରୂପେ ଭାରତୀୟ ବ୍ୟାଟରଙ୍କ ନିୟନ୍ତ୍ରଣରେ ରହିଛି। ଅଧିନାୟକ…

ମା ଙ୍କୁ ଆକ୍ରମଣ ପରେ ଝିଅଙ୍କୁ ବଳାତ୍କାର ଉଦ୍ୟମ: ଅଭିଯୁକ୍ତ ଗଲେ ଜେଲ   

ଦିଗପହଣ୍ଡି,୬|୬(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଳକ ଚୁଡୁଙ୍ଗପୁର ଗ୍ରାମର ଜଣେ ବିବାହିତା ଯୁବତୀ ତାଙ୍କ ଘର ବାରଣ୍ଡାରେ ବସିଥିବା ବେଳେ  ଗ୍ରାମର ଏ.ଶଙ୍କର ପାତ୍ର ତାଙ୍କୁ…

ରକ୍ତ ଦାନ ମହତ ଦାନ: ଆୟୋଜନ ପାଇଁ ପ୍ରସ୍ତୁତି

ଦିଗପହଣ୍ଡି, ୬|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡିର ଜଣାଶୁଣା ଫଟୋ ଏବଂ ଭିଡିଓଗ୍ରାଫର ସ୍ବର୍ଗତ ଓଡ଼ି ପ୍ରଦୀପ କୁମାରଙ୍କ ଦ୍ଵାଦଶାହ ସ୍ମୃତି ସଭା ଅବସରରେ  ଏକ…

ଟୁର୍ନାମେଣ୍ଟର ପ୍ରଥମ ମ୍ୟାଚ୍‌ରେ ଏମ୍‌ଭି-୯୭କୁ ହରାଇ ବେଣ୍ଡାଗୁଡ଼ା ବିଜୟୀ

କୋରୁକୋଣ୍ଡା,୬ା୬(ଅଶୋକ କୁମାର ପରିଡ଼ା): ମାଲକାନଗିରି ଜିଲା କୋରୁକୋଣ୍ଡା ବ୍ଲକ ତୁମୁସାପାଲ୍ଲୀ ପଞ୍ଚାୟତ ଏମ୍‌ଭି-୨୨ ଗ୍ରାମ ପଡ଼ିଆରେ ଜୟ ମା’ କାଳୀ କ୍ରିକେଟ ଟୁର୍ନାମେଣ୍ଟ ଶନିବାର ଶୁଭାରମ୍ଭ ହୋଇଯାଇଛି।…

କେସିଙ୍ଗା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରର ପ୍ରକୃତ ଚିତ୍ର : ଭିତ୍ତିଭୂମି ଥାଇ ମଧ୍ୟ ଟ୍ରମା ସେଣ୍ଟର ନିର୍ମାଣରେ ବିଳମ୍ବ

କେସିଙ୍ଗା, ୬।୬ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର କେସିଙ୍ଗା ସହରରେ ଅବସ୍ଥିତ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ସମସ୍ତ ପ୍ରକାର ମୌଳିକ ଭିତ୍ତିଭୂମି ଥିବା ସତ୍ତ୍ୱେ ବିଭିନ୍ନ ସମସ୍ୟା ଦେଖାଦେଉଛି।…

୧୯ଟିକିଆ ହାତୀପଲର ହାବୁଡ଼ରେ ମଣିଷ ଜୀବନ

କେନ୍ଦୁଝର,୬।୬ (ନରେଶ ଚନ୍ଦ୍ର ପଟ୍ଟନାୟକ): ଭୂୟାଁ ଓ ଜୁଆଙ୍ଗ ପିଢ଼ ଅନ୍ତର୍ଗତ ନିଲାମୁଣ୍ଡି ସାହି ନିକଟରେ ହାତୀ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି। ଶୁକ୍ରରର ସନ୍ଧ୍ୟା…

କାଳବୈଶାଖୀରେ ଭାଙ୍ଗିଲା ଘର କାନ୍ଥ, ବାସହରା ହୋଇପଡ଼ିଛନ୍ତି ବୈବସତଙ୍କ ପରିବାର

ରିଷିଡ଼ା,୬ା୬(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡ଼ା ଗ୍ରାମର ବୈବସତ ରଣା ପିତା ସତ୍ୟ ରଣାଙ୍କ ପରିବାର ଆବାସ ଯୋଜନାରୁ ବଞ୍ଚିତ ହୋଇ ଦୟନୀୟ ଭାବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri