ଭଞ୍ଜନଗର ବାର୍‌ ଆସୋସିଏଶନ ନିର୍ବାଚନ: ସଭାପତି ଭାବେ ନିର୍ବାଚିତ ହେଲେ ସନ୍ତୋଷ ନାୟକ, ଧୀରେନ ସ୍ବାଇଁ…

ଭଞ୍ଜନଗର,୨୮।୩(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏସନ ନିର୍ବାଚନ ଶନିବାର ସରିଛି। ଏଥିରେ ସଭାପତି ଭାବେ ସନ୍ତୋଷ ନାୟକ ନିର୍ବାଚିତ ହୋଇଛନ୍ତି । ଏଥିସହ ସାଧାରଣ ସମ୍ପାଦକ ଭାବେ ଧୀରେନ ସ୍ବାଇଁ ଓ ଉପ ସଭାପତି ଭାବେ ରଜତ ଦାସ ର୍ନିବାଚିତ ହୋଇଛନ୍ତି। ପୁର୍ବରୁ ସହ ସଂପାଦକ ଭାବେ ସ୍ନିଗ୍ଧା ଦାସ ଏବଂ କୋଷାଧକ୍ଷ ଭାବେ ମଧୁସୂଦନ ପଣ୍ଡା ନିର୍ନ୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି।

ଆଗାମୀ ଦିନରେ କାର୍ଯ୍ୟକାରୀ କମିଟି କର୍ମକର୍ତ୍ତା ନିର୍ବାଚିତ ହେବେ। ନିର୍ବାଚନକୁ ବରିଷ୍ଠ ଆଇନଜୀବୀ ଲଡୁ କିଶୋର ଆଳତିଆ, ତ୍ରିନାଥ ମଳିକ,ବିମ୍ବାଧର ଷଡ଼ଙ୍ଗୀ, ଗିରିଜା ଶଙ୍କର ଭୂୟାଁ, ଧ୍ରୁବ ପ୍ରସାଦ ତ୍ରିପାଠୀ, ଅଭାଗିନୀ ବିଷୋୟୀ, ରାଜେଶର ଆଚାରୀ ପରିଚାଳନା କରିଥିଲେ। ନବ ନିର୍ବାଚିତ କର୍ମକର୍ତ୍ତାଙ୍କୁ ବହୁ ବିଶିଷ୍ଟ ବ୍ୟକ୍ତି ଏବଂ ଅଧିକାରୀ ଶୁଭେଚ୍ଛା ଜଣାଇଛନ୍ତି। ଗଞ୍ଜାମ ଜିଲାର ଏକ ଗୁରୁତ୍ୱପୂର୍ଣ୍ଣ ବାର ଆସୋସିଏଶନ ହେଉଛି ଭଞ୍ଜନଗର ବାର ଆସୋସିଏଶନ। ତେଣୁ ଅନେକ ସମୟରେ ଏହି ବାର ଆସୋସିଏଶନ ନିର୍ବାଚନ କଡ଼ା ମୁକାବିଲା ହୋଇଥାଏ। ଆଜି ମଧ୍ୟ କିଛି କର୍ମକର୍ତ୍ତା କଡ଼ା ମୁକାବିଲାରେ ବିଜୟୀ ହୋଇଛନ୍ତି ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ତୁର୍କେଲ ସେତୁ ତୁରନ୍ତ ନିର୍ମାଣ କର ସରକାରଙ୍କୁ ପିସିସି ସଭାପତିଙ୍କ ଚେତାବନୀ

ଭବାନୀପାଟଣା,୧୩ା୫(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଓ ନୂଆପଡ଼ା ଜିଲାର ଜୀବନରେଖା କୁହାଯାଉଥିବା ଭବାନୀପାଟଣା ବ୍ଲକର ତୁର୍କେଲ ସେତୁ ନିର୍ମାଣ ପାଇଁ ରାଜ୍ୟ ସରକାର ଶୀଘ୍ର ପଦକ୍ଷେପ ନିଅନ୍ତୁ।…

ବନ୍ଦ ଅଛି କୁଞ୍ଜାମହୁଲ ପ୍ରାଥମିକ ବିଦ୍ୟାଳୟ: ପୁନଃ ଖୋଲିବା ପାଇଁ ଗ୍ରାମବାସୀଙ୍କ ଦାବି

ଅମରପାଲି, ୧୩।୫ (ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ପିତାମହୁଲ କ୍ଲଷ୍ଟରର କୁଞ୍ଜାମହୁଲ ଗ୍ରାମରେ ଥିବା ପ୍ରାଥମିକ ବିଦ୍ୟାଳୟଟି ଦୀର୍ଘ ଦିନ ହେବ ବନ୍ଦ…

ପାଡୁଆ ରାଜୀବଗାନ୍ଧୀ ସେବାକେନ୍ଦ୍ର, ୫ ଦୋକାନ ଗୃହ ଭାଙ୍ଗିବା ଘଟଣା ପଡ଼ିରହିଛି ଲକ୍ଷାଧିକ ଟଙ୍କାର ଲୁହା ସାମଗ୍ରୀ

ନନ୍ଦପୁର/ପାଡୁଆ,୧୩ା୫(ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ)-କୋରାପୁଟ ଜିଲା ନନ୍ଦପୁର ବ୍ଲକ୍‌ ପାଡୁଆ ପଞ୍ଚାୟତ ରାଜୀବ ଗାନ୍ଧୀ ସେବାକେନ୍ଦ୍ର ଓ ୫ ଦୋକାନ ଗୃହ ବେସରକାରୀ ଜମିରେ ସରକାରୀ ଅର୍ଥରେ…

କୋରାପୁଟ ବସ୍‌ଷ୍ଟାଣ୍ଡ ପାଲଟିଛି ଅସାମାଜିକ ଅସାମାଜିକଙ୍କ ଆଡ୍ଡାସ୍ଥଳୀ

କୋରାପୁଟ,୧୩।୫(ଅମିତାଭ ବେହେରା)-କୋରାପୁଟ ସହରର ମୁଖ୍ୟ ବସ୍‌ଷ୍ଟାଣ୍ଡ ଅସାମାଜିକଙ୍କ ଆଡ୍ଡାସ୍ଥଳୀ ପାଲଟିଥିବାରୁ ଯାତ୍ରୀଙ୍କ ସୁରକ୍ଷା ନେଇ ପ୍ରଶ୍ନ ଉଠିଛି। ବସ୍‌ଷ୍ଟାଣ୍ଡରେ ଅସାମାଜିକ ତତ୍ତ୍ୱ ଓ ପକେଟ୍‌ମାରଙ୍କ ପ୍ରାର୍ଦୁଭାବ ବଢ଼ିଥିବା…

ସୌମ୍ୟ ହତ୍ୟା ମାମଲାରେ ଚାଞ୍ଚଲ୍ୟକର ଖୁଲାସା: ଘଟଣା ଦିନ ନେଇଥିଲେ…

ଭୁବନେଶ୍ୱର,୧୩।୫(ତ୍ରିନାଥ ମହାନ୍ତି):ଯୁବତୀଙ୍କୁ ଅସଦାଚରଣ ଓ ବଳାତ୍କାର ଉଦ୍ୟମ କରିଥିବା ଜିଆର୍‌ପି କନ୍‌ଷ୍ଟେବଲ୍‌ ସୌମ୍ୟରଞ୍ଜନ ସ୍ବାଇଁଙ୍କ ହତ୍ୟା ମାମଲାରେ କ୍ରାଇମ୍‌ବ୍ରାଞ୍ଚର ତଦନ୍ତକୁ ୩ଦିନ ପୂରିଲାଣି। ରବିବାର ରାତିରେ ଉପରଠାଉରିଆ…

୫ ପ୍ରକଳ୍ପ ଉଦ୍‌ଘାଟନକଲେ ବିଧାୟକ ରାମଚନ୍ଦ୍ର କାଡାମ

ନନ୍ଦପୁର,୧୩।୫(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ୍‌ ଗସ୍ତରେ ଆସି ପଟ୍ଟାଙ୍ଗି ବିଧାୟକ ରାମଚନ୍ଦ୍ର କାଡାମ ୫ ପ୍ରକଳ୍ପର ମଙ୍ଗଳବାର ଉଦ୍‌ଘାଟନ କରିଛନ୍ତି। ୮ ଲକ୍ଷ…

ବିକ୍ରି ପରିମାଣ ନେଇ ଚାଷୀ ଅସନ୍ତୋଷ: ଲଖମରା ମଣ୍ଡିକୁ ଆସିଛି ୧୨୪ ପ୍ୟାକେଟ୍‌ ଧାନ

ପଦ୍ମପୁର,୧୩ା୫(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡରେ ସୋମବାରଠାରୁ ରବିଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହୋଇଛି। ଉପଖଣ୍ଡର ମୋଟ ୫୯ଟି କେନ୍ଦ୍ରରେ ଧାନ ସଂଗ୍ରହ କରାଯିବ ।…

ବାରକୋଟରେ ଚାଞ୍ଚଲ୍ୟ: ଲଜରୁ ମହିଳାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ସାଥିରେ ରହୁଥିବା ଯୁବକ ଫେରାର

ଦେବଗଡ଼, ୧୨।୫(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟସ୍ଥିତ ଏକ ଲଜରୁ ଜଣେ ମହିଳାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ମୃତ ମହିଳା ଜଣକ ହେଲେ ବାରକୋଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri